-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||     

HOME   ଜିଲ୍ଲା

ଜୁନିୟର ରେଡକ୍ରସ ତରଫରୁ କରୋନା ସଚେତନତା ସହ ମାକ୍ସ ଓ  ଶୁଖିଲା ଖାଦ୍ୟ ବଣ୍ଟନ

28-May-2021



ବଲାଙ୍ଗିର,(ସନ୍ତୋଷ କୁମାର ଠାକୁର) ସାଂପ୍ରତିକ କରୋନାର ଦ୍ୱିତୀୟ ଲହର  ମନୁଷ୍ୟ ଜୀବନକୁ ଭୀତତ୍ରସ୍ତ କରିିପକାଇଛି ।  ସରକାର ନାଗରିକ ମାନଙ୍କ ଜୀବନ ସୁରକ୍ଷିତ ରଖିବାକୁ ଲକ୍‌ଡାଉନ ଓ ସପ୍ତାହନ୍ତ ସଟ୍‌ଡାଉନ ଲଗାଇଛନ୍ତି । ଏ କଥାକୁ ଲକ୍ଷ୍ୟ ରଖି ଜୁନିଅର ରେଡକ୍ରସ ସାଲେଭଟା ପ୍ରାଥମିକ ବିଦ୍ୟାଳୟ ଓ ଖଲିଆପାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ି ତରଫରୁ ଏକ କରୋନା ସଚେତନତା କାର୍ଯ୍ୟକ୍ରମ ଆଜି ଶୁକ୍ରବାର

ସାଲେଭଟା କ୍ଲଷ୍ଟର ଅନ୍ତର୍ଗତ ଖଲିଆପାଲି ଗ୍ରାମରେ ଅନୁଷ୍ଠିତ ହୋଇଯାଇଛି । ରେଡକ୍ରସ କର୍ମୀମାନେ ଡାକବାଜି ଯନ୍ତ୍ର ସାହଯ୍ୟରେ ସ୍ଲୋଗାନ ଦେଇ ଓ ଡ୍ରମ ବାଜା ବଜାଇ ମାସ୍କ ପରିଧାନ କରିବା, ବାରମ୍ବାର ହାତ ଧୋଇବା , ସାମାଜିକ ଦୂରତା ପାଳନ କରିବା ଏବଂ ଯୋଗ୍ୟବକ୍ତି ମାନେ କରୋନା ଟୀକା ନେବାକୁ ସଚେତନ କରିଥିଲେ । କାର୍ଯ୍ୟକ୍ରମରେ ମୁଖ୍ୟଅତଥି ିଭାବରେ ସୁବଣ୍ଣପୁର ଜିଲ୍ଲା ଜୁନିଅର ରେଡକ୍ରସ ଅଫିସର ରବିଚନ୍ଦ୍ର ପଶାୟତ ଯୋଗଦେଇ ସ୍ୱଚ୍ଚତା ବାର୍ତା ଦେବା ସହିତ ନିଜେ  ହାତ ଧୋଇବାର ସଠିକ ପ୍ରଣାଳୀ ପ୍ରଦର୍ଶନ କରି ଗ୍ରାମବାସୀଙ୍କୁ ବୁଝାଇଥିଲେ । ସଇଁତଲା ବ୍ଲକ ଡେଙ୍ଗ ହାଇସ୍କୁଲର କାଉନ୍‌ସିଲର ତଥା ସମାଜସେବୀ ଶିକ୍ଷକ ରାମ ନାରାୟଣ ଦାଶ, ସାଲେଭଟା ସିଆରସିସି ସଦାନନ୍ଦ ଭୋଇ, ଖଲିଆପାଲି ୱାର୍ଡମେମ୍ବର ଶ୍ରୀମତି ଭୁମିସୁତା କୁମ୍ଭାର, ସାଲେଭଟା ୱାର୍ଡମେମ୍ବର ମୀରା ଷାଣ୍ଢ, ସେଂଚୁରିଆନ ସ୍କୁଲର କାଉନସିଲର ଚନ୍ଦ୍ର ଶେଖର ସେଠ ସମ୍ମାନୀତ ଅତିଥି ଭାବରେ ଯୋଗ ଦେଇଥଲେ ।  କାଯ୍ୟକ୍ରମକୁ ସାଲେଭଟା ସ୍କୁଲର ପ୍ରଧାନ ଶିକ୍ଷକ ତଥା ଜୁନିଅର ରେଡକ୍ରସ ପରାମର୍ଶଦାତା ଦୂର୍ଯ୍ୟୋଧନ ପଶାୟତ ଏବଂ

ଖଲିଆପାଲି ସ୍କୁଲର ପ୍ରଧାନ ଶିକ୍ଷକ ଦଶରଥ ପଟେଲ ପରିଚାଳନା କରିଥିଲେ । ଗ୍ରାମର ଆର୍ଥୀକ ଅନଗ୍ରସର  ପରିବାରକୁ ଶୁଖିଲା ଖାଦ୍ୟ, ସାବୁନ  ବଣ୍ଟନ ହେବା ସହିତ ଗ୍ରାମବାସୀଙ୍କୁ ମାସ୍କ ବଣ୍ଟନ କରାଯାଇଥିଲା । କାର୍ଯ୍ୟକ୍ରମରେ ହରଭଂଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଗୋବିନ୍ଦ ସାହୁ,  , ପୂର୍ବତନ ମେମ୍ବର ବିଘ୍ନେଶ୍ୱର କୁମ୍ଭାର, ବିପ୍ର ଷାଣ୍ଢ, ଶିକ୍ଷାପ୍ରେମି ସୁନିଲ କନ୍ଧେର, ଅଙ୍ଗନଡି କର୍ମୀ ରେବତୀ ପଧାନ, ଆଶା କର୍ମୀ ବୀଣାପାଣୀ କୁମ୍ଭାର ପ୍ରମୁଖ କାର୍ଯକ୍ରମରେ ସହଯୋଗ କରିଥିଲେ । 


News Comment




Photo in News

Advertisment
Lastest News
  ଜିଲ୍ଲା  
ତଳମୁଣ୍ଡଚାଷୀ ପ୍ରତାରିତ   20-Sep-2026
  ଜିଲ୍ଲା  
*ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   20-Sep-2026
  ଜିଲ୍ଲା  
ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   20-Sep-2026
  ଜିଲ୍ଲା  
ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   20-Sep-2026
  ଜିଲ୍ଲା  
ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   20-Sep-2026
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026
  ଜିଲ୍ଲା  
କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   19-Sep-2026

You Might Also Like