-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||     

HOME   ମହାନଗର

ବାତ୍ୟା ୟାସ୍ ରେ ପ୍ରଭାବିତ ହୋଇଥିବା ଅଞ୍ଚଳ ପରିଦର୍ଶନ କଲେ ରେଙ୍ଗାଲି ବିଧାୟକ ନାଉରି ନାଏକ

28-May-2021



ସମ୍ବଲପୁର (ସଂଜୀବ କୁମାର ପାଣିଗ୍ରାହୀ) :- ଗତ ଦୁଇ ଦିନ ତଳେ ହୋଇଥିବା ବାତ୍ୟା ୟାସ୍ ରେ ରାଜ୍ୟ ର ବହୁ ଅଞ୍ଚଳ ପ୍ରଭାବିତ ହୋଇଛି । ବାତ୍ୟା ୟାସ୍ ସ୍ଥଳଭାଗ ଛୁଇଁଲା ପରେ ଓଡିଶାର ଯେଉଁ ଅଞ୍ଚଳ ଦେଇ ଗତି କରିଛି ଓ ନିଜର ପ୍ରଭାବ ଛାଡିଛି ସେଥିରେ ସମ୍ବଲପୁର ଜିଲ୍ଲା ମଧ୍ୟ ବଞ୍ଚି ରହି ନାହିଁ । ଚଳିତ ଖରିପ ଚାଷ ରେ ଠିକ ଧାନ ଅମଳ ପୂର୍ବରୁ ହୋଇଥିବା ଅଦିନିଆ ବର୍ଷା ଓ ବର୍ତ୍ତମାନ ଧାନ ଅମଳ ସମୟରେ ବାତ୍ୟା ୟାସ୍ ଚାଷୀକୂଳକୁ ଅନେକ କ୍ଷତିରେ ପକେଛି । ଯେଉଁ ଚାଷୀମାନେ ଧନ ଅମଳ କରିଛନ୍ତି ଓ ବିକ୍ରି କରିନାହାନ୍ତି ତାଙ୍କର ଧାନ ଖଳା ରେ ଭିଜିଛି ଓ ଯେଉଁ ଚାଷୀ ଅମଳ କରି ପାରି ନାହାଁନ୍ତି କ୍ଷେତ ରେ ଧାନ ପାଣିରେ ବୁଡ଼ି ଯାଇଛି । ଯାହା ଫଳରେ ଧାନ ଗଜା ହେଇ ଗଲାଣି ଓ ଚାଷୀ ନାହିଁ ନଥିବା କ୍ଷତି ସହିଲାଣି । 
         ସମ୍ବଲପୁର ଜିଲ୍ଲା ର ବହୁ ଅଞ୍ଚଳରେ ଚାଷୀ ପ୍ରଭାବିତ ହୋଇଛନ୍ତି ଓ ଚାଷିକୂଳ ବର୍ତ୍ତମାନ ହତାଶ, ନିରାଶ ଓ ଚିନ୍ତିତ ହୋଇ ପଡିଛି । ପରିସ୍ଥିତି ର ଭୟାବହତା ଓ ଗୁରୁତ୍ୱକୁ ବୁଝି ଆଜି ରେଙ୍ଗାଲି ବିଧାୟକ *ଶ୍ରୀଯୁକ୍ତ ନାଉରି ନାଏକ* ନିଜର ନିର୍ବାଚନ ମଣ୍ଡଳୀ ର ବିଭିନ୍ନ ପ୍ରଭାବିତ ପରିଦର୍ଶନ କରିଛନ୍ତି । ପରିଦର୍ଶନ ସମୟରେ ସମ୍ବଲପୁର ଜିଲ୍ଲା ପରିଷଦ ଅଧ୍ୟକ୍ଷ ରାଧେଶ୍ୟାମ ବାରିକ, ଧନକଉଡା ବ୍ଲକ କୃଷି ଅଧିକାରୀ ଉଦିତ କୁମାର ତ୍ରିପାଠୀ ଓ ଶାସନ ରାଜସ୍ୱ ନିରୀକ୍ଷକ ରଘୁନନ୍ଦନ ବଢ଼େଇ ଥିଲେ । ଧନକଉଡା ବ୍ଲକ ର ଵିଶାଲଖିଣ୍ଡା ଓ କନଖିଣ୍ଡା ପଞ୍ଚାୟତ ର ବିଭିନ୍ନ ଗ୍ରାମ ପରିଦର୍ଶନ କରି ଅଞ୍ଚଳର ଚାଷୀ ଙ୍କ ସହିତ ସମସ୍ତ ବିଷୟରେ ଆଲୋଚନା କରିଥିଲେ ବିଧାୟକ ଓ ସରକାରୀ ଅଧିକାରୀ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   20-Sep-2026
  ଜିଲ୍ଲା  
ତଳମୁଣ୍ଡଚାଷୀ ପ୍ରତାରିତ   20-Sep-2026
  ଜିଲ୍ଲା  
*ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   20-Sep-2026
  ଜିଲ୍ଲା  
ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   20-Sep-2026
  ଜିଲ୍ଲା  
ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   20-Sep-2026
  ଜିଲ୍ଲା  
ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   20-Sep-2026
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026

You Might Also Like