-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||     

HOME   ଜିଲ୍ଲା

କରୋନା ନେଲା ପୁଣି ଏକ ଜୀବନ- ବିଡିସିସି ସଦର ବ୍ୟାଙ୍କର ମ୍ୟାନେଜର ଶିବୁନ ମହାନ୍ତିଙ୍କ ପରଲୋକ

28-May-2021



ବଲାଙ୍ଗିର,(ସନ୍ତୋଷ କୁମାର ଠାକୁର)- ମହାମାରୀ କରୋନାରେ ଆକ୍ରାନ୍ତ ହୋଇ ବଲାଙ୍ଗିର ବିଡିସିସି  ସଦର ବ୍ୟାଙ୍କର ମେନେଜର ଶିବୁନ ମହାନ୍ତି(୫୫)ଙ୍କ ଆଜି ଅପରାହ୍ନରେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ପରଲୋକ ହୋଇଯାଇଛି । ବଲାଙ୍ଗୀର ରାଧାରାଣୀପଡା ବାସୀନ୍ଦା ଶ୍ରୀ ମହାନ୍ତି ଗତ କିଛି ଦିନ ତଳେ କରୋନାରେ ଆକ୍ରାନ୍ତ ହୋଇ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ । ସେଠାରେ ତାଙ୍କୁ ଭେଣ୍ଟିଲେଟରରେ ରଖାଯାଇଥିଲା । ଆଜି ସକାଳେ ତାଙ୍କ ସ୍ୱାସ୍ଥ୍ୟ ଅବସ୍ଥାରେ ଆବନତି ଘଟିଥିଲା । ତେବେ ଡାକ୍ତରଙ୍କ ସକଳ ଚେଷ୍ଟା ସତ୍ତ୍ୱେ ଶ୍ରୀ ମହାନ୍ତିଙ୍କ ଅକାଳ ବିୟୋଗ ସମସ୍ତଙ୍କୁ ମର୍ମାହତ କରିଛି । ଶ୍ରୀ ମହାନ୍ତିଙ୍କ ଗୋଟିଏ ପୁଅ ଓ ଗୋଟିଏ ଝିଅ ଝିଅ ରହିଥିବା ବେଳେ ଧର୍ମପତ୍ନୀ ଶିବାନୀ ମହାନ୍ତି ଜଣେ ଗୃହିଣୀ ଅଟନ୍ତି । ଗତ ବର୍ଷ ଶିବୁନଙ୍କ ଭାଇଙ୍କ ଜଣ୍ଡିସରେ ଆକ୍ରାନ୍ତ ହୋଇ ମୃତ୍ୟୁ ହୋଇଥିଲା । ଆଜି ଶ୍ରୀ ମହାନ୍ତିଙ୍କ ମୃତ୍ୟୁ ଖବର ଶୁଣିବା ପରେ ରାଧାରାଣୀ ପଡା ଅଂଚଳରେ ଶୋକର ଛାୟା ଖେଳି ଯାଇଛି । ଶ୍ରୀ ମହାନ୍ତିଙ୍କ ପରଲୋକରେ ବିଡିସସି ବ୍ୟାଙ୍କ ଏବଂ  ବଲାଙ୍ଗିର ପବନ ଜୁଏଲେରୀ ତଥା ସୋନୀ ପରିବାର ପକ୍ଷରୁ ଅଶୃଳ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଛି । 


News Comment




Photo in News

Advertisment
Lastest News
  ଜିଲ୍ଲା  
ତଳମୁଣ୍ଡଚାଷୀ ପ୍ରତାରିତ   20-Sep-2026
  ଜିଲ୍ଲା  
*ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   20-Sep-2026
  ଜିଲ୍ଲା  
ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   20-Sep-2026
  ଜିଲ୍ଲା  
ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   20-Sep-2026
  ଜିଲ୍ଲା  
ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   20-Sep-2026
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026
  ଜିଲ୍ଲା  
କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   19-Sep-2026

You Might Also Like