-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||     

HOME   ଜିଲ୍ଲା

ଜାତୀୟ ରାଜପଥରେ ଦୁର୍ବୃତ୍ତଙ୍କ ଆତଙ୍କ ରାଜ୍: ଗାଡ଼ି ଅଟକାଇ ଅତର୍କିତ ଭାବେ କଲେ ପଥର ମାଡ଼, ୩ ଡ୍ରାଇଭର ଆହତ

29-May-2021



ରେଢ଼ାଖୋଲ: ( ଅନିଲ କୁମାର ପୃଷ୍ଟି ) - ଦୁର୍ବୃତ୍ତଙ୍କ ଆତଙ୍କ ରାଜ୍। ଗାଡ଼ି ଅଟକାଇ, ଅତର୍କିତ ଭାବେ ପଥର ମାଡ଼ କରି , ଡ଼୍ରାଇଭର ମାନଙ୍କୁ ଲହୁଲୁହାଣ କରିବା ସହିତ ମାରଣାସ୍ତ୍ର ଦେଖାଇ ଲୁଟ କରିବାକୁ କରିଥିଲେ ଯୋଜନା।  ସୂଚନା ମୁତାବକ, ଗତକାଲି ବିଳମ୍ବିତ ରାତିରେ ସମ୍ବଲପୁର-କଟକ ୫୫

ନମ୍ବର ଜାତୀୟ ରାଜପଥ ରେଢ଼ାଖୋଲ ଥାନା ସୀମା , ସାଧୁ ମୁଣ୍ଡା ନିକଟସ୍ଥ ଘାଟି ରାସ୍ତାରେ କିଛି ଦୁର୍ବୃତ୍ତ ଡକାୟତି ଉଦ୍ୟମ କରି ଚଳନ୍ତା ଟ୍ରକ ଗାଡ଼ି ଉପରକୁ ଟେକାପଥର ମାଡ଼ କରିଥିଲେ। ଯାହା ଫଳରେ , ୩ ଜଣ ଗାଡ଼ି ଡ୍ରାଇଭର ଗୁରୁତର ଆହତ ହୋଇ ରେଢ଼ାଖୋଲ ମେଡିକାଲରେ ଭର୍ତ୍ତି ହୋଇଛନ୍ତି। ତେବେ ପଛପଟୁ ଅନ୍ୟ ଗାଡ଼ି ଗୁଡିକ ଆସୁଥିବା ଦେଖି ମାରଣାସ୍ତ୍ର ରାସ୍ତାରେ ଛାଡି ଡକାୟତି ଦଳ ଫେରାର ହୋଇଯାଇଥିଲେ। ଏପରି ଘଟଣାକୁ ନେଇ ଗାଡ଼ି ଡ୍ରାଇଭର ମାନେ ଭୟଭୀତ ଅବସ୍ଥାରେ ରହିଛନ୍ତି । କୈାଣସି ଗାଡ଼ି ଚାଳକ ଏହି ରାସ୍ତାରେ ଗାଡି ନେଇ ଯାଉନଥିବା ସହ ଦୁର୍ବୃତକୁ ଧରିବା ସହ ସୁରକ୍ଷା ଦାବିରେ  

ରାସ୍ତା ଅବରୋଧ କରିଥିଲେ। ଫଳରେ ଶହଶହ ଗାଡି ଅଟକି ରହିଥିଲା।  ଘଟଣାସ୍ଥଳକୁ ରେଢ଼ାଖୋଲ ପୋଲିସ ଓ କିଶୋରନଗର ପୋଲିସ ପହଞ୍ଚି ଡ୍ରାଇଭର ମାନଙ୍କୁ ସୁରକ୍ଷା ତଥା ପେଟ୍ରୋଲିଂ ବ୍ୟବସ୍ଥାକୁ କଡାକଡି କରାଯିବ ବୋଲି କହି ବୁଝାଇବା ପରେ ରାସ୍ତା ଅବରୋଧ ହଟିଥିଲା । ତେବେ କିଶୋର ନଗର ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି


News Comment




Photo in News

Advertisment
Lastest News
  ଜିଲ୍ଲା  
ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   20-Sep-2026
  ଜିଲ୍ଲା  
ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   20-Sep-2026
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026
  ଜିଲ୍ଲା  
କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   19-Sep-2026
  ଜିଲ୍ଲା  
ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   19-Sep-2026
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026

You Might Also Like