-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||     

HOME   ରାଜ୍ୟ

ଓଡ଼ିଶା ମୋ ପରିବାର ଓ ଜୀବନ ବିନ୍ଦୁ ତରଫରୁ ରକ୍ତଦାନ ଶିବିର କବିସୂର୍ଯ୍ୟ ନଗର

29-May-2021



ଗଞ୍ଜାମ (ଉମା ମହାରଣା): ଗଂଜାମ ଜିଲ୍ଲା କବିସୂର୍ଯ୍ୟନଗର କଲ୍ୟାଣ ମଣ୍ଡପଠାରେ ଓଡିଶା ମୋ ପରିବାର ଓ ଜୀବନ ବିନ୍ଦୁର ମିଳିତ ଆନୁକୁଲ୍ୟରେ ମେଗା ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି। କବିସୂର୍ଯ୍ୟନଗର ବିଧାୟିକା ମୁଖ୍ଯ ଅତିଥି ଭାବେ ଯୋଗଦେଇ କାର୍ଯ୍ୟକ୍ରମକୁ ଆନୁଷ୍ଠାନିକ ଭାବେ ଉଦ୍ଘାଟନ କରିବା ସହ ଅଧିକରୁ ଅଧିକ ସଂଖ୍ଯାରେ ରକ୍ତଦାତା ସାମିଲ ହେବାକୁ ନିବେଦନ କରିଥିଲେ। ଜିଲ୍ଲାରେ ବହୁ ସଂଖ୍ୟାରେ ଶିକ୍ଷକ ଓ ଅଙ୍ଗନବାଜି କର୍ମୀ କର୍ମୀ କରୋନାରେ ସଂକ୍ରମିତ ହୋଇ ମ୍ରୁତ୍ୟୁ ବରଣ କରିଥିବା ବେଳେ ଏଭଳି କରୋନା ଯୋଦ୍ଧାଙ୍କ ଅମର ଆତ୍ମାର ସଦ୍ଗତି କାମନା କରିବା ସହ ସେମାନଙ୍କ ସ୍ମ୍ରତି ଉଦ୍ଦେଶ୍ଯରେ ଏଭଲି ଏକ ମହତ କାର୍ଯ୍ୟ ଆଯୋଜନ କରାଯିବା ନେଇ ସୂଚନା ଦେଇଛନ୍ତି ବିଧାୟିକା। ସଂପ୍ରତି ରାଜ୍ଯରେ ଦେଖାଦେଇଥିବା କରୋନା ମହାମାରୀ ଯୋଗୁଁ ଜିଲ୍ଲାର ମୁଖ୍ଯ ଡାକ୍ତରଖାନା ଗୁଡିକରେ ରକ୍ତର ଘୋର ଅଭାବ ଦେଖାଦେଇଛି  । ଅନ୍ୟପଟେ ରକ୍ତ ଅଭାବକୁ ନେଇ କୌଣସି ରୋଗୀ ମ୍ରୁତ୍ୟୁ ବରଣ କରିବନାହିଁ ସେଥିପ୍ରତି ବିଶେଷ ଦ୍ରୁଷ୍ଟି ଦେବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦଳକୁ ନିର୍ଦ୍ଦେଶ ଦେଇଛନ୍ତି। ଗଂଜାମ ଜିଲ୍ଲାର ବିଭିନ୍ନ ସ୍ଥାନରେ ରକ୍ତଦାନ ଶିବିର ଆୟୋଜିତ ହେଉଥିବା ବେଳେ ଆଜି କବିସୂର୍ଯ୍ୟନଗର ବିଧାୟିକା ଲତିକା ପ୍ରଧାନଙ୍କ ନେତ୍ରୁତ୍ଵରେ ରକ୍ତଦାନ ଶିବିରର ଆୟୋଜନ କରାଯାଇଛି। ଲତିକା ପ୍ରଧାନଙ୍କ ପ୍ରେରଣାରେ ଉତ୍ସାହିତ ହୋଇ ବହୁସଂଖ୍ଯାରେ ଯୁବପୀଢ଼ି ସ୍ବେଚ୍ଛାକୃତ ରକ୍ତଦାନ କରିବାକୁ ଆଗ୍ରହ ପ୍ରକାଶ କରିଥିବା ଦେଖିବାକୁ ମିଳିଛି। ୫୦ୟୁନିଟ ରକ୍ତ ସଂଗ୍ରହ ପାଇଁ ଲକ୍ଷ ରଖାଯାଇଥିବା ବେଳେ  ଖବର ପ୍ରସାରଣ ବେଳେ ୩୦ଜଣ ପଂଜୀକରଣ କରିଛନ୍ତି, ଆଉ ୨୦ୟୁନିଟ ରକ୍ତ ସଂଗ୍ରହ ହୋଇସାରିଛି। କବିସୂର୍ଯ୍ୟନଗର ବିଧାୟିକାଙ୍କ ନେତ୍ରୁତ୍ଵରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଜୀବନ ବିନ୍ଦୁ ସଂଯୋଜକ ସୁବାଷ ମହାରଣା, ରାଜ୍ୟ ସାଧାରଣ ସଂପାଦକ ଜଗନ୍ନାଥ ସାବତ, ପୂର୍ବତନ ଏନ୍. ଏ. ସି ଚେୟାରମ୍ୟାନ ମନୋରଂଜନ ମହାପାତ୍ର, ଏନ୍ଏସି ବିଜେଡିର ସଭାପତି ଭଗବାନ ସ୍ବାଇଁ, କାର୍ଯ୍ୟକାରୀ ସଭାପତି ରସଲ କୁମାର ଦାସ, ବ୍କକ ଚେୟାରମ୍ୟାନ ସରୋଜ କୁମାର ପାଢୀ, ପୂର୍ବତନ ଏନ୍ଏସି ଚେୟାରମ୍ୟାନ ଲକ୍ଷ୍ମୀପ୍ରିୟା ସାହୁ,ଯୁବ ନେତା ଦିଲ୍ଲୀପ କୁମାର ସାହୁ,ପ୍ରସନ୍ନ ନାୟକ,ବିକ୍ରାନ୍ତ କୁମାର ସାହୁ ଇ ତ୍ରିଲୋଚନ ପାତ୍ର ,ସୁଶାନ୍ତ ଖୁଣ୍ଟିଆ ରାକେଶ ପ୍ରଧାନଙ୍କ ସମେତ ବିଜେଡିର ବହୁ ନେତା ଓ କର୍ମୀ ସାମିଲ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   20-Sep-2026
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026
  ଜିଲ୍ଲା  
କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   19-Sep-2026
  ଜିଲ୍ଲା  
ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   19-Sep-2026
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026
  ଜିଲ୍ଲା  
ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର   19-Sep-2026

You Might Also Like