-+91-9937148622 |
prerana_bgr@rediffmail.com |
Sunday 28th June 2026 |
R.N.I. Regd No. ODIODI/2010/46693
Breaking News
29-May-2021
ଭୁବନେଶ୍ୱର: ଓଡ଼ିଶାରେ ବାତ୍ୟା ସମୀକ୍ଷା ବୈଠକକୁ ପ୍ରଶଂସା କଲେ ପ୍ରଧାନ ମନ୍ତ୍ରୀ ନରେନ୍ଦ୍ର ମୋଦି। ଓଡ଼ିଶାରେ ହୋଇଥିବା ସମୀକ୍ଷା ବୈଠକ ଫଳପ୍ରଦ ହୋଇଛି ବୋଲି ଟୁଇଟ କରିଛନ୍ତି ମୋଦି। ଏଥିସହ ପ୍ରାକୃତିକ ବିପର୍ଯ୍ୟୟ କ୍ଷେତ୍ରରେ ଓଡ଼ିଶା ପ୍ରଶଂସନୀୟ ପଦକ୍ଷେପ ଗ୍ରହଣ କରିଛି ବୋଲି ମୋଦି କହିଛନ୍ତି। ତେବେ ବିପର୍ଯ୍ୟୟ ପରିଚାଳନା କ୍ଷମତା ବୃଦ୍ଧି ପାଇଁ କେନ୍ଦ୍ର ଓ ରାଜ୍ୟ ମିଳିତ ଭାବେ କାର୍ଯ୍ୟ କରିବ ବୋଲି ମୋଦି ଟୁଇଟ କରି ସୂଚନା ଦେଇଛନ୍ତି। (ଦୀପକ କୁମାର ଷଡଙ୍ଗୀ ଙ୍କ ରିପୋର୍ଟ)