-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||     

HOME    ଅନ୍ୟାନ୍ୟ

ସକାଳ ର ମୁଖ୍ୟ ଖବର

23-Oct-2020



୧-ଆଜି ଯୁକ୍ତ୩ ଦ୍ବିତୀୟ ପର୍ଯ୍ୟାୟ ମେଧା ତାଲିକା ପ୍ରକାଶ : ୨୨ ହଜାର ଛାତ୍ରଛାତ୍ରୀ ମନୋନୀତ ।

 

୨-ପ୍ରକାଶ ପାଇଲା ମାଟ୍ରିକ୍ ସପ୍ଲିମେଣ୍ଟାରି ପରୀକ୍ଷାଫଳ: ଚଳିତ ବର୍ଷ ୭୦.୯୪% ପାସ୍‌ ।

 

୩-ଶ୍ରୀମନ୍ଦିରର ୮ ଦ୍ୱାରରେ ଲାଗିବ ରୁପା ଚାଦର, ୨୪୧୩ କେଜି ରୁପା ବ୍ୟବହାର ହେବ ବଜାର ମୂଲ୍ୟ ପ୍ରାୟ ୧୫ କୋଟି ୩୨ ଲକ୍ଷ ଟଙ୍କା , ମୁମ୍ବାଇ ଭକ୍ତଙ୍କ ଦ୍ୱାରା ଦାନ । ପୂର୍ବରୁ ୩ଟି ଦ୍ବାର କଥା କୁହାଯାଉ ଥିବା ବେଳେ ଏବେ ଆଉ ୫ଟି ଦ୍ବାର ଏଥିରେ ସାମିଲ ହୋଇଛି।

 

୪-ଓଡ଼ିଶା ପୁଲିସର ୫୦୦ ଯୋଦ୍ଧାଙ୍କ ପ୍ଲାଜ୍‍ମା ଦାନ ।

 

୫-ଭାରତର ବାୟୋଟେକର ପ୍ରଥମ କୋଭିଡ୍ -୧୯ ତୃତୀୟ ପର୍ଯ୍ୟାୟ ପରୀକ୍ଷଣ ପାଇଁ ମିଳିଲା ମଞ୍ଜୁରୀ ।

 

୬-ରିଲାଏନ୍ସ ଜିଓ ପ୍ରଚଳନ କଲା ସ୍ୱଦେଶୀ ୱେବ୍ ବ୍ରାଉଜର ‘ଜିଓପେଜେସ୍‌’ : ପ୍ରଥମ ପର୍ଯ୍ୟାୟରେ ଇଂରାଜୀ ସହିତ ଅନ୍ୟ ୮ଟି ଭାରତୀୟ ଭାଷାରେ ଉପଲବ୍ଧ ।

 

୭-ଏଣିକି କୌଣସି କାରଣ ଯୋଗୁଁ ଏସ୍‌ଏଲ୍‌ସି ସାର୍ଟିଫିକେଟ୍‌ ହଜିବା କିମ୍ବା ନଷ୍ଟ ହୋଇଯାଇଥିଲେ ପ୍ରଥମରୁ ଦ୍ବାଦଶ ପର୍ଯ୍ୟନ୍ତ ଛାତ୍ରଛାତ୍ରୀଙ୍କୁ ନକଲ(ଡୁପ୍ଲିକେଟ୍‌) କଲେଜ ଲିଭିଙ୍ଗ ସାର୍ଟିଫିକେଟ୍‌ ଓ ସ୍କୁଲ ଲିଭିଙ୍ଗ ସାର୍ଟିଫିକେଟ୍‌(ଏସ୍‌ଏଲ୍‌ସି) ମିଳିପାରିବ।

 

୮-ପ୍ରଚାରରେ କମ୍ପୁଛି ବାଲେଶ୍ୱର ସଦର ନିର୍ବାଚନମଣ୍ଡଳୀ। ନଭେମ୍ବର ୩ ତାରିଖ ଉପନିର୍ବାଚନ ଲାଗି ତିନି ପ୍ରମୁଖ ଦଳ କଂଗ୍ରେସ, ବିଜେପି ଓ ବିଜେଡି ପକ୍ଷରୁ ପ୍ରଚାରକୁ ଜୋରଦାର କରାଯାଇଛି।

 

୯-ଶିକ୍ଷା ସହାୟକଙ୍କୁ ପେନସନ ପ୍ରସଙ୍ଗ, ତୁରନ୍ତ ବିଚାର ଲାଗି ହାଇକୋର୍ଟଙ୍କ ନିର୍ଦେଶ ।

 

୧୦-ସାଉଥ ସୁପରଷ୍ଟାର ପ୍ରଭାସ ଆଜି ୪୧ ବର୍ଷରେ ପାଦ ଥାପିଛନ୍ତି। ୧୯୭୯ ମସିହା ଆଜିର ଦିନରେ ପ୍ରଭାସ ଚେନ୍ନାଇରେ ଜନ୍ମଗ୍ରହଣ କରିଥିଲେ।

 

୧୧-ଯୁଦ୍ଧ ପାଇଁ ପାକ୍‌ ଷଡ଼ଯନ୍ତ୍ର, ସମସ୍ତ ବାୟୁସେନା ଘାଟିକୁ ସକ୍ରିୟ କଲା ।

 

୧୨-ଆଇପିଏଲ : ରାଜସ୍ଥାନ ରୟାଲ୍ସକୁ ୮ ଉଇକେଟରେ ପରାସ୍ତ କଲା ସନରାଇଜର୍ସ ହାଇଦ୍ରାବାଦ୍ ।

 

ଅଧିକ ସତର୍କ ରହିବା ଦରକାର,କୋଭିଡ୍ ନିୟମ କଡ଼ାକଡ଼ି ପାଳନ କରିବା,ମାସ୍କ ପିନ୍ଧିବା, ଶାରୀରିକ ଦୂରତା ରଖି ବା ଓ ନିୟମିତ ହାତ ଧୋଇବା ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026

You Might Also Like