-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||     

HOME   ଦେଶ ବିଦେଶ

କରୋନା ଲଢ଼େଇରେ ଭାରତ ଆମେରିକା ଏକଜୁଟ…

29-May-2021



ଓ୍ବାଶିଂଟନ/ନୂଆଦିଲ୍ଲୀ: କରୋନା ଲଢ଼େଇରେ ଭାରତ ଆମେରିକା ଏକଜୁଟ ହୋଇ ସୁରକ୍ଷା କ୍ଷେତ୍ରରେ କାର୍ଯ୍ୟ କରିବେ। ଏନେଇ ଭାରତୀୟ ବହିର୍ବ୍ୟାପାର ମନ୍ତ୍ରୀ ଏସ୍‌.ଜୟଶଙ୍କର ଏବଂ ଆମେରିକାର ସେକ୍ରେଟାରୀ ଅଫ୍‌ ଷ୍ଟେଟ୍‌ସ୍‌ ଆଣ୍ଟୋନି ବ୍ଲିନ୍‌କେନ୍‌ଙ୍କ ମଧ୍ୟରେ ହୋଇଥିବା ଆଲୋଚନାରେ ମତପ୍ରକାଶ ପାଇଛି। ଏହି ଅବସରରେ ଦ୍ୱିପାକ୍ଷିକ ସହଯୋଗ ଉପରେ ବିସ୍ତୃତ ଚର୍ଚ୍ଚା ହୋଇଛି। ଇଣ୍ଡୋ-ପାସିଫିକ୍‌, କ୍ୱାଡ୍‌, ଆଫଗାନିସ୍ତାନ, ମ୍ୟାନମାର୍‌, ୟୁଏନ୍‌ଏସ୍‌ସି ଏବଂ ଅନ୍ୟ ଅନ୍ତର୍ଜାତୀୟ ସଂଗଠନ ସମ୍ପର୍କରେ ମଧ୍ୟ ଦୁଇ ପ୍ରତିପକ୍ଷଙ୍କ ମଧ୍ୟରେ ଆଲୋଚନା ହୋଇଥିଲା। କରୋନା ସଂକ୍ରମଣ ସମୟରେ ଭାରତର ସହାୟତାକୁ ଆମେରିକା ଭୁଲି ପାରିବ ନାହିଁ ବୋଲି ବ୍ଲିନ୍‌କେନ୍‌ କହିଛନ୍ତି। ସେହିପରି ଭାରତରେ କରୋନା ଆତଙ୍କ ବେଳେ ଆମେରିକା ଯୋଗାଇ ଦେଇଥିବା ସହାୟତା ନେଇ ଜୟଶଙ୍କର ରାଷ୍ଟ୍ରପତି ଜୋ ବାଇଡେନ୍‌ ସରକାରଙ୍କୁ ଧନ୍ୟବାଦ ଜଣାଇଛନ୍ତି। 


News Comment




Photo in News

Advertisment
Lastest News
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026
  ଜିଲ୍ଲା  
କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   19-Sep-2026
  ଜିଲ୍ଲା  
ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   19-Sep-2026
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026
  ଜିଲ୍ଲା  
ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର   19-Sep-2026
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026

You Might Also Like