-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||     

HOME   ଜିଲ୍ଲା

ସୋନପୁର ପଞ୍ଚାୟତ ସରପଞ୍ଚ ଙ୍କୁ ହତ୍ୟା ଉଦ୍ୟମ: ଗ୍ରାମବାସୀ ପହଂଚିବା ପୂର୍ବରୁ ଦୁର୍ବୁତ୍ତ ମାନେ ବୋଲେରୋ ଛାଡି ଫେରାର

29-May-2021



ବାଲିଗୁଡା,(ପ୍ରେରଣା ଖବର ବ୍ୟୁରୋ): କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡି ବ୍ଲକ ସୋନପୁର ସରପଞ୍ଚଙ୍କୁ ହତ୍ଯା ଉଦ୍ୟମ ହୋଇଛି । ତେବେ ଗ୍ରାମବାସୀମାନେ ଘଟଣାସ୍ଥଳରେ ପହଞ୍ଚି ଯିବାରୁ ଦୁର୍ବୁତ୍ତ ମାନେ ଛତ୍ରଭଙ୍ଗ ଦେଇ ଚାଲି ଯାଇଛନ୍ତି । ପ୍ରକାଶ ଯେ, ଗୁରୁବାର ରାତି ପ୍ରାୟ ୮ଟା ବେଳେ ସରୋଜ କୁମାର ସିଂ ଓ କପିଳ ଦିଗାଲ ନାମକ ଦୁଇ ଜଣ ବ୍ୟକ୍ତି ସୋନପୁର ସରପଞ୍ଚ କେଶବସେନ ମୁଠାମାଝୀଙ୍କୁ ଘରୁ ବାହାରକୁ ଡାକିଥିଲେ । କେଶବସେନ ବାହାରକୁ ଆସିବା ପରେ ପାଖରେ ଥିବା ଏକ ବୋଲେରୋ ଗାଡିରୁ ବିଭିନ୍ନ ମାରଣାସ୍ତ୍ର ଧରିଥିବା ପାଞ୍ଚ ଜଣ ଅଜଣା ବ୍ୟକ୍ତି ବାହାରି ତାଙ୍କୁ ଆକ୍ରମଣ କରିବା ପାଇଁ ଉଦ୍ୟମ କରିଥିଲେ । କେଶବ ଭୟରେ ଘର ଭିତରକୁ ପଶିଯିବା ସହ ସାହି ଲୋକଙ୍କୁ ସାହାଯ୍ୟ ପାଇଁ ଡାକ ପକାଇଥିଲେ । ଡାକ ଶୁଣି ଆଖପାଖ ଲୋକ ଘଟଣା  ସ୍ଥଳରେ ପହଞ୍ଚି ଯିବାରୁ ଦୁର୍ବୁତ୍ତ ମାନେ ଗାଡି ଛାଡିଦେଇ ସେଠାରୁ ଧାଇଁ ପଳାଇଥିଲେ । ତେବେ ଗ୍ରାମବାସୀମାନେ ଦୁର୍ବୁତ୍ତମାନେ ଆଣିଥିବା ଗାଡିକୁ ପୁଲିସ ଜିମା ଦେଇଥିଲେ । ଏ ନେଇ କେଶବସେନ ଦାରିଙ୍ଗବାଡି ଥାନାରେ ଦେଇଥିବା ଏତଲା ପ୍ରକାରେ ଦୁର୍ବୁତ୍ତ ମାନେ ଆସିଥିବା ବୋଲେରୋ ଗାଡ଼ି ନଂ- ଓଡ଼ି ୧୯ କେ ୩୩୨୫ । ଏହି ଗାଡିରେ ଓମଫେଡ ଓ ପୁମୁଲର ଲୋଗୋ ଥାଇ କୋଭିଡ-୧୯ ପାସ ଲାଗିଛି । ଏହି  ପାସ ପୁରୀ ଜିଲ୍ଲା ଦୁଗ୍ଧ ଉତ୍ପାଦକ ସମବାୟ ୟୁନିଅନ ଇସ୍ୟୁ କରିଥିବା ଉଲ୍ଲେଖ ରହିଛି । ମୁଖ୍ୟ ଅଭିଯୁକ୍ତ ସରୋଜ ଜଣେ ଶିକ୍ଷକ ବୋଲି ଜଣାପଡିଛି । ସେ ପୂର୍ବରୁ ଅନେକ ଥର ସରପଞ୍ଚ କେଶବସେନଙ୍କୁ ମାରିବା ପାଇଁ ଧମକ ଦେଇଥିବା ଏତାଲାରେ ଦର୍ଶାଯାଇଛି । ତେବେ କେଉଁ କାରଣରୁ ଶିକ୍ଷକ ଜଣକ ସରପଞ୍ଚଙ୍କୁ ମାରିବା ଉଦ୍ୟମ କରିଛନ୍ତି, ତାହା ସ୍ପଷ୍ଟ ହୋଇନାହିଁ । ଏ ନେଇ ଦାରିଙ୍ଗବାଡି ପୁଲିସ କେସ ନଂ.୮୯/୨୧  ପ୍ରକାରେ ଏକ ମକଦ୍ଦମା ରୁଜ୍ଜୁ କରି ତଦନ୍ତ ଚଳାଇ ଥିବା ବିଷୟ ଥାନା ଅଧିକାରୀ କୌଶିକ ମାଝୀ ସୂଚନା ଦେଇଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026

You Might Also Like