-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||     

HOME   ଜିଲ୍ଲା

ସମ୍ବଲପୁର : ଜିଲ୍ଲାରେ ଲାଗିରହିଥିବା ବିଭିନ୍ନ କୃଷକ ସମସ୍ୟା ନେଇ ସମ୍ବଲପୁର କୃଷକ ସଂଗଠନ ପକ୍ଷରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଘେରାଉ

29-May-2021



 ସମ୍ବଲପୁର,(ସଂଜୀବ କୁମାର ପାଣିଗ୍ରାହୀ): ସମ୍ବଲପୁରରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ ଚାଷୀ । ଜିଲ୍ଲାରେ ଲାଗିରହିଥିବା ବିଭିନ୍ନ କୃଷକ ସମସ୍ୟା ନେଇ ଶୁକ୍ରବାର ସମ୍ବଲପୁର କୃଷକ ସଙ୍ଗଠନର ଶହଶହ ଚାଷୀ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଘେରାଉ କରିଥିଲେ । ମୁଖ୍ୟମନ୍ତ୍ରୀ ଧାନକ୍ରୟ ପ୍ରକ୍ରିୟାରେ ୧୨ ଦିନିଆ ଅବଧି ବିଶିଷ୍ଟ ଟୋକନ ବ୍ୟବସ୍ଥା ଉଚ୍ଛେଦ କରି ଅବଧି ବୃଦ୍ଧି କରିବା, "ୟସ"ଜନିତ ଅଦିନିଆ ବର୍ଷାରେ ହୋଇଥିବା ଫସଲ ହାନୀର ଆକଳନ କରି କ୍ଷତିପୂରଣ ପ୍ରଦାନ ତଥା ଧାନ ସଂଗ୍ରହ ପ୍ରକ୍ରିୟାରେ ଲାଗିରହିଥିବା ଟାର୍ଗେଟ ସମସ୍ୟାର ସମାଧାନ ପାଇଁ ଆଜି ଚାଷୀମାନେ ଆନ୍ଦୋଳନକୁ ଓହ୍ଲେଇଥିଲେ । ବାରମ୍ବାର ଏହି ସମସ୍ୟା ଗୁଡିକୁ ନେଇ ସିଏସଓ ଅଫିସକୁ ଧାଇଁଲେ ମଧ୍ୟ କୌଣସି ଫଳ ନମିଳିବାରୁ ଆଜି ଚାଷୀମାନେ ଉତ୍ତେଜିତ ହୋଇ ପ୍ରଥମେ ସିଏସଓ ଅଫିସ ଓ ଡିଆରସିଏସ ଅଫିସରେ ତାଲା ମାରିବା ପରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଘେରାଉ କରିଥିଲେ । ବହୁ ସମୟ ଧରି ଜିଲ୍ଲା ପ୍ରଶାସନ ପକ୍ଷରୁ କେହି ଆଲୋଚନା ପାଇଁ ନଆସିବାରୁ ଚାଷୀମାନେ ଉତ୍ତେଜିତ ହୋଇ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟକୁ ପଶିବାକୁ ଚେଷ୍ଟା କରୁଥିବା ସମୟରେ ଅତିରିକ୍ତ ଜିଲ୍ଲାପାଳ ଉମାକାନ୍ତ ରାଜ ଆସି ଚାଷୀଙ୍କ ସହ ଆଲୋଚନା କରି ଏହି ସବୁ ସମସ୍ୟା ଗୁଡିକୁ ସରାକାରଙ୍କ ପାଖରେ ଉପସ୍ଥାପନ କରିବେ ବୋଲି କହିଥିଲେ । ଯାହାପରେ ପରିସ୍ଥିତି ଶାନ୍ତ ପଡିଥିଲା । ଅନ୍ୟପଟେ ୩ ଦିନ ଭିତରେ ଚାଷୀଙ୍କ ଏହି ସମସ୍ୟାର ସମାଧାନ ନହେଲେ କୋଭିଡ କଟକଣାକୁ ଭୁଲି ଚାଷୀ ଆନ୍ଦୋଳନକୁ ଓହ୍ଲାଇବେ ବୋଲି ସମ୍ବଲପୁର ଜିଲ୍ଲା କୃଷକ ସଙ୍ଗଠନ ପକ୍ଷରୁ ଚେତାବନୀ ଦିଆଯାଇଛି ।


News Comment




Photo in News

Advertisment
Lastest News
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026

You Might Also Like