-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||     

HOME   ଅପରାଧ

ପ୍ରେମିକା ସହ ଜୋର୍ ଜବରଦସ୍ତ ଶାରୀରିକ ସମ୍ପର୍କ ରଖି ଗିରଫ ହେଲା ଯୁବକ*

29-May-2021



ଭୁବନେଶ୍ୱର,(ଶୁଭାଶିଷ ନାୟକ) : ରଙ୍ଗୀନ୍ ମିଜାଜ୍ ଥିଲେ ରଙ୍ଗମିସ୍ତ୍ରୀ ।  ପ୍ରେମିକା କଥାକୁ ଖାତିର କରୁନଥିଲେ । ବାରମ୍ବାର ମନା କରିବା ସତ୍ତ୍ୱେ ବି ପ୍ରେମିକାକୁ ଦୁଷ୍କର୍ମ କଲେ । ଆଉ ଶେଷରେ ଜେଲ୍ ଗଲେ । ଶୁକ୍ରବାର ମହିଳା ଥାନା ପୁଲିସ ସମ୍ପୃକ୍ତ ରଙ୍ଗମିସ୍ତ୍ରୀକୁ ଗିରଫ କରିଛି । ଅଭିଯୁକ୍ତ ଜଣକ ହେଲେ ପୁରୀ ଜିଲ୍ଲା କାକଟପୁର ଅଞ୍ଚଳର ରାକେଶ କୁମାର ନାୟକ(୨୭) । ଏନେଇ ପୁଲିସ କେସ ନଂ ୫୧/୨୧ରେ ଏକ ମାମଲା ରୁଜୁ କରି ଅଭିଯୁକ୍ତକୁ କୋର୍ଟ ଚାଲାଣ କରିଛି ।

ସୂଚନା ଅନୁଯାୟୀ, ଅଭିଯୁକ୍ତ ରାକେଶ ରଙ୍ଗମିସ୍ତ୍ରୀ ଭାବେ କାମ କରେ । ଗତବର୍ଷ ସେ କାକଟପୁର ଅଞ୍ଚଳରେ ରଙ୍ଗ କାମ କରୁଥିଲା । ଏହି ସମୟରେ ଜଣେ ଯୁବତୀଙ୍କୁ ସେ ଭଲପାଇ ବସିଥିଲା । ପରେ ସେ ସମ୍ପୃକ୍ତ ଯୁବତୀଙ୍କୁ ପ୍ରେମ ନିବେଦନ କରିଥିଲା । ହେଲେ ଯୁବତୀ ମନା କରିଦେଇଥିଲେ । ଏହାପରେ ରାକେଶ ବାରମ୍ବାର ପ୍ରେମ ନିବେଦନ କରିବା ପରେ ଯୁବତୀ ରାଜି ହୋଇଥିଲେ । ପରେ ଉଭୟଙ୍କ ମଧ୍ୟରେ ପ୍ରେମସମ୍ପର୍କ ଗଢ଼ି ଉଠିଥିଲା ।
ସମ୍ପର୍କର କିଛି ମାସ ପରେ ରାକେଶ ଯୁବତୀଙ୍କୁ ଶାରୀରିକ ସମ୍ପର୍କ ରଖିବା ପାଇଁ ପ୍ରସ୍ତାବ ଦେଇଥିଲା । ଏଥିରେ ଯୁବତୀ ରାଜି ହୋଇନଥିଲେ । ଏମିତିକି ବିବାହ ପରେ ରଖିବା ବୋଲି ସେ କହିଥିଲେ । ହେଲେ ରାକେଶ ତାଙ୍କୁ ଶାରୀରିକ ସମ୍ପର୍କ ରଖିବା ପାଇଁ ବାଧ୍ୟ କରିଆସୁଥିଲେ । ଗତ ମାର୍ଚ୍ଚ ମାସରେ ସମ୍ପୃକ୍ତ ଯୁବତୀଙ୍କୁ ରାକେଶ ଏକ ସ୍ଥାନକୁ ଦେଖା ହେବା ପାଇଁ ଡାକିଥିଲା । ପରେ ସେ ଯୁବତୀଙ୍କ ସହ କଥା ହେବା ସହ ଶାରୀରିକ ସମ୍ପର୍କ ରଖିବାକୁ ବାଧ୍ୟ କରିଥିଲା । ଯୁବତୀ ଜଣକ ମନା କରିବା ସତ୍ତ୍ୱେ ମଧ୍ୟ ସେ ଜୋର୍ ଜବରଦସ୍ତ ତାଙ୍କୁ ଦୁଷ୍କର୍ମ କରିଥିଲା ।
ଏହାପରେ ଯୁବତୀ ସେଠାରୁ ଖସିଆସି ମହିଳା ଥାନାରେ ଅଭିଯୋଗ କରିଥିଲେ । ଅଭିଯୋଗକୁ ଭିତ୍ତି କରି ପୁଲିସ ଏକ ମାମଲା ରୁଜୁ କରିଥିଲା । ପରେ ପୁଲିସ ଘଟଣାର ତଦନ୍ତ ଆରମ୍ଭ କରିଥିଲା । ପୁଲିସ ଖବରପାଇ ରାକେଶ ଫେରାର୍ ହୋଇଯାଇଥିଲା । ଗତ ଗୁରୁବାର ରାକେଶ ତା’ ଗାଁରେ ଥିବା ପୁଲିସ ଖବର ପାଇଥିଲା । ଏହାପରେ ମହିଳା ଥାନା ପୁଲିସର ଏକ ଟିମ୍ କାକଟପୁରର ପାଟପୁର ଅଞ୍ଚଳକୁ ଯାଇ ରାକେଶକୁ ଗିରଫ କରିଥିଲେ ।


News Comment




Photo in News

Advertisment
Lastest News
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026

You Might Also Like