-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||     

HOME   ମହାନଗର

ସୁପରିଚିତ ଛାତ୍ର ବତ୍ସଳ ଘରୋଇ ଶିକ୍ଷକ ଗୋପେଶ ଚନ୍ଦ୍ର ପଣ୍ଡା ଙ୍କ ପରଲୋକ

29-May-2021




ସମ୍ବଲପୁର(ସଂଜୀବ କୁମାର ପାଣିଗ୍ରାହୀ) : ସମ୍ବଲପୁର ସହର ର ସୁପରିଚିତ ଛାତ୍ର ବତ୍ସଳ ଘରୋଇ ଶିକ୍ଷକ ସ୍ଥାନୀୟ ଭତରା ନିବାସୀ ଗୋପେଶ ଚନ୍ଦ୍ର ପଣ୍ଡାଙ୍କ ଶୁକ୍ରବାର ରାତ୍ର ଘ. ୧୦ ଟା ୧୨ ମିନିଟ ସମୟରେ ପରଲୋକ ହୋଇଛି I ମୃତ୍ୟୁବେଳକୁ ତାଙ୍କୁ ୫୫ ବର୍ଷ ବୟସ ହୋଇଥିଲା । ଗତ ୨୪ ତାରିଖ ରେ କରୋନା ପୋଜିଟିଭ ଚି଼ହ୍ନଟ ହେବା ଏବଂ ଅମ୍ଳଜାନ ସ୍ତର କମିଯିବାରୁ ତାଙ୍କୁ ସ୍ଥାନୀୟ ଅଶ୍ବିନୀ କୋଭିଡ ହସ୍ପିଟାଲ ରେ ଭର୍ତ୍ତି କରାଯାଇଥିଲା I ବରଗଡ ଜ଼ିଲ୍ଲା ଅତାବିରା ବ୍ଲକ ବନହର ଗ୍ରାମ ମୂଳନିବାସୀ ସମ୍ବଲପୁର ଟ୍ରେଜେରୀ ବିଭାଗ ର ଅବସରପ୍ରାପ୍ତ ଅଧିକାରୀ ସ୍ୱର୍ଗତ ଦେବଦତ୍ତ ପଣ୍ଡା ଙ୍କ ପୁଅ ଗୋପେଶ ସମ୍ବଲପୁର ବିଶ୍ୱ ବିଦ୍ୟାଳୟ ରୁ ପରିସଂଖ୍ୟାନ ବିଷୟ ରେ ଏମଏ ପାସ କରିଥିଲେ I ସମ୍ବଲପୁର ସହର ରେ ସେ ଜଣେ ସୁପରିଚିତ ଘରୋଇ ଶିକ୍ଷକ ଭାବେ ବେଶ ସୁନାମ ଅର୍ଜନ କରିଥିଲେ । ହେଲପିଙ୍ଗ ସେଣ୍ଟର ନାମକ ଏକ କୋଚିଂ ସେଣ୍ଟର ଖୋଲି ଗରିବ, ଅନାଥ ତଥା ମେଧାବୀ ଛାତ୍ର/ଛାତ୍ରୀ ମାନଙ୍କୁ ମାଗଣା ରେ ଶିକ୍ଷାଦାନ କରୁଥିଲେ I ସ୍ଥାନୀୟ ରାଜଘାଟ ରେ ଆଜି ଶେଷକୃତ୍ୟ ସମ୍ପର୍ଣ ହୋଇଥିବା ବେଳେ ଏକମାତ୍ର ପୁଅ ସୌରଭ ମୁଖାଗ୍ନି ଦେଇଥିଲେ I ଗୋପେଶ ଚନ୍ଦ୍ର ପଣ୍ଡା ଙ୍କ ପରଲୋକ ଖବର ପ୍ରଚାରିତ ହେବା ପରେ ସମ୍ବଲପୁର ର ବିଦ୍ୟାର୍ଥୀ ମହଲରେ ଗଭୀର ଶୋକ ପ୍ରକାଶ ପାଇଛି । ତାଙ୍କ ଅନ୍ତେ ସ୍ତ୍ରୀ ଅନୁପମା ପଣ୍ଡା ଙ୍କୁ ଛାଡି ଯାଇଛନ୍ତି I ଶେଷ କୃତ୍ୟ ସମୟରେ ଗୋପେଶ ଙ୍କ ବଡ ଭାଇ ପଞ୍ଚାନନ ପଣ୍ଡା, ସାନ ଭାଇ ଦିନେଶ ପଣ୍ଡା, ସୁଧାଂଶୁ ଗୁରୁ, ଦିଲ୍ଲୀପ ମହାପାତ୍ର, ଶ୍ରୀନିବାସ ମହାପାତ୍ର ପ୍ରମୁଖ ବନ୍ଧୁ ପରିଜନ ରାଜଘାଟ ପହଂଚି ଶେଷ ଦର୍ଶନ ପୂର୍ବକ ଶ୍ରଦ୍ଧା ସୁମନ ଅର୍ପଣ କରିଥିଲେ I ଛାତ୍ରବତ୍ସଳ ଶିକ୍ଷକ ଗୋପେଶ ବ୍ରହ୍ମକୁମାରୀ ଆଧ୍ୟାତ୍ମିକ ଭାବଧାରା ସହିତ ଜଡ଼ିତ ଥିଲେ


News Comment




Photo in News

Advertisment
Lastest News
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026

You Might Also Like