-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||     

HOME   ଜିଲ୍ଲା

ଜିଲ୍ଲା ଓକିଲ ସଂଘର କାର୍ଯ୍ୟକାରିଣୀ କମିିଟି ବୈଠକ- ସୋସିଆଲ ମିଡିଆରେ ସଂଘ ସଂପର୍କରେ ବିବାଦୀୟ ଖବର ପରିବେଷଣ କରିଥିବା ୱେବ୍ ନ୍ୟୁଜ୍‌ର ମାଲିକ ନିସର୍ତ୍ତ କ୍ଷମା ମାଗିଲେ 

29-May-2021



  ବଲାଙ୍ଗିର(ପ୍ରେରଣା ଖବର)- ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ବିରୁଦ୍ଧରେ ଗତ ୨୫ ତାରିଖରେ କିଛି ବିବାଦୀୟ ଓ ଭୁଲ ତଥ୍ୟ ସମ୍ବଳିତ ଭିଜୁଆଲ ଖବର ପରିବେଷଣ କରିଥିବା ଗୋଟିଏ ୱେବ୍ ନ୍ୟୁଜ୍ ବିରୁଦ୍ଧରେ ଜିଲ୍ଲା ଓକିଲ ସଂଘ ବଲାଙ୍ଗିର ଟାଉନ ଥାନାରେ ଆଇପିସିର ଦଫା ୨୯୪ ଓ ୫ଠଠ ରେ ଏଫ୍‌ଆଇଆର୍ ଦାଖଲ କରିଥିଲେ । ଏହାପରେ ସଂପୃକ୍ତ ୱେବ୍ ନ୍ୟୁଜ୍ ର ମାଲିକ ଜିଲ୍ଲା ଓକିଲ ସଂଘ ସମ୍ମୁଖରେ ଆସି ନିଃସର୍ତ୍ତ କ୍ଷମା ପ୍ରାର୍ଥନା କରିବା ସହ ଭବିଷ୍ୟତରେ ଏପରି ଭୁଲ ନ ଦୋହରାଇବା ପାଇଁ ପ୍ରତିଶୃତି ଦେଇଥିଲେ । ଏଥିସହ ନିଜ ୱେବ୍ ନ୍ୟୁଜ୍ ରୁ ଉକ୍ତ ବିବାଦୀୟ ଖବରକୁ ଡିଲିଟ କରିବା ପାଇଁ ରାଜି ହୋଇଥିଲେ । ଏଥିସହ ନିଜ ୱେବ୍ ନ୍ୟୁଜ୍ ରେ ନିଃସର୍ତ୍ତ କ୍ଷମା ପ୍ରାର୍ଥନାର ଖବର ମଧ୍ୟ ପରିବେଷଣ କରିବାର ପ୍ରତିଶୃତି ଦେଇଥିଲେ । ଆଜି ଲିଖିତ  କ୍ଷମା ପ୍ରାର୍ଥନାର ଏକ କପି ବଲାଙ୍ଗିର ଏସ୍‌ପିଙ୍କୁ ପ୍ରଦାନ କରାଯିବ ବୋଲି ଜଣାପଡିଛି ।   ଗତକାଲି ସିଭିଲ କୋର୍ଟ ବାରହଲ୍ ଠାରେ ଜିଲ୍ଲା ଓକିଲ ସଂଘର କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହୋଇଥିଲା । ପ୍ରଥମେ ସଂଘ ର  ସଭ୍ୟ ତଥା ବରିଷ୍ଠ ଆଇନଜୀବୀ ଶ୍ରୀକାନ୍ତ ପଟ୍ଟନାୟକ ଙ୍କ ବିୟୋଗରେ ଏହି ଆମର ଆତ୍ମାର ସଦଗତି ପାଇଁ ଦୁଇ ମିନିଟ ନୀରବ ପ୍ରାର୍ଥନା କରାଯଇଥିଲା l

  ସଂଘର ସଭାପତି ପ୍ରବୀଣ କୁମାର ମିଶ୍ରଙ୍କ ଆବାହକତ୍ବରେ ଅନୁଷ୍ଠିତ ବୈଠକରେ  ସମସ୍ତ କାର୍ଯ୍ୟକାରିଣୀ ସଭ୍ୟ ଯୋଗ ଦେଇ ଓକିଲ ସଂଘ ବିରୁଦ୍ଧରେ ସମ୍ପୃକ୍ତ ୱେବ୍ ନ୍ୟୁଜରେ ପରିବେଷିତ ଖବରକୁ ନେଇ ଅସନ୍ତୋଷ ପ୍ରକାଶ କରିବା ସହିତ  ଜନମତକୁ ବିଭ୍ରାନ୍ତ କରୁଥିବା ଏପରି ଶକ୍ତି ବିରୁଦ୍ଧରେ ଆଗକୁ ଆଇନଗତ ପଦକ୍ଷେପ ନିଆଯିବ ବୋଲି ନିଷ୍ପତ୍ତି ଗ୍ରହଣ କରିଥିଲେ । ଜିଲ୍ଲା ଓକିଲ ସଂଘ ସବୁବେଳେ ଜିଲ୍ଲାବାସୀଙ୍କ ସ୍ୱାର୍ଥ ଓ ସଂଘର ନ୍ୟାର୍ଯ୍ୟ ଦାବି ପାଇଁ ସ୍ୱର ଉତ୍ତଳନ କରି ଆସିଛି । ଏପରି ପରିସ୍ଥିତିରେ କେବଳ ଚର୍ଚ୍ଚା କୁ ଆସିବା ପାଇଁ କିଛି ମନଗଢ଼ା ଓ କପୋଳକଳ୍ପିତ ତଥ୍ୟକୁ ଆଧର କରି ଖବର ପରିବେଷଣ କରିଥିବା ଘଟଣାକୁ ବୈଠକରେ ଦୃଢ଼ ନିନ୍ଦା କରାଯାଇଛି । ତେବେ ଆଜି ବୈଠକରେ ସଂପୃକ୍ତ ୱେବ୍ ନ୍ୟୁଜ୍ ର ମାଲିକ ଆସି ଲିଖିତ କ୍ଷମା ପ୍ରାର୍ଥନା କରିଥିଲେ । ଶେଷରେ ସଂଘ ର ସମ୍ପାଦକ ଅମନ ନାଗ ଧନ୍ୟବାଦ ଅର୍ପଣ କରିଥିଲେ l

 

 


News Comment




Photo in News

Advertisment
Lastest News
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026

You Might Also Like