-+91-9937148622 |
prerana_bgr@rediffmail.com |
Thursday 17th September 2026 |
R.N.I. Regd No. ODIODI/2010/46693
Breaking News
23-Oct-2020
ବାଲେଶ୍ବର: ଜିଲ୍ଲା ଯୋଗାଣ ଅଧିକାରୀ ମିର୍ ରାଜା ଅଲ୍ଲୀଙ୍କୁ ଗିରଫ କଲା ଭିଜିଲାନ୍ସ ବିଭାଗ। ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟ ଚାଲାଣ। ଗତକାଲି ଜିଲ୍ଲା ଯୋଗାଣ ଅଧିକାରୀଙ୍କ ନିକଟରୁ 2ଲକ୍ଷ 34ହଜାର 900ଟଙ୍କା ଜବତ କରିଥିଲା ଭିଜିଲାନ୍ସ। ଟଙ୍କାର ହିସାବ ଦେଇ ନପାରିବାରୁ ଗିରଫ କଲା ଭିଜିଲାନ୍ସ।