-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||     

HOME   ଅପରାଧ

ଜିଲ୍ଲାରେ ବଢି ଚାଲିଛି ସାଇବର କ୍ରାଇମ,ତୁରନ୍ତ ବିଭାଗୀୟ ସଚିବ ଦୃଷ୍ଟି ଦେବାକୁ ଦାବୀ

30-May-2021



ବଲାଙ୍ଗୀର,ଟିଟିଲାଗଡ଼ (ପ୍ରେରଣା ଖବର): ଦିନକୁ ଦିନ ସାଇବର କ୍ରାଇମ ବୃଦ୍ଧି ପାଉଥିବା ବେଳେ ବଲାଙ୍ଗୀର ଜିଲ୍ଲାରେ ଏହି ବେଆଇନ କାର୍ଯ୍ୟକଳାପ ବୃଦ୍ଧି ପାଉ ଥିବା ଦେଖା ଦେଇଛି । ପ୍ରକାଶ ଯେ,ଜିଲ୍ଲାର କଣ୍ଟାବାଞ୍ଜି,ଟିଟିଲାଗଡ, ପଟଣାଗଡ଼ ଉପଖଣ୍ଡ ଅଞ୍ଚଳରେ ଏପରି ମାମଲା ଦିନକୁ ଦିନ ବୃଦ୍ଧି ପାଇଚାଲିଛି । ଇତି ମଧ୍ୟରେ ଟିଟିଲାଗଡର ଜଣେ ଝିଅ ନିଜ ପ୍ରେମିକ ସହ ଭିଡିଓ ଭାଇରାଲ ମାମଲା ଜିଲ୍ଲାରେ ଚର୍ଚ୍ଚା ଜୋର ଧରିଥିବା ବେଳେ ଉକ୍ତ ମାମଲା କ୍ରମେ ଟିଟିଲାଗଡ ପୋଲିସ ପ୍ରଶାସନ ପକ୍ଷରୁ ଅଭିଯୋଗ ନେଇ ସବିଶେଷ ତଦନ୍ତ କରି ଅନ୍ତରଙ୍ଗ ମୁହୂର୍ତ୍ତର ଭିଡିଓ ଭାଇରଲ ନେଇ ଗିରଫ କରି କୋର୍ଟ ଚାଲାଣ କରିଥିଲେ । ଉକ୍ତ ଯୁବକଙ୍କ ଜାମିନ ନାମଞ୍ଜୁର ହେବାରୁ ଜେଲ ରେ ଅଛି । ଉକ୍ତ ଅଭିଯୁକ୍ତ ଗିରଫ ହେବା ପରେ କିଛି ଦିନ ବ୍ୟବଧାନରେ ଅନ୍ୟ ଜଣେ ଯୁବକ ଯିଏକି ସମ୍ପର୍କୀୟ ତଥା ସାଙ୍ଗ, ତା ନାମ ଓ ଫୋଟୋରେ ଫେକ  ଆଇ ଡି ତିଆରି କେହି ପୂର୍ବ ଭିଡିଓ, ଫଟୋ ପୋଷ୍ଟ କରିଥିଲା । ତେବେ ଉକ୍ତ ଯୁବକ ଝିଅ କୁ ଜାଣି ନଥିବା ପ୍ରକାଶ କରୁଥିବା ବେଳେ  ଝିଅ ଉକ୍ତ ଯୁବକ ବିରୋଧରେ ଅଭିଯୋଗ କରିଛି । ଏ ନେଇ ତଦନ୍ତ ଚାଲିଥିବା ବେଳେ ବିଶେଷ କରି ଜିଲ୍ଲାର କିଛି ନିର୍ଦ୍ଦିଷ୍ଟ ଗୋଷ୍ଠୀ ଏପରି କରି ପୋଲିସ ଭୟ ଦେଖାଇବା,ବିବାହିତା ବ୍ୟକ୍ତି, ଯୁବକ, ଯୁବତୀ ତଥା ଭଦ୍ର ବ୍ୟକ୍ତିଙ୍କୁ ଠକେଇ କରି ବିପୁଳ ପରିମାଣର ଅର୍ଥ ଆଦାୟ କରାଯାଉଥିବା ଅଭିଯୋଗ ହୋଇଆସୁଛି । ସେହିପରି ସନ୍ତୋଷ ଭୋଇ ନାମକ କେଶରୀଆ ହିନ୍ଦୁ ବାହିନୀ ବଲାଙ୍ଗୀର ଜିଲ୍ଲା ସଭାପତିଙ୍କ ଏପରି କେହି ଫେକ ଆଇଡି ତିଆରି କରି ସେ ଡ଼ାକ୍ତରଖାନାରେ ଗୁରୁତର ଅବସ୍ଥାରେ ଥିବା ବେଳେ ତୁରନ୍ତ ଅପରେସନ ପାଇଁ ଅର୍ଥ ଆବଶ୍ୟକ ବୋଲି ଜଣେଇ ବ୍ୟାଙ୍କ ଆକାଉଣ୍ଟ ନଂ ଦେଇଥିଲେ । ଏ ନେଇ ସେ ଥାନାରେ ଏକ ଏତଲା ଦେଇଥିବା ଜଣାଇଛନ୍ତି । ତେବେ ଏ ନେଇ ଜିଲ୍ଲା ପ୍ରଶାସନ ତରଫରୁ ତୁରନ୍ତ ଆବଶ୍ୟକ କାର୍ଯ୍ୟାନୁଷ୍ଠାନ ଗ୍ରହଣ ସହ ସାଇବର ସେଲ ସହ ଏକ ସ୍ୱତନ୍ତ୍ର ଟିମ ଗଠନ କରି ଅଭିଯୁକ୍ତଙ୍କୁ ଗିରଫ କରିବା ପାଇଁ ସାଧାରଣରେ ଦାବୀ ପ୍ରକାଶ ପାଇଛି ।


News Comment




Photo in News

Advertisment
Lastest News
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026

You Might Also Like