-+91-9937148622 |

prerana_bgr@rediffmail.com |

  Tuesday 30th June 2026 |

| | | |

R.N.I. Regd No. ODIODI/2010/46693

Breaking News

ନୂତନ ଏସ୍‌ଏମ୍‌ସି ଗଠନ ପାଇଁ ସିଆରସିସିଙ୍କ ବିଦ୍ୟାଳୟ ପରିଦର୍ଶନ   (30-Jun-2026)       ||      ବରପାଲି ସ୍ଥିତ ଗଙ୍ଗାଧର ମେହର କ୍ଲବରେ ସ୍ୱର୍ଗତ ଭଗବାନସାହୁଙ୍କ ୯୬ ତମ ଜୟନ୍ତୀ ଉତ୍ସବ ପାଳିତ   (30-Jun-2026)       ||      ଅଜଣା ଗାଡ଼ି ଧକ୍କା ରେ ମୋଟରସାଇକଲ ଚାଳକ ମୃତ*   (30-Jun-2026)       ||      ପୁରୀ ଦେବ ସ୍ନାନା ପୂର୍ଣ୍ଣିମା ରେ ସେବା    (29-Jun-2026)       ||      ବିଜ୍ଞାନସମ୍ମତ ଓ ଯୁକ୍ତି ଭିତ୍ତିକ ବିଷୟବସ୍ତୁ ଥାଇ ନିର୍ଭୁଲ ପାଠ୍ୟପୁସ୍ତକ ପ୍ରସ୍ତୁତ ନହେବା ପର୍ଯ୍ୟନ୍ତ ଗତବର୍ଷର ବହିରେ ଶିକ୍ଷାଦାନ କରିବା ଦାବିରେ ଦସ୍ତଖତ ଅଭିଯାନ।   (29-Jun-2026)       ||      ବିବାହ ର ପ୍ରତିଶୃତି ଦେଇ ଯୁବତୀଙ୍କୁ ପ୍ରତାରଣା କଲା ଲମ୍ପଟ ପ୍ରେମିକ।   (29-Jun-2026)       ||      ଶିଶୁ କଲ୍ୟାଣ ସମିତିର ନୂତନ ଭବନ ଉଦଘାଟନ କଲେ ଜିଲ୍ଲାପାଳ   (29-Jun-2026)       ||      ସ୍ୱପ୍ନେଶ୍ୱରଙ୍କ ଘରେ ପହଞ୍ଚି ସ୍ଵାସ୍ଥ୍ୟ ଅବସ୍ଥା ବୁଝିଲେ ଜିଲ୍ଲାପାଳ   (29-Jun-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ POCSO Act ଉପରେ ଆଇନ ସଚେତନତା କାର୍ଯ୍ୟକ୍ରମ।   (29-Jun-2026)       ||      ମୁକ୍ତିତୀର୍ଥ ପାପକ୍ଷୟ ଘାଟରେ ଦେବସ୍ନାନ ପୂର୍ଣ୍ଣିମା   (29-Jun-2026)       ||      କଟକ ଗ୍ରାମ୍ୟ ଉନ୍ନୟନ ନିର୍ମାଣ ବିଭାଗର ମୁଖ୍ୟଯନ୍ତ୍ରୀ କାର୍ଯ୍ୟାଳୟରେ ଟେଣ୍ଡରେ ସାଙ୍ଘାତିକ ଦୁର୍ନୀତି। ଠିକାଦାର ମେଳି ହୋଇ କଲେ ଅଭିଯୋଗ। ଚାଉଳିଆଗଞ୍ଜ ଥାନାରେ ଏତଲା   (29-Jun-2026)       ||      ଜିଲ୍ଲା ଶିକ୍ଷା ବିଭାଗ ର ଅଜବ ନୀତି ଯୋଗୁଁ ଅବସର କାଳୀନ ପେନସନ ପାଇବାରୁ ବଞ୍ଚିତ ହେଉଛନ୍ତି ପ୍ରଧାନ ଶିକ୍ଷୟିତ୍ରୀ   (29-Jun-2026)       ||      ଜିଲ୍ଲା ଶିକ୍ଷା ବିଭାଗର ଅଜବ ନୀତି ଯୋଗୁଁ ଅବସର କାଳୀନ ପେନସନ ପାଇବାରୁ ବଞ୍ଚିତ ହେଉଛନ୍ତି ପ୍ରଧାନ ଶିକ୍ଷୟିତ୍ରୀ   (29-Jun-2026)       ||      ସ୍କର୍ପିଓ ଗାଡିରେ ୨୨କେଜି ଗଞ୍ଜେଇ ଚାଲାଣ, ଜଣେ ଗିରଫ   (29-Jun-2026)       ||      ବଲାଙ୍ଗୀର ଜିଲ୍ଲା ସିଭିଲ ସୋସାଇଟିର ବୈଠକ    (29-Jun-2026)       ||      ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଦେବସ୍ନାନ ପୂର୍ଣ୍ଣିମା ପାଳିତ   (29-Jun-2026)       ||      *ମଦ ବିକ୍ରୀ ବନ୍ଦ ସହ ଗ୍ରାମ ର ବିଭିନ୍ନ ସମସ୍ୟା ନେଇ ମହିଳାଙ୍କ ବଜ୍ର ଶପଥ*   (29-Jun-2026)       ||      ବାଟରେ ଅଟକିଗଲା ଆମ୍ବୁଲାନ୍ସ, ଏକ କିଲୋମିଟର ଦୂରକୁ ଷ୍ଟ୍ରେଚରରେ ବୁହାହେଲେ ରୋଗୀ   (29-Jun-2026)       ||      ଅତାବିରାରେ କାର୍ଯ୍ୟକର୍ତ୍ତାଙ୍କ ସହ ମନ୍ କି ବାତ୍‌ର ୧୩୫ତମ ସଂସ୍କରଣ ଶୁଣିଲେ ସାଂସଦ ପ୍ରଦୀପ ପୁରୋହିତ   (29-Jun-2026)       ||      ବରପାଲି ପୋଲିସର ସଫଳତା: ଚୋରି ମାମଲାରେ ଦୁଇ ଅଭିଯୁକ୍ତ ଗିରଫ, ମୋଟରସାଇକେଲ ଉଦ୍ଧାର   (29-Jun-2026)       ||     

HOME   ଜିଲ୍ଲା

ରାଜ୍ୟରେ ପୁଣି ବଢିବ ଲକଡାଉନ! ଆଜି ସନ୍ଧ୍ୟାରେ ଗରୁତ୍ୱପୂର୍ଣ୍ଣ ସୂଚନା ଦେବେ ମୁଖ୍ୟ ଶାସନ ସଚିବ*

30-May-2021



ଭୁବନେଶ୍ୱର(ଶୁଭାଶିଷ ନାୟକ): ରାଜ୍ୟରେ ତାଲା ବନ୍ଦ ବଢ଼ିବ ନା ନାହିଁ ତା’ଉପରେ ସାରା ରାଜ୍ୟର ନଜର ଥିବା ବେଳେ ଆଜି ସନ୍ଧ୍ୟା ସାଢେ଼ ୬ଟାରେ ରାଜ୍ୟର କରୋନା ସ୍ଥିତି ଓ ଆଗାମୀ କାର୍ଯ୍ୟପନ୍ଥା ନେଇ ସୂଚନା ଦେବେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର  । ମେ’୧୮ରେ ଲକ୍ଡାଉନ୍ ଅବଧି ବୃଦ୍ଧି ନେଇ ମୁଖ୍ୟ ଶାସନ ସଚିବ ଘୋଷଣା କରିଥିଲେ ଓ ଲକ୍ଡାଉନ୍ ଅବଧିକୁ ଜୁନ୍ ୧ ଯାଏ ରାଜ୍ୟ ସରକାର ବଢ଼ାଇଥିଲେ । ଏହାସହ ଅତ୍ୟାବଶ୍ୟକ ସାମଗ୍ରୀ କିଣିବା ସମୟ ସକାଳ ୭ଟାରୁ ୧୧ଟା ଯାଏ ରଖାଯାଇଛି । ଦୈନିକ ୬ ଘଣ୍ଟା ବଦଳରେ ୪ ଘଣ୍ଟାକୁ କମାଇ ଦିଆଯାଇଛି ।
ଦେଶରେ କରୋନା ସଂକ୍ରମଣ ଯେଉଁ ହାରରେ କମୁଛି ସେହି ହାରରେ ଓଡ଼ିଶାରେ ସଂକ୍ରମଣ କମୁନାହିଁ  । ଓଡ଼ିଶାରେ ସଂକ୍ରମଣ ସାମାନ୍ୟ କମିଥିଲେ ବି ଏବେବି ସଂକ୍ରମଣ ହାର ପ୍ରାୟ ୧୪ ପ୍ରତିଶତ ରହୁଛି  । ଏଭଳି ସ୍ଥିତିରେ ରାଜ୍ୟ ସରକାର କ’ଣ ନିଷ୍ପତ୍ତି ନେବେ ତା ଉପରେ ସମସ୍ତଙ୍କ ନଜର ରହିଛି  । ଆଗକୁ ଯେହେତୁ ସାବିତ୍ରୀ ବ୍ରତ, ଶୀତଳ ଷଷ୍ଠୀ ଏବଂ ରଜ ପର୍ବ ଥିବାରୁ ଜନଗହଳି ବଢ଼ିବାର ଆଶଙ୍କା ରହିଛି । ତେଣୁ ଏହାକୁ ଦୃଷ୍ଟିରେ ରଖି ସରକାର କି ନିଷ୍ପତ୍ତି ନେବେ ତାହା ଉପରେ ସମସ୍ତଙ୍କ ନଜର ରହିଛି  । ତେବେ ବିଶେଷଜ୍ଞଙ୍କ କହିବା ମୁତାବକ ରାଜ୍ୟରେ ଲକଡାଉନ ଅବଧି ପୁଣି ବୃଦ୍ଧି କରାଯିବ । କାରଣ ଲକଡାଉନ ନ କଲେ ରାଜ୍ୟରେ ସଂକ୍ରମଣ ବୃଦ୍ଧି ହେବାର ଆଶଙ୍କା ଅଧିକ ରହିଛି । 
ଅନ୍ୟପଟେ ଦେଶର ୮୦ ପ୍ରତିଶତ ଅଂଚଳ ଏବେ ତାଲା ବନ୍ଦ ଥିବା ବେଳେ ୩ଟି ରାଜ୍ୟ ଏବଂ ଦୁଇଟି କେନ୍ଦ୍ର ଶାସିତ ଅଂଚଳ ଲକ ଡାଉନକୁ ବଢ଼ାଇବା ପାଇଁ ନିଷ୍ପତ୍ତି ନେଇଛନ୍ତି  । ଦିଲ୍ଲୀରେ କଟକଣା ସାମାନ୍ୟ କୋହଳ ହେବା ସହ ଜୁନ ୭ ତାରିଖ ସକାଳ ୫ଟା ଯାଏଁ ଲକ୍ଡାଉନକୁ ବଢ଼ାଇ ଦିଆଯାଇଛି  । ସେହିପରି କେରଳ ମୁଖ୍ୟମନ୍ତ୍ରୀ ଜୁନ ୯ ତାରିଖ ଯାଏଁ ରାଜ୍ୟବ୍ୟାପି ତାଲାବନ୍ଦ କରିବାକୁ ନିଦେ୍ର୍ଧଶ ଦେଇଛନ୍ତି  । ପଡୁଚେରୀ, ମେଘାଳୟ ଓ ହିମାଂଚଳ ପ୍ରଦେଶରେ ମଧ୍ୟ ତାଲାବନ୍ଦକୁ ବୃଦ୍ଧି କରାଯାଇଛି  ।


News Comment




Photo in News

Advertisment
Lastest News
  ଜିଲ୍ଲା  
ନୂତନ ଏସ୍‌ଏମ୍‌ସି ଗଠନ ପାଇଁ ସିଆରସିସିଙ୍କ ବିଦ୍ୟାଳୟ ପରିଦର୍ଶନ   30-Jun-2026
  ଜିଲ୍ଲା  
ବରପାଲି ସ୍ଥିତ ଗଙ୍ଗାଧର ମେହର କ୍ଲବରେ ସ୍ୱର୍ଗତ ଭଗବାନସାହୁଙ୍କ ୯୬ ତମ ଜୟନ୍ତୀ ଉତ୍ସବ ପାଳିତ   30-Jun-2026
  ଜିଲ୍ଲା  
ଅଜଣା ଗାଡ଼ି ଧକ୍କା ରେ ମୋଟରସାଇକଲ ଚାଳକ ମୃତ*   30-Jun-2026
  ରାଜ୍ୟ  
ପୁରୀ ଦେବ ସ୍ନାନା ପୂର୍ଣ୍ଣିମା ରେ ସେବା   29-Jun-2026
  ଜିଲ୍ଲା  
ବିଜ୍ଞାନସମ୍ମତ ଓ ଯୁକ୍ତି ଭିତ୍ତିକ ବିଷୟବସ୍ତୁ ଥାଇ ନିର୍ଭୁଲ ପାଠ୍ୟପୁସ୍ତକ ପ୍ରସ୍ତୁତ ନହେବା ପର୍ଯ୍ୟନ୍ତ ଗତବର୍ଷର ବହିରେ ଶିକ୍ଷାଦାନ କରିବା ଦାବିରେ ଦସ୍ତଖତ ଅଭିଯାନ।   29-Jun-2026
  ଜିଲ୍ଲା  
ବିବାହ ର ପ୍ରତିଶୃତି ଦେଇ ଯୁବତୀଙ୍କୁ ପ୍ରତାରଣା କଲା ଲମ୍ପଟ ପ୍ରେମିକ।   29-Jun-2026
  ଜିଲ୍ଲା  
ଶିଶୁ କଲ୍ୟାଣ ସମିତିର ନୂତନ ଭବନ ଉଦଘାଟନ କଲେ ଜିଲ୍ଲାପାଳ   29-Jun-2026
  ଜିଲ୍ଲା  
ସ୍ୱପ୍ନେଶ୍ୱରଙ୍କ ଘରେ ପହଞ୍ଚି ସ୍ଵାସ୍ଥ୍ୟ ଅବସ୍ଥା ବୁଝିଲେ ଜିଲ୍ଲାପାଳ   29-Jun-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ POCSO Act ଉପରେ ଆଇନ ସଚେତନତା କାର୍ଯ୍ୟକ୍ରମ।   29-Jun-2026
  ଜିଲ୍ଲା  
ମୁକ୍ତିତୀର୍ଥ ପାପକ୍ଷୟ ଘାଟରେ ଦେବସ୍ନାନ ପୂର୍ଣ୍ଣିମା   29-Jun-2026
  ଜିଲ୍ଲା  
କଟକ ଗ୍ରାମ୍ୟ ଉନ୍ନୟନ ନିର୍ମାଣ ବିଭାଗର ମୁଖ୍ୟଯନ୍ତ୍ରୀ କାର୍ଯ୍ୟାଳୟରେ ଟେଣ୍ଡରେ ସାଙ୍ଘାତିକ ଦୁର୍ନୀତି। ଠିକାଦାର ମେଳି ହୋଇ କଲେ ଅଭିଯୋଗ। ଚାଉଳିଆଗଞ୍ଜ ଥାନାରେ ଏତଲା   29-Jun-2026
  ଜିଲ୍ଲା  
ଜିଲ୍ଲା ଶିକ୍ଷା ବିଭାଗ ର ଅଜବ ନୀତି ଯୋଗୁଁ ଅବସର କାଳୀନ ପେନସନ ପାଇବାରୁ ବଞ୍ଚିତ ହେଉଛନ୍ତି ପ୍ରଧାନ ଶିକ୍ଷୟିତ୍ରୀ   29-Jun-2026

You Might Also Like