-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||     

HOME   ଜିଲ୍ଲା

ଆଇପିଏସ୍ ଅମିତାଭ ଠାକୁର, ଓଏସଆଇସି ଅଧ୍ୟକ୍ଷ ଚିନ୍ମୟ ସାହୁଙ୍କ ନାଁରେ ଫେକ୍ ଆକାଉଣ୍ଟ ଖୋଲି ଠକେଇ ଉଦ୍ୟମ*

30-May-2021



ଭୁବନେଶ୍ୱର(ଶୁଭାଶିଷ ନାୟକ): ଲକଡାଉନ  ସମୟରେ ସାଇବର ଠକଙ୍କ ଉତ୍ପାତ  ବଢିବାରେ ଲାଗିଲାଣି । ପୁଲିସ ଏହାକୁ ରୋକିବାକୁ ବିଭିନ୍ନ ପ୍ରନ୍ଥା ଅବଲମ୍ବନ କଲେ ମଧ୍ୟ ସାଇବର ଠକେଇକୁ ରୋକିବାରେ ଫେଲ ମାରୁଛି । ଯେଉଁଥି ପାଇଁ ସାଇବର ଠକ ଜଣଙ୍କ ପରେ ଜଣଙ୍କୁ ଟାର୍ଗେଟ କରି ଆକାଉଣ୍ଟ ଖାଲି କରି ଦେଉଛନ୍ତି । ଏଥର କିନ୍ତୁ ସାଇବର ଠକ ଠକେଇର ତରିକା ବଦଳାଇ ଦେଇଛନ୍ତି ।  ସେମାନେ ପ୍ରତିଷ୍ଠିତ ଲୋକଙ୍କୁ ଟାର୍ଗଟ କରି ସେମାନଙ୍କ ନାଁରେ ଫେକ୍ ଆକାଉଣ୍ଟ ଖୋଲି ଟଙ୍କା ମାଗୁଛନ୍ତି । 
ବରିଷ୍ଠ ଆଇପିଏସ୍ ତଥା ଆଇଜି ଅପରେସନ୍ ଦାୟିତ୍ୱରେ ଥିବା ଅମିତାଭ ଠାକୁରଙ୍କ ନାମରେ ସାଇବର ଠକ ଫେସ୍ବୁକ୍ରେ ଫେକ୍ ଆକାଉଣ୍ଟ ଖୋଲିଛନ୍ତି । ସେହିପରି ବିଜେଡି ମୁଖପାତ୍ର ତଥା ଓଏସଆଇସି ଅଧ୍ୟକ୍ଷ ଚିନ୍ମୟ ସାହୁଙ୍କ ନାଁରେ  ଫେକ୍ ଆକାଉଣ୍ଟ ଖୋଲାଯାଇଛି । ଏପରିିକ ଅବିକଳ ଦେଖାଯିବା ପାଇଁ ସାଇବର ଠକ ତାଙ୍କର ଫ୍ୟାମିଲ୍ ଫଟୋ, ଅବା ପୂର୍ବ ଆକାଉଣ୍ଟରେ ଥିବା ଫଟୋ ଦେଉଛନ୍ତିି ।  ଏହି ଆକାଉଣ୍ଟରୁ ସାଇବର ଠକ ତାଙ୍କର ସମ୍ପର୍କୀୟମାନଙ୍କୁ ଫ୍ରେଣ୍ଡ ରିକୁ୍ୟଏଷ୍ଟ ପଠାଇଛନ୍ତି । ଯେଉଁମାନେ ତାଙ୍କର ଫ୍ରେଣ୍ଡ୍ ରିକୁ୍ୟଏଷ୍ଟକୁ ଆସେଫ୍ଟ କରୁଛନ୍ତି ତାଙ୍କ ସହ ଭଲରେ କଥା ହେଉଛନ୍ତି । ପରେ ତାଙ୍କ ମନରେ ବିଶ୍ୱାସ ଜମାଇବା ପରେ ଲୁଟିବା ପାଇଁ ଯୋଜନା କରୁଛନ୍ତି । ଏପରିକି ସେ ମେଡିକାଲ ଇମରଜେନ୍ସ ଅଛନ୍ତି ତାଙ୍କୁ କିଛି ଟଙ୍କା ଧାର ମାଗୁଛନ୍ତି । ଟଙ୍କା ଦେବା ପରେ ଦୁଇ ଦିନ ଭିତରେ ଫେରାଇ ଦେବାକୁ ମଧ୍ୟ ଠକ କହୁଛନ୍ତି । ଠକ ୫ ହଜାର ଟଙ୍କାରୁ ୫୦ ହଜାର ଟଙ୍କା ପର୍ଯ୍ୟନ୍ତ ଧାର ମାଗୁଛି।
ଅମିତାଭ ଠାକୁରଙ୍କ ଅନେକ ସମ୍ପର୍କୀୟଙ୍କ ନିକଟକୁ ଏଭଳି ମେସେଜ ଯିବା ପରେ ସେମାନଙ୍କ ମନରେ ସନେ୍ଦହ ହୋଇଥିଲା । ସେମାନେ ତୁରନ୍ତ ଏନେଇ ଅଭିତାଭଙ୍କୁ ଜଣାଇଥିଲେ ।  ସାଇବର ଠକଙ୍କ ଏଭଳି ଚାଲ ବୋଲି ଅମିତାଭ ଜାଣିବା ପରେ ତୁରନ୍ତ ନିଜର ଫେସ୍ବୁକ୍ ଆକାଉଣ୍ଟରେ ଲୋକଙ୍କୁ ଟଙ୍କା ନଦେବା ପାଇଁ ସଚେତନ କରିଥିଲେ ।  ସେହିପରି ଚିନ୍ମୟ ସାହୁଙ୍କ ନାଁରେ ଫେସବୁକରେ ଫେକ୍ ଆକାଉଣ୍ଟ ଖୋଲି ସାଇବର ଠକମାନେ ତାଙ୍କର କିଛଇ ସମ୍ପର୍କୀୟଙ୍କୁ ଟଙ୍କା ମାଗିଥିବା ଦେଖିବାକୁ ମିଳିଛି। ଏନେଇ ଉଭୟ ସାଇବର ସେଲକୁ ଜଣାଇଛନ୍ତି। 
ଦୁଇ ଦିନ ପୂର୍ବର୍ରୁ ଭଦ୍ରକ ଜିଲ୍ଲାପାଳଙ୍କ ନାମରେ ସାଇବର ଠକ ଏଭଳି ଭାବେ  ତାଙ୍କ ନାମରେ ଫେକ୍ ଆକାଉଣ୍ଟ ଖୋଲି ଲୋକଙ୍କୁ ଟଙ୍କା ମାଗୁଥିଲେ । କୋଭିଡ଼ ସମୟରେ ଅନେକ ପ୍ରଶାସନିକ ଅଧିକାରୀ ଲୋକଙ୍କ ନିକଟରେ ପହଞ୍ଚି ସେବା କରୁଛନ୍ତି । କିନ୍ତୁ ସାଇବର ଠକ ପ୍ରଶାସନିକ ଅଧିକାରୀଙ୍କ ଲୋକପ୍ରିୟତାର ସୁଯୋଗ ନେଇ ଲୋକଙ୍କ ଠକୁଛନ୍ତି । କେବଳ ଅମିତାଭ ଠାକୁର ନୁହେଁ ପୁର୍ବରୁ ଅଇପିଏସ୍ ସୁଧାଶୁଂ ଷଡ଼ଙ୍ଗୀ, ପୂର୍ବତନ ଡିସିପି ଅନୁପ ସାହୁ, ରେଲୱେ ଏଡିଜି ପ୍ରଣବିନ୍ଦୁ ଆଚାର୍ଯ୍ୟଙ୍କ ନାମରେ ଫେକ୍ ଆକାଉଣ୍ଟ ଖୋଲି ଟଙ୍କା ମାଗୁଥିଲେ ସାଇବର ଠକ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026

You Might Also Like