-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||     

HOME   ଜିଲ୍ଲା

ସୁବର୍ଣ୍ଣପୁର : 19 ଗୋଟି ଟୀକା କେନ୍ଦ୍ରରେ 45 ତଥା ଉର୍ଦ୍ଧ୍ୱ ବୟସ୍କ ହିତାଧିକାରୀଙ୍କୁ ସୋମବାର ଓ ମଙ୍ଗଳବାର କରାଯିବ ଟିକାକରଣ

30-May-2021



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ) ସୁବର୍ଣ୍ଣପୁର ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ  ତରଫରୁ ଜିଲ୍ଲାରେ କେବଳ  ଦ୍ଵିତୀୟ ଡୋଜ ନେବାକୁ ଥିବା 45 ବର୍ଷ ଓ ତଦୁର୍ଧ୍ୱ ବୟସ୍କ  ଯେଉଁମାନଙ୍କ ପ୍ରଥମ ଡୋଜ ଟୀକା ନେବାର 84ଦିନ ସମ୍ପୂର୍ଣ୍ଣ ହୋଇ ସାରିଥିବ ସେହି ହିତାଧିକାରୀଙ୍କୁ ମେ 31 ଓ ଜୁନ୍ 1 ତାରିଖରେ  ଜିଲ୍ଲାର 6ଟି ବ୍ଲକର ବ୍ୟବସ୍ଥିତ 19 ଟୀକାକେନ୍ଦ୍ରରେ ଟୀକାପ୍ରଦାନ କରାଯିବ  l ଏହି ପରିପ୍ରେକ୍ଷୀରେ ଆସନ୍ତା ମେ 31 ତାରିଖରେ ବୀରମହାରାଜପୁର ବ୍ଲକର ବୀରମହାରାଜପୁର-ଏସଡିଏଚ, ମୁରଶୁଣ୍ଢୀ-ପିଏଚସି, କୁଡାପଡା- ଏସସି, ବିନିକା ବ୍ଲକ ର ବିନିକା- ସିଏଚସି, କୁଇବାହାଲ-ଏସସି, ମହାଦେବପାଲି-ଜିଏଚ,ବlଙ୍କିଗିର୍ଡି- ପିଏଚସି, ଡୁଙ୍ଗୁରିପାଲି ବ୍ଲକ ଅନ୍ତର୍ଗତ ଡୁଙ୍ଗୁରିପାଲି-ୟୁପି ସ୍କୁଲ, ରାମପୁର- ପିଏଚସି, ଶୁଖା-ପିଏଚସି,ସେହିପରି  ସୋନପୁର ବ୍ଲକର ଖଲିଆପାଲି- ଏସସି, ରେଙ୍ଗାଲି-ଏସସି, ଓ ସରଗୁଣlମୁଣ୍ଡା-ଏସସି, ଉଲୁଣ୍ଡା ବ୍ଲକ ଅନ୍ତର୍ଗତ କୋଟସମଲାଇ-ପିଏଚସି, ମହଦା-ଏସସି, ଚଡେଇପଙ୍କ-ଏସସି, ଏବଂ ତରଭା ବ୍ଲକ ର ତରଭା- ସିଏଚସି, ଦେଉଳପଦର-ଏସସି,      ରେ ଟୀକାକରଣ ହେବାକୁ ଥିବାବେଳେ  ତା 01/06/21ରେ କେବଳ ରାଣୀସରଡ଼ା-ଏସସି ଟୀକାକେନ୍ଦ୍ରରେ  ଟୀକାକରଣ ଚାଲୁରହିବ l  

ଉକ୍ତ ଦିନ ଗୁଡିକରେ ଟୀକାର ତତ୍କାଳ ମହଜୁଦକୁ ଦୃଷ୍ଟିରେ ରଖି ସକାଳ 8 ଘଣ୍ଟା ରୁ 9 ଘଣ୍ଟା ମଧ୍ୟରେ 45 ବର୍ଷରୁ ଉର୍ଦ୍ଧଙ୍କୁ ପ୍ରଥମ ଡୋଜ ଟୀକାକରଣ ପାଇଁ  ଓ ଯୋଗ୍ୟ ହିତାଧିକାରୀଙ୍କୁ ଦ୍ଵିତୀୟ ଡୋଜ ଟୀକାକରଣ ନିମନ୍ତେ ଟୀକାକେନ୍ଦ୍ର ଠାରେ ବ୍ୟକ୍ତିଗତ ଟୋକନ ପ୍ରଦାନ କରାଯିବ l ଯେଉଁମାନେ ଟୋକନ ସଂଗ୍ରହ କରିଥିବେ ସେମାନେ  ନିର୍ଦ୍ଧାରିତ ସମୟରେ ଉଦ୍ଦିଷ୍ଟ ଟୀକାକରଣ କେନ୍ଦ୍ରକୁ ପହଂଚି ଟୀକା ଗ୍ରହଣ କରିବେ l ବିନା କୌଣସି ସୂଚନାରେ ଟୀକାକେନ୍ଦ୍ରକୁ ଯାଇ ହଇରାଣ ନହେବା କିମ୍ବା କେନ୍ଦ୍ରରେ ଅଯଥାରେ ଭିଡ଼ ନ କରିବାକୁ ସ୍ୱାସ୍ଥ୍ୟ ବିଭାଗ ତରଫରୁ ଅନୁରୋଧ କରାଯିବା ସହ ଯେତେବେଳେ ଯାହାର ପାଳି ଆସୁଛି ସେମାନେ କେବଳ କେନ୍ଦ୍ରକୁ ଆସିବାକୁ ପରାମର୍ଶ ଦିଆଯାଉଛି l ଏହି ଟୀକାକରଣ ସକାଳ 08 ରୁ ଅପରାହ୍ନ 12 ଘଣ୍ଟା  ଓ ଅପରାହ୍ନ 03 ରୁ ସନ୍ଧ୍ୟା 06 ଘଣ୍ଟା ପର୍ଯ୍ୟନ୍ତ ଚାଲୁ ରହିବ l


News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026

You Might Also Like