-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||     

HOME   ଜିଲ୍ଲା

ବଲାଙ୍ଗିର : ନାରୀ ଶକ୍ତି ଫାଉଣ୍ଦେସନ୍ ତରଫରୁ ମହିଳା ମାନଙ୍କୁ ସେନିଟେରୀ ପେଡ଼ ବଣ୍ଟନ

30-May-2021



ବଲାଙ୍ଗିର(ପ୍ରେରଣା ଖବର): ସମାଜର ଅବହେଳିତ ମହିଳାମାନଙ୍କ ଅଧିକାର ପାଇଁ କାମ କରୁଥିବା ଜିଲ୍ଲାର ଏକ ଅଗ୍ରଣୀ ଅନୁଷ୍ଠାନ ହେଉଛି ନାରୀ ଶକ୍ତି ଫାଉଣ୍ଡେସନ୍ l ଲକ୍ ଡାଉନ ହେଉ କି ସଟ ଡାଉନ, ଖରା ହେଉ କି ବର୍ଷା ସବୁବେଳେ କିଛି ନା କିଛି ସାମାଜିକ କାର୍ଯ୍ୟରେ ଏହି ସଂଗଠନର ସମ୍ପୃକ୍ତି ସର୍ବାଗ୍ରେ ରହିଛି l କରୋନା କlଳରେ ଜଣେ ଆଗଧାଡିର କୋଭିଡ଼ ଯୋଦ୍ଧା ଭବରେ ଏମାନେ ଯେଉଁ କାମ କରିଛନ୍ତି ତାହା ସମସ୍ତଙ୍କ ପାଇଁ ପ୍ରେରଣାଦାୟୀ ହେବ l

  ଗତ କାଲିଥିଲା Menstrual Hygiene Day l ମହିଳାଙ୍କ ପାଇଁ ବିଶେଷ ଗୁରୁତ୍ଵ ବହନ କରୁଥିବା ଏହି ଦିନରେ ବଲାଙ୍ଗିର ସନ୍ନିକଟ ସାଲେପାଲି ସ୍ଵଧାର ଗୃହରେ ମହିଳା ଅନ୍ତେବାସୀ ମାନଙ୍କୁ ସେନିଟେରୀ ପେଡ଼ ବଣ୍ଟନ କରାଯିବା ସହ ମହିଳା ମାନଙ୍କୁ  ମାସ୍କ  ପ୍ରଦାନ କରିଥିଲେ ନାରୀ ଶକ୍ତି ଫାଉଣ୍ଦେସନ୍ ର ମହିଳା ସଦସ୍ୟା ମାନେ l ମହିଳା ମାନଙ୍କୁ ନିଜ ସ୍ୱାସ୍ଥ୍ୟଗତ ସୁରକ୍ଷା ପାଇଁ  ସେନିଟlଇଜେସନ୍ କିଟସ୍, ସାବୁନ, ସେମପୁ ଆଦି ଦିଆଯାଇ ଥିଲା l ଏହି ମହିଳା ସଚେତନତା କାର୍ଯ୍ୟକ୍ରମରେ ନାରୀ ଶକ୍ତି ଫାଉଣ୍ଡେସନର ଉପଦେଷ୍ଟା ସରିତା ଦାସ, ସନ୍ତୋଷିନୀ ବେହେରା, ସଭ୍ୟା ନୂତନ ଦାସ, ପ୍ରିୟଙ୍କା ତ୍ରିପାଠୀ, ଶ୍ରାବଣୀ ମେହେର, ରାଣୀ ପଣ୍ଡା, ଅଙ୍କିତା ମହାନ୍ତି, ମମତା ଜେନା, ନୂତନ ସିନ୍ଦରିଆ ପ୍ରମୁଖ ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026

You Might Also Like