-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||     

HOME   ଜିଲ୍ଲା

ଉପଭୋକ୍ତା ଅନ୍‍ଲାଇନରେ ମଦ ମଗାଇ ଥିଲେ ପାଟ୍ରୋଲିଂ ବେଳେ ପୋଲିସ ରଖିଦେଲା

30-May-2021



ବାଲିଗୁଡା,(ପ୍ରେରଣା ଖବର ବ୍ୟୁରୋ): କରୋନା ମହାମାରିକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଉପଭୋକ୍ତା ଙ୍କ ପାଇଁ  ଅନ୍‍ଲାଇନରେ ମଦ ବରାଦ କଲେ ତାହା ପାଖରେ ପହଞ୍ଚାଇବାର ବ୍ୟବସ୍ଥା କରାଯାଇଛି। ଏଥି ପାଇଁ ଉପଭୋକ୍ତା ମାନେ ମଧ୍ୟ ଏକ ପ୍ରକାର ଆଶ୍ୱାସନା ପାଇଛନ୍ତି। ଏହି ଅନଲାଇନ୍‍ ସୁବିଧା ମାଧ୍ୟମରେ ମଦ ପାଇବା ପାଇଁ କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କ.ନୂଆଗାଁ  ବ୍ଳକର  ବଣଗୁଡ଼ା  ଗ୍ରାମର ଦୁଇଜଣ ଓ ସାରଙ୍ଗଡ଼ ଅଞ୍ଚଳର ଜଣେ ଗ୍ରାହକ ଫିରିଙ୍ଗିଆ ବ୍ଳକ ଅନ୍ତର୍ଗତ କେଲାପଡ଼ା ଠାରେ ଥିବା ବିଦେଶୀ ମଦ ଦୋକାନରୁ ଅନ୍‍ଲାଇନ୍‍ ଦ୍ୱାରା ମଦ ବରାଦ କରିଥିଲେ। ଦୋକାନ ମାଲିକ ଏକ ଅଟୋ ଯୋଗେ  ଗ୍ରାହକମାନଙ୍କ ପାଖରେ ମଦ ପହଞ୍ଚାଇବା ପାଇଁ ପଠାଇଥିବା ବେଳେ ସେହି ଗାଡ଼ିକୁ ଫିରିଙ୍ଗିଆ ପୁଲିସ୍‍ ମାସିରିପଡ଼ା ଛକଠାରେ ଅଟକାଇଥିଲା। ତେବେ ଅଟୋ ଚାଳକ ଗଣେଷ ସାହୁ ଅନ୍‍ଲାଇନରେ ମଦ ପହଞ୍ଚାଇବା ପାଇଁ ସେ ସାରଙ୍ଗଡ଼ ନେଉଥିବା ପ୍ରକାଶ କରିଥିଲେ ମଧ୍ୟ ପୁଲିସ୍‍ ଅଟୋ ସହିତ ଗାଡ଼ି ଚାଳକକୁ ଥାନାରେ ଅଟକ ରଖିଥିଲା। ତେବେ କିଛି     ସମୟ ପରେ ଗାଡ଼ିର ଚାଳକ ସହିତ ଅଟୋକୁ ଛାଡିଥିଲେ ମଧ୍ୟ ଜବତ ମଦକୁ ଦେଇ ନ ଥିଲେ । ତେବେ ଅନ୍‍ଲାଇନରେ ମଦ ବରାଦ ଦେଇଥିବା ଗ୍ରାହକମାନେ ସେମାନଙ୍କର ଟଙ୍କା ପୂର୍ବରୁ ପଇଠ କରିଥିଲେ ମଧ୍ୟ ସେମାନଙ୍କ ପାଖରେ ମଦ ପହଞ୍ଚି ନ ଥିବାରୁ ଉକ୍ତ ଟଙ୍କା ଗ୍ରାହକମାନଙ୍କୁ ଫେରାଇବା ପାଇଁ ଅଞ୍ଚଳର ସମାଜସେବୀ ବିଜୟ କୁମାର ସାହୁ ଅବକାରୀ ମନ୍ତ୍ରୀ, ପୁଲିସ୍‍ ମହାନିର୍ଦ୍ଦେଶକ ଓ ଫାଇଭ-ଟି ସଚିବଙ୍କ ନିକଟକୁ ଟୁଇଟ୍‍ କରିବା ଘଟଣା ସମଗ୍ର ଅଞ୍ଚଳର ଆଲୋଚ୍ୟର ବିଷୟ ହୋଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026

You Might Also Like