-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||     

HOME   ଜିଲ୍ଲା

ସେବା ସପ୍ତାହ ଅବସରରେବି. ନୂଆପଲ୍ଲୀ ରେ ମାସ୍କ ବଣ୍ଟନ

30-May-2021



ଗଞ୍ଜାମ (ଉମା ମହାରଣା) :ଭାରତୀୟ ଜନତା ପାର୍ଟି ତରଫରୁ ଭାରତର ପ୍ରଦାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦି ଙ୍କ ଦ୍ଵିତୀୟ ପାଳିର ଦ୍ବିତୀୟ ବର୍ଷ  ପୃତ୍ତି   ପୂରଣ ଉପଲକ୍ଷେ ଭାରତୀୟ ଜନତାପାର୍ଟି ତରଫରୁ ସେବା ସପ୍ତାହ ପାଳନ କରାଯାଉଛି । ଏହି ଅବସରରେ ଆଜି ଗଞ୍ଜାମ ଜିଲ୍ଲା ବେଗୁନିଆପଡ଼ା ବ୍ଲକ ଅନ୍ତର୍ଗତ କେ. ବରିଡ଼ା ପଞ୍ଚାୟତ ର ବି. ନୂଆପଲ୍ଲୀ ଗ୍ରାମରେ ସିମାଞ୍ଚଳ ମହାନ୍ତିଙ୍କ ନେତୃତ୍ବରେ ମାସ୍କ, ସାବୁନ ବଣ୍ଟନ ହୋଇଥିଲା  ।ଉକ୍ତ କାର୍ଯ୍ୟକ୍ରମରେ ବିଜେପି ରାଜ୍ଯ କାର୍ଯ୍ୟକାରିଣୀ ସଦସ୍ୟ ତଥା ବରିଷ୍ଠ ନେତା ଅରୁଣ କୁମାର ପଣ୍ଡା, ଜିଲ୍ଲା ଯୁବମୋର୍ଚ୍ଚା ସଭାପତି ପ୍ରମୋଦ କୁମାର ପଣ୍ଡା, ଜିଲ୍ଲା ପୂର୍ବତନ ସମ୍ପାଦକ ରବୀନ୍ଦ୍ରନାଥ ମିସ୍ତ୍ରୀ, ଜନସେନ ପରିଡ଼ା, ଚନ୍ଦ୍ରମୋହନ ଜେନା, ରାମକୃଷ୍ଣ ଜେନା, ପ୍ରସନ୍ନ କୁମାର ଶତପଥି, ଆଲୋକ କୁମାର ଶତପଥି, ପବିତ୍ର ମୋହନ ନାୟକ, ସୁଶାନ୍ତ କୁମାର ଜେନା ସମେତ ଅନ୍ୟମାନେ ମାସ୍କ ବଣ୍ଟନ କାର୍ଯ୍ୟକ୍ରମ ରେ ଉପସ୍ଥିତ ରହିବା ସହ ସହଯୋଗ କରିଥିଲେ   ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026

You Might Also Like