-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||     

HOME   ଜିଲ୍ଲା

କରୋନା ଔଷଧ ‘ଟୁ-ଡିଜି’ କିଣିବାକୁ ଅର୍ଡର ଦେଲେ ସରକାର

30-May-2021



ଭୁବନେଶ୍ୱର: କରୋନା ଔଷଧ ‘ଟୁ-ଡିଜି’ କିଣିବା ପାଇଁ ରାଜ୍ୟ ସରକାର ଅର୍ଡର ଦେଇଛନ୍ତି। ୫ ହଜାର ପୁଡ଼ିଆ ଟୁ-ଡିଜି ମେଡିଶିନ ପାଇଁ ଅର୍ଡର ଦିଆଯାଇଥିବା ସ୍ବାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ସଚିବ ପ୍ରଦୀପ୍ତ ମହାପାତ୍ର ସୂଚନା ଦେଇଛନ୍ତି। ରାଜ୍ୟରେ କରୋନା ରୋଗୀଙ୍କ ଚିକିତ୍ସା ପାଇଁ ଏହି ଔଷଧର ଅର୍ଡର ଦିଆଯାଇଥିବା ସେ କହିଛନ୍ତି।

ଭାରତୀୟ ପ୍ରତିରକ୍ଷା ଗବେଷଣା ସଂସ୍ଥା ଡିଆରଡିଓ ଓ ଅନ୍ୟତମ ସର୍ବବୃହତ ଫାର୍ମା କମ୍ପାନୀ ଡକ୍ଟର ରେଡିସ୍‌ର ମିଳିତ ସହଯୋଗରେ ପ୍ରସ୍ତୁତ ହୋଇଥିବା କରୋନା ଔଷଧ ଟୁ-ଡିଜି (2DG)ର ମୂଲ୍ୟ ନିର୍ଦ୍ଧାରଣ କରାଯାଇଛି।

ଗୋଟିଏ ପୁଡ଼ିଆ ‘ଟୁ-ଡିଜି’ର ଦାମ ୯୯୦ ଟଙ୍କା ରହିଛି। ତେବେ ସରକାରୀ ହସ୍ପିଟାଲ ଦ୍ୱାରା ଏହି ଔଷଧକୁ ରିହାତିରେ ଯୋଗାଇ ଦିଆଯିବ ବୋଲି କମ୍ପାନୀ ପକ୍ଷରୁ କୁହାଯାଇଛି।

କରୋନା ବିରୋଧରେ ଏହି ଔଷଧ ଭଲ କାମ କରୁଥିବା ବେଳେ ଶରୀର ପ୍ରତି ସମ୍ପୂର୍ଣ୍ଣ ନିରାପଦ ବୋଲି ପ୍ରମାଣିତ ହୋଇଛି। ତୃତୀୟ ପର୍ଯ୍ୟାୟ ଟ୍ରାଏଲ ରିପୋର୍ଟକୁ ଅନୁଧ୍ୟାନ ପରେ ଡ୍ରଗ୍ସ କଣ୍ଟ୍ରୋଲର ଜେନେରାଲ ଅଫ୍‌ ଇଣ୍ଡିଆ (DCGI) ଏହି ଔଷଧର ବ୍ୟବହାର ଲାଗି ଅନୁମତି ଦେଇଥିବା ଜଣାପଡ଼ିଛି। (ଦୀପକ କୁମାର ଷଡଙ୍ଗୀଙ୍କ ରିପୋର୍ଟ)


News Comment




Photo in News

Advertisment
Lastest News
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026

You Might Also Like