-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||     

HOME   ଜିଲ୍ଲା

ଆଗଲପୁର: ବୃଦ୍ଧାଙ୍କୁ ଥଇଥlନ କଲେ ବିଙ୍ଗ୍ ହ୍ୟୁମ୍ୟାନର କର୍ମକର୍ତ୍ତା

31-May-2021



ଲୋଇସିଂହା/ଆଗଲପୁର (ବିନୋଦ କୁମାର ଦୀପ): ବରଗଡ଼ ଜିଲ୍ଲା ପାଇକମାଳ ନିକଟସ୍ଥ  ଧରଜଗଡ ଗ୍ରାମ ର ୬୦ ବର୍ଷ ବୟସ୍କ ବସନ୍ତ ଭୋଇ ନାମକ ଜଣେ ବ୍ୟକ୍ତି  ବିଭିନ୍ନ  ଅଞ୍ଚଳକୁ ଯାଇ  ଚେରମୂଳି ଔଷଧ ବିକ୍ରି କରନ୍ତି । ଲକ୍ ଡାଉନ୍ ପୂର୍ବରୁ ସେ ଘରୁ ବାହାରି ବିଭିନ୍ନ ଅଞ୍ଚଳ ବୁଲାବୁଲି କରି ରହିଥିଲେ କିନ୍ତୁ ଲକ୍ ଡାଉନ୍ ଯୋଗୁଁ ଆଉ ଘରକୁ ଫେରିପାରି ନଥିଲେ । ଦୁଇ ଦିନ ପୂର୍ବରୁ ସେ ଲୁହୁରାମୁଣ୍ଡା ଗ୍ରାମକୁ ଚାଲି ଚାଲି

ପହଞ୍ଚିଥିଲେ ,  କିଛି ସହୃଦୟ ବ୍ୟକ୍ତି ତାଙ୍କୁ ଖାଇବାକୁ ଦେଇ ଅର୍ଦ୍ଧନିର୍ମିତ କ୍ଳବ୍ ଗୃହରେ ରଖିଥିଲେ । ଆଜି ଉକ୍ତ ଗ୍ରାମର ଗୋପବନ୍ଧୁ ବାରିକ ଓ ଅନନ୍ତ ପଧାନ ବିଙ୍ଗ ହ୍ୟୁମାନ ଫାଉଣ୍ଡେସନ ଆଗଲପୁରକୁ ଖବର ଦେଇଥିଲେ । ଖବର ପାଇ ବିଙ୍ଗ ହ୍ୟୁମାନ ଫାଉଣ୍ଡେସନ ଆଗଲପୁର ଶାଖାର ସଭାପତି ପ୍ରେମାନନ୍ଦ ପଧାନ, ସମ୍ପାଦକ ସଂଯୋଗ କୁମାର ସାହୁ , ବରିଷ୍ଠ ସଦସ୍ୟ ବୁଦ୍ଧଦେବ ସାହୁ ଓ ବିଟୁ ନାଏକ ପହଞ୍ଚି ତାଙ୍କ ସହ ଆଲୋଚନା କରିଥିଲେ । ସେ କହିବା ଅନୁଯାୟୀ ତାଙ୍କ ଘରେ କେହି ନାହିଁ , ଗୋଟିଏ ପୁଅ ଓ ଗୋଟିଏ ଝିଅ ଅନାଥାଶ୍ରମର ରେ ରୁହନ୍ତି, ତାଙ୍କ ବଡ଼ଭାଇ ପଦମପୁର ର ରାଜାପଡ଼ାରେ ହୁରନ୍ତି । ଏଣୁ ସେ ପଦମପୁର ଯିବାପାଇଁ କହିଥିଲେ । ବିଙ୍ଗ ହ୍ୟୁମାନ ଫାଉଣ୍ଡେସନର ସଦସ୍ୟ ମାନେ ତାଙ୍କୁ ନେଇ ପଦମପୁରରେ ପହଞ୍ଚିଲା ପରେ ତାଙ୍କ ଭାଇଙ୍କ ଘର ବହୁ ଖୋଜିଲା ପରେ ମଧ୍ୟ ପାଇଲେ ନାହିଁ । ପରେ ପଦମପୁରର ସାମ୍ବାଦିକ ଡିଲେଶ୍ୱର ବାଗ ଓ ନବ ବାର୍ହିଆଙ୍କ ସହଯୋଗରେ 

ପଦମପୁର ଅତିରିକ୍ତଜିଲ୍ଲାପାଳ ଓ ଏନ୍ ଏ ସି ଙ୍କୁ ଖବର ଦେଇଥିଲେ । ଖବର ପାଇ ଏନ୍ ଏ ସି ର କର୍ମଚାରୀ ମାନେ ପହଞ୍ଚି  ନିଜ ଦାୟିତ୍ଵରେ ରଖିବା ପାଇଁ କଥା ଦେଲା ପରେ   ବୃଦ୍ଧ ଜଣଙ୍କୁ ହସ୍ତାନ୍ତର କରିଥିଲେ । ବିଙ୍ଗ ହ୍ୟୁମାନ ର ଏଭଳି କାର୍ଯ୍ୟକୁ ପଦ୍ମପୁର ଅଞ୍ଚଳରେ ପ୍ରଶଂସା କରାଯାଇଛି  ।


News Comment




Photo in News

Advertisment
Lastest News
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026

You Might Also Like