-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||     

HOME   ଜିଲ୍ଲା

କନ୍ଧମାଳ : ଗଞ୍ଜେଇ ଚାଲାଣ ସମୟରେ ରାସ୍ତାରୁ ଜବତ :୩ ଜଣ ଗିରଫ

31-May-2021



କନ୍ଧମାଳ,(ପ୍ରେରଣା ଖବର ବ୍ୟୁରୋ): କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ଥାନା ପାଡ଼ିପଙ୍ଗା ଗ୍ରାମରେ ପୋଲିସ ଚଢ଼ାଉ କରି ୧୭ କୁଇଣ୍ଟାଲ ୧୦ କିଲୋ ଗଞ୍ଜେଇ ଜବତ କରିବା ସହିତ ଗଞ୍ଜେଇ କାରବାରରେ ସମ୍ପୃକ୍ତ ଅଭିଯୋଗରେ ୩ ଜଣଙ୍କୁ ଗିରଫ କରିଛି । ଗିରଫ ଅଭିଯୁକ୍ତଙ୍କ ନାମ ସୁମନ୍ତ କହଁର, ପୀତବାସ କହଁର ଏବଂ କୁମର ବେହେରା । ଜବତ ଗଞ୍ଜେଇର ଆନୁମାନିକ ମୂଲ୍ୟ ୮୫ ଲକ୍ଷ ୫୦ ହଜାର ଟଙ୍କା ହେବ ବୋଲି ଜଣାପଡ଼ିଛି । ଫିରିଙ୍ଗିଆ ଥାନାଧିକାରୀ ଶ୍ୟାମ ସୁନ୍ଦର ରାଓଙ୍କ ଠାରୁ ମିଳିଥିବା ସୂଚନା ଅନୁସାରେ, ଅଭିଯୁକ୍ତମାନେ ଗଞ୍ଜେଇକୁ ବାହାରକୁ ଚୋରାଚାଲାଣ କରିବା ପାଇଁ ପାଡ଼ିପଙ୍ଗା ଗ୍ରାମର ଏକ ରାସ୍ତା କଡ଼ରେ ଗଛିତ ରଖିଥିଲେ । ଏ ନେଇ ସେମାନଙ୍କୁ ବିଶେଷ ସୂତ୍ରରୁ ଖବର ମିଳିଥିଲା, ତାପରେ କନ୍ଧମାଳ ଏସ୍‌ ପି ଭିନୀତ ଅଗ୍ରୱାଲଙ୍କ ନିର୍ଦ୍ଦେଶକ୍ରମେ ଫିରିଙ୍ଗିଆ ଥାନାଧିକାରୀ ପି.ଶ୍ୟାମ ସୁନ୍ଦର ରାଓଙ୍କ ସମେତ ଅନ୍ୟ ଥାନା କର୍ମଚାରୀ

ସଦଳେବଳେ ସେହି ଗ୍ରାମକୁ ଯାଇଥିଲେ ଏବଂ ଗଞ୍ଜେଇ ଗଛିତ ଥିବା ଜାଗାରେ ପହଞ୍ଚିଥିଲେ । ସେଠାରେ ଗଞ୍ଜେଇକୁ ବସ୍ତା ବସ୍ତା କରି ରଖାଯାଇଥିବା ସମସ୍ତ ଗଞ୍ଜେଇକୁ ଜବତ କରିଥିଲେ । ଘଟଣା ସ୍ଥଳରୁ ସମସ୍ତ ଅଭିଯୁକ୍ତ ମାନଙ୍କୁ ଗିରଫ କରିଥିଲେ । ଏନେଇ ଏକ ମାମଲା ୬୪/୨୧ ରେ ରୁଜୁକରି ଅଭିଯୁକ୍ତମାନଙ୍କୁ କୋର୍ଟ ଚାଲାଣ କରିଥିବା ନେଇ ଫିରିଙ୍ଗିଆ ଥାନା ଅଧିକାରୀଙ୍କ ସୂତ୍ରରୁ ଜଣାପଡିଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026
  ଜିଲ୍ଲା  
ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026

You Might Also Like