-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||     

HOME   ଜିଲ୍ଲା

ଲୋକେ ସଚେତନ,ଏ ପର୍ଯ୍ୟନ୍ତ କରୋନା ପାଦ ଥାପିନି ଆଦିବାସୀ ଅଧ୍ୟୁଷିତ ଲୁଵେନଗଡ ପଞ୍ଚାୟତରେ

01-Jun-2021



ନର୍ଲା : (ସଞ୍ଜୀବ ଦାସ)
କଳାହାଣ୍ଡି ଜିଲ୍ଲା ମ.ରାମପୁର ବ୍ଳକ ଲୁବେନଗଡ ପଞ୍ଚାୟତରେ ପହଞ୍ଚି ପାରିନି କରୋନା। କଳାହାଣ୍ଡିର ପ୍ରଥମ ବୀର ଶହୀଦ ରେଣ୍ଡୋ ମାଝୀଙ୍କ ଜନ୍ମମାଟି ହେଉଛି ଲୁବେନଗଡ।ବଣ ପାହାଡ ଘେରା ଏହି ପଞ୍ଚାୟତରେ ରହିଛି ଅନେକ ଛୋଟ ବଡ଼ ଗାଁ। ଏହି ଅଞ୍ଚଳର ଲୋକମାନେ କରୋନାର ଦ୍ଵିତୀୟ ଲହରୀ ବିଷୟରେ ଜାଣିବା ପରେ ପ୍ରାୟତଃ କେହି ବାହାରକୁ ଯାଉ ନାହାଁନ୍ତି।

ବାହାରେ ମଧ୍ୟ କାମଧନ୍ଦା କରୁଥିବା ଲୋକ ଗାଁକୁ ଆସୁ ନାହାନ୍ତି। ପୁଣି ଲୋକେ ବିଶେଷ ସଚେତନ ରହୁଛନ୍ତି। ପଞ୍ଚାୟତ ବାସୀଙ୍କ କହିବା ଅନୁଯାୟୀ  ଅତି ଆବଶ୍ୟକ ନ ଥିଲେ ବ୍ଳକ ଅଫିସ ମ.ରାମପୁରକୁ ମଧ୍ୟ ଲୋକେ ଯାଉ ନାହାଁନ୍ତି।ମ.ରାମପୁର ତହସିଲଦାର ସୟଦ ଇସାକ ମଦିନାଙ୍କୁ କରୋନା ପଜିଟିଭ ସଂଖ୍ୟା ଉପରେ ପଚାରିବାରୁ  ସବୁଠାରୁ ଆଶ୍ଚର୍ଯ୍ୟ ଏ ପର୍ଯ୍ୟନ୍ତ ଲୁବେନଗଡ ପଞ୍ଚାୟତରେ ଜଣେ ବି କରୋନା ଆକ୍ରାନ୍ତ ବ୍ୟକ୍ତି ଚିହ୍ନଟ ହୋଇ ନ ଥିବା ପ୍ରକାଶ କରିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026
  ଜିଲ୍ଲା  
ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026

You Might Also Like