-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||     

HOME   ଜିଲ୍ଲା

ବତ୍ୟା ସମୟରେ ଅନନ୍ୟ ସେଵାକାର୍ଯ୍ୟ କରି ଉଦାହରଣ ସାଜିଲେ ସାଧନା ପରିବାର

01-Jun-2021



କଟକ(ଦୀପକ କୁମାର ଷଡଙ୍ଗୀ) :ବାତ୍ୟା "ୟାସ୍" କେବଳ ଧନଜୀବନ ଉଜାଡ଼ି ଦେଇଗଲା ନାହିଁ ବରଂ ଲୋକଙ୍କୁ ଅନେକ ଦୁର୍ଦ୍ଦଶା ଭିତରକୁ ଠେଲି ଦେଇଗଲା । ଏଭଳି ଏକ ଘଡ଼ିସନ୍ଧି ମୁହୁର୍ତ୍ତରେ ପ୍ରଶାସନକୁ ସହଯୋଗ ତଥା ଜନସାଧାରଣଙ୍କୁ ସାହାଯ୍ୟ କରିବାକୁ ଅଣ୍ଟା ଭିଡ଼ିଥିଲେ ରାଜ୍ୟର ଅଗ୍ରଣୀ ସାମାଜିକ ଅନୁଷ୍ଠାନ "ସାଧନା ପରିବାର" । ଭଦ୍ରକ ଜିଲ୍ଲା ବାସୁଦେବପୁର ବ୍ଲକର ବିଭିନ୍ନ ସ୍ଥାନରେ ରାସ୍ତାରେ ପଡ଼ି ଅବରୋଧ କରିଥିବା ଗଛଗୁଡ଼ିକୁ କାଟି ରାସ୍ତା ସଫା କରିବା,ବାତ୍ୟା ମୁକାବିଲା ପାଇଁ ସ୍ୱତନ୍ତ୍ର ଟିମ୍ ଗଠନ କରାଯାଇ ବାତ୍ୟାପୂର୍ବରୁ ଅନେକ ଲୋକଙ୍କୁ ନିରାପଦ ସ୍ଥାନକୁ ଆଣିବା, ଆଶ୍ରୟସ୍ଥଳୀରେ ରହିଥିବା ଲୋକଙ୍କ ପାଇଁ ନିୟମିତ ଖାଦ୍ୟ,ପାନୀୟଜଳ,ଔଷଧର ବନ୍ଦୋବସ୍ତ କରିବାସହ ପାଣିଘେରରେ ରହିଥିବା ଲୋକଙ୍କୁ ରନ୍ଧା ଓ ଶୁଖିଲା ଖାଦ୍ୟ ଯୋଗାଇବା, ଗୃହପାଳିତ ପଶୁପକ୍ଷୀଙ୍କୁ ଉଦ୍ଧାର କରିବା,ଗାଁ ଗାଁ  ବୁଲି ବାତ୍ୟା ସଚେତନତା ପ୍ରଚାର କରିବା ଭଳି ଉଲ୍ଲେଖନୀୟ କାର୍ଯ୍ୟ କରି ସ୍ଥାନୀୟ  ପ୍ରଶାସନର ପ୍ରଶଂସାର ପାତ୍ର ହୋଇପାରିଲେ ସାଧାନା ପରିବାର ।  ସାଧନାର ସଭାପତି ଜିତେନ୍ଦ୍ର କୁମାର ନାୟକ,ସମ୍ପାଦକ ଶ୍ରୀଗୋବିନ୍ଦ,ସଂଗଠନ ସମ୍ପାଦକ ବିଦ୍ୟୁତ କୁମାର ନାୟକ,କୋଷାଧ୍ୟକ୍ଷ ରୋହିତ କୁମାର ନାୟକଙ୍କ ତତ୍ତ୍ୱାବଧାନରେ ଯୁବ ଆର୍ଯ୍ୟ ସମାଜ ମଧ୍ୟ ଅଣ୍ଟା ଭିଡ଼ିଥିଲା । ଆର୍ଯ୍ୟ ସମାଜର ସଂଯୋଜକ ଦୀପକ କୁମାର ନାୟକ,ସଚୀନ ଆଚାର୍ଯ୍ୟ, ବାଦଲ କୁମାର ନାୟକ,ଆନନ୍ଦ ନାୟକ,ପ୍ରଶାନ୍ତ ନାୟକ,ମାଧବ ନାୟକ,ମୁକ୍ତିକାନ୍ତ ବଳ,ଦୀପକ ସେଠୀ,ପବିତ୍ର ନାୟକ ପ୍ରମୁଖ ଏବେ ବି ସେବା କାର୍ଯ୍ୟ ନିରନ୍ତର ଭାବରେ ଚାଲୁ ରଖିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026
  ଜିଲ୍ଲା  
ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026

You Might Also Like