-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||     

HOME   ଜିଲ୍ଲା

କମୁନି ସଂକ୍ରମଣ: ରାଜ୍ୟରୁ ନୂଆ ୮୭୩୫ କରୋନା ପଜିଟିଭ୍ ଚିହ୍ନଟ

01-Jun-2021



ଭୁବନେଶ୍ୱର(ଶୁଭାଶିଷ ନାୟକ): ରାଜ୍ୟରେ ସଂକମିତଙ୍କ ସଂଖ୍ୟା କମୁ ନ ଥିବା ବେଳେ ବତଗତ ୨୪ ଘଣ୍ଟାରେ ୮୭୩୫ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୪୮୯୨ କ୍ୱାରେଣ୍ଟାଇନରୁ ଚିହ୍ନଟ ହୋଇଥିବା ବେଳେ  ୩୮୪୩ଟି ହେଉଛି ଲୋକାଲ୍ କେସ୍ । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ଖୋର୍ଦ୍ଧା ଜିର୍ଲ୍ଲାରୁ ସର୍ବାଧିକ ୧୨୨୨ ଜଣ ଥିବା ବେଳେ କଟକରୁ ୬୭୩, ବାଲେଶ୍ୱରରୁ ୫୬୬, ଯାଜପୁରରୁ ୫୦୭, ଢେଙ୍କାନାଳରୁ ୫୦୩, ପୁରୀରୁ ୪୬୭, ଅନୁଗୋଳ ଜିଲ୍ଲାରୁ ୪୫୬ ଜଣ, ବରଗଡ଼ରୁ ୧୯୩ ଜଣ, ଭଦ୍ରକରୁ ୧୪୭, ବଲାଙ୍ଗିରରୁ ୪୯, ବୌଦ୍ଧରୁ ୧୩୭, ଦେବଗଡ଼ରୁ ୬୩, ଗଜପତିରୁ ୮୦, ଗଞ୍ଜାମରୁ ୧୫୬, ଜଗତସିଂହପୁରରୁ ୩୮୨, ଝାରସୁଗୁଡ଼ାରୁ ୧୫୭, କଳାହାଣ୍ଡିରୁ ୧୭୭, କନ୍ଧମାଳରୁ ୬୫, କେନ୍ଦ୍ରାପଡ଼ାରୁ ୩୮୭, କେନ୍ଦୁଝରରୁ ୧୭୯, କୋରାପୁଟରୁ ୨୫୫, ମାଲକାନଗିରିରୁ ୯୬, ମୟୂରଭଞ୍ଜରୁ ୩୪୨, ନବରଙ୍ଗପୁରରୁ ୨୬୪, ନୟାଗଡ଼ରୁ ୨୮୫, ନୂଆପଡ଼ାରୁ ୪୦, ରାୟଗଡ଼ାରୁ ୯୦, ସମ୍ବଲପୁରରୁ ୧୭୭, ସୋନପୁରରୁ ୧୫୬ ଓ ସୁନ୍ଦରଗଡ଼ ଜିଲ୍ଲାରୁ ୨୪୪ ଜଣ ଚିହ୍ନଟ ହୋଇଛନ୍ତି । ସେହିପରି ଷ୍ଟେଟ୍ ପୁଲ୍ରୁ ୨୨୦ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।
ଏଥି ସହିତ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୭ ଲକ୍ଷ ୭୩ ହଜାର ୭୩୨ରେ ପହଞ୍ଚି ଯାଇଛି । ସେମାନଙ୍କ ମଧ୍ୟରୁ ୬ ଲକ୍ଷ ୮୦ ହଜାର ୯୩୨ ଜଣ ସୁସ୍ଥ ହୋଇସାରିଥିବା ବେଳେ  ୮୯ ହଜାର ୯୫୬ ଜଣ ଏବେ ସକ୍ରିୟ ଆକ୍ରାନ୍ତ  ଅଛନ୍ତି । ଆଉ ୩୭ ଜଣ ଆଖି ବୁଜିବା ପରେ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨୭୯୧କୁ ବୃଦ୍ଧି ପାଇଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026
  ଜିଲ୍ଲା  
ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026

You Might Also Like