-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||     

HOME   ରାଜ୍ୟ

ଝାରପଡ଼ା ଜେଲରେ କ୍ଷମତା ଆଉ ୧୦୦ ବଢିବ; କିନ୍ନର, ବୟସ୍କ, ରୁଗିଣାଙ୍କ ପାାଇଁ ସ୍ୱତନ୍ତ୍ର ୱାର୍ଡ

01-Jun-2021



ଭୁବନେଶ୍ୱର(ଶୁଭାଶିଷ ନାୟକ): ରାଜଧାନୀରେ ଅପରାଧ ସଂଖ୍ୟା ବୃଦ୍ଧି ପାଉଥିବା ବେଳେ ସେହି ଅନୁପାତରେ ଅପରାଧିଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ପାଉଛି ।  ଫଳରେ ଝାରପଡ଼ା ସ୍ୱତନ୍ତ୍ର ଜେଲରେ ଅନ୍ତେବାସୀଙ୍କ ସଂଖ୍ୟା କ୍ଷମତା ଠାରୁ ଅଧିକ ରହିଛି  । ଏବେ ଜେଲରେ ୭୪୭ କଏଦୀ ରହିବାର କ୍ଷମତା ରହିଥିବା ବେଳେ ୯୦୦ରୁ ଅଧିକ ଅନ୍ତେବାସୀ ରହୁଛନ୍ତି । ଏପରି ସ୍ଥଳେ ଝାରପଡ଼ା ଜେଲରେ ଆଉ ୧୦୦ ଅନ୍ତେବାସୀଙ୍କ ପାଇଁ ନୂଆ କୋଠା ର୍ନିର୍ମାଣ କରିବାକୁ ନିଷ୍ପତ୍ତି ନିଆଯାଇଛି । ଏଥିସହିତ କିନ୍ନରଙ୍କ ପାଇଁ ୧୦ଟି ବେଡ୍ ଥିବା ସ୍ୱତନ୍ତ୍ର ୱାର୍ଡ, ବୟସ୍କ ଏବଂ ରୁଗିଣା ବ୍ୟକ୍ତିଙ୍କ ପାଇଁ ୧୦ ଟି ବେଡ ଥିବା ସ୍ୱତନ୍ତ୍ର ୱାର୍ଡ, ହାଡକୋର  ଅପରାଧୀଙ୍କ ପାଇଁ  ୧୦ଟି ହାଇ ସୁରକ୍ଷା ସେଲ କରାଯିବ ବୋଲି ଜେଲ ବିଭାଗ ପକ୍ଷରୁ ସୂଚନା ମିଳିଛି । ସେହିପରି  ନୂଆ ୪ଟି ଅଫିସର କ୍ୱାଟର, ୬ ଟି ୱାର୍ଡର କ୍ୱାଟର ମଧ୍ୟ ନିର୍ମାଣ ହେବ ।  ଏନେଇ ରାଜ୍ୟ ସରକାରଙ୍କ ବଜେଟରେ ପାଣ୍ଠି ସ୍ଥିର କରଯାଇଥିବା ସୂଚନା ମିଳିଛି  ।
ତେବେ ଏହି ସବୁ ନୂଆ ଗୃହ କେଉଁଠି ହେବ ତାର ସମୀକ୍ଷା କରିଛନ୍ତିି ଜେଲ ଡିଜି ସନ୍ତୋଷ ଉପାଧାୟ । ଆଜି ଡିଜି ଜେଲ ପରିଭ୍ରମଣରେ ଆସିବା ସହ ସୁରକ୍ଷା ବ୍ୟବସ୍ଥା ମଧ୍ୟ ସମୀକ୍ଷା କରିଛନ୍ତି । ବିଶେଷ କରି କୋଭିଡ ନିମୟ ପାଳନ ଉପରେ ଡିଜି ଗୁରୁତ୍ୱ ଦେବା ସହ ଜେଲର ସମସ୍ତ ଅଧିକାରୀ ଓ କର୍ମଚାରୀମାନଙ୍କୁ ନିୟମ କଡାକଡି ପାଳନ କରିବାକୁ ନିଦେ୍ର୍ଧଶ ଦେଇଥିଲେ ।
ତେବେ ନିକଟରେ ଝାରପଡା ଜେଲ ଭିତରୁ ସ୍ମାର୍ଟ  ଫୋନ୍ ସହ ୨୦ ରୁ ଅଧିକ ମୋବାଇଲ ଜବତ କରାଯାଇଥିଲା । ଏହା ଉପରେ ଡିଜି ଜେଲରେ ଥିବା କର୍ମଚାରୀମାନଙ୍କୁ ସହ ଆଲୋଚନା କରିଛନ୍ତି  । କେଉଁ ପରିସ୍ଥିତିରେ ଜେଲ ଭିତରକୁ ନିଶା ଦ୍ରବ୍ୟ ଯାଉଛି ତା ଉପରେ ଯାଞ୍ଚ କରିଛନ୍ତି ଡିଜି । କର୍ମଚାରୀଙ୍କ ସମ୍ପୃକ୍ତି ରହୁଥିବାରୁ ନିୟମ କଡାକଡି ଭାବେ ପାଳନ କରିବାକୁ ଡିଜି ନଦେ୍ର୍ଧଶ ଦେଇଛନ୍ତିି । ଜେଲର କିଛି ଅନ୍ତେବାସୀଙ୍କ ସହ ଡିଜି କଥାବର୍ତ୍ତା କରିବା ସହ ସେମାନଙ୍କ ଖାଦ୍ୟପେୟ ଉପରେ ପଚାରି ବୁଝିଥିବା ସୂଚନା ମିଳଛି ।


News Comment




Photo in News

Advertisment
Lastest News
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026
  ଜିଲ୍ଲା  
ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026

You Might Also Like