-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||     

HOME   ଜିଲ୍ଲା

କାର୍ଯ୍ୟକ୍ଷମ ହେଲା ରେଙ୍ଗାଲି କୋଭିଡ କେଆର ସେଣ୍ଟର, ପ୍ରଥମ ଦନରେ ସ୍ଥିତି ଅନୁଧ୍ୟାନ କଲେ ରେଙ୍ଗାଲି ବିଧାୟକ

01-Jun-2021



ରେଙ୍ଗାଲି, ସମ୍ବଲପୁର(ସଂଜୀବ ପାଣିଗ୍ରାହୀଙ୍କ ରିପୋର୍ଟ): କରୋନା ମହାମାରୀର ଦ୍ଵିତୀୟ ଲହରରେ ରେଙ୍ଗାଲି ଅଞ୍ଚଳରେ ରେ କରୋନା ରୋଗୀଙ୍କ ସଂଖ୍ୟ ହୋଇ ବୃଦ୍ଧି ପାଇଥିଲା । ଅଞ୍ଚଳରେ କୌଣସି ସଙ୍ଗରୋଧ କେନ୍ଦ୍ର କିମ୍ବା କୋଭିଡ କେଆର ସେଣ୍ଟର ନ ଥିବାରୁ ସଂକ୍ରମିତ ରୋଗୀ ଘରେ ରହୁଥିଲେ । ଯାହା ଫଳରେ ପରିବାର ଓ ଗ୍ରାମ ରେ ସଂକ୍ରମଣ ସଂଖ୍ୟା ହୁ ହୁ ହୋଇ ବଢି ଚାଲିଲା । ରେଙ୍ଗାଲିରେ ବଢୁଥିବା କରୋନା ସଂକ୍ରମିତଙ୍କ ବଢ଼ୁଥୁବା ସଂଖ୍ୟାକୁ ଆଖି ଆଗରେ ରଖି ରେଙ୍ଗାଲି ବିଧାୟକ  ନାଉରି ନାଏକ ରେଙ୍ଗାଲି ଠାରେ ଏକ କୋଭିଡ଼ କେଆର ସେଣ୍ଟର ସ୍ଥାପନା ପାଇଁ ପ୍ରଶାସନକୁ ଅନୁରୋଧ କରିଥିଲେ । ଠେଲକୋଲି ସ୍ଥିତ ଜେ.ଏସ.ଡବ୍ଲୁ ସହାୟତା ରେ  ଗତ କିଛି ଦିନ ପୂର୍ବେ ଉକ୍ତ କୋଭିଡ କେଆର ସେଣ୍ଟର ର ସମସ୍ତ ଆନୁସାଙ୍ଗିକ ବ୍ୟବସ୍ଥା ପୂର୍ଣ୍ଣାଙ୍ଗ ହୋଇଥିଲା । ଆଜି ଠାରୁ ସେଇ କୋଭିଡ କେଆର ସେଣ୍ଟର କାର୍ଯ୍ୟକ୍ଷମ ହେଲା । ସେଣ୍ଟର ଆରମ୍ଭ ର ପ୍ରଥମ ଦିନରେ ଆଜି ରେଙ୍ଗାଲି ବିଧାୟକ ଶ୍ରୀ ନାଉରି ନାଏକ ଉକ୍ତ ସେଣ୍ଟର ପରିଦର୍ଶନ କରି ସେଠାକାର ସମସ୍ତ ବିଷୟରେ ଚର୍ଚ୍ଚା ଆଲୋଚନା କରିଥିଲେ ।
       ବିଧାୟକ ଶ୍ରୀ ନାଏକ ଙ୍କ ପରିଦର୍ଶନ ସମୟରେ ରେଙ୍ଗାଲି ତହସିଲଦାର ଶ୍ରୀ ସୁନୀଲ ମେହେର,  ଗୋଷ୍ଠୀ ଉନ୍ନୟନ ଅଧିକା  ଶଙ୍କର ସାହୁ, ଜେ.ଏସ.ଡବ୍ଲୁ କମ୍ପାନୀ ର ସହକାରୀ ଉପାଧ୍ୟକ୍ଷ  ଧନଞ୍ଜୟ ସିହ୍ନା, ଉପପ୍ରବନ୍ଧକ ଲୋକ ସମ୍ପର୍କ *ଶ୍ରୀ ଗୋପାଳ ଶର୍ମା ସେଣ୍ଟର ଦାୟିତ୍ୱ ରେ ଥିବା ଚିକିତ୍ସା ଅଧିକାରୀ ଡା.ରାକେଶ ମିଶ୍ର,  ଜିଲ୍ଲା ପରିଷଦ ଅଧ୍ୟକ୍ଷ  ରାଧେଶ୍ୟାମ ବାରିକ* ସାଂସଦ ପ୍ରତିନିଧି ଯୁଗଳ ଅଗ୍ରୱାାଲ, ଜିଲ୍ଲା ପରିଷଦ ସଭ୍ୟ ତିରୋଜ ହେଡେଞ୍ଜା କ୍ଷେତ୍ରିୟ ପ୍ରବକ୍ତା ମାନସ ରଞ୍ଜନ ବକ୍ସି ରେଙ୍ଗାଲି ବିଜେପି ର ବିଶିକେସନ ପଣ୍ଡା, ନବୀନ ପ୍ରଧାନ, ସରୋଜ ମେହେର, ସନ୍ତୋଷ ସାହୁ, ସଜ୍ଜନ ପୋଦ୍ଦାର ପ୍ରମୁଖ ଉପସ୍ଥିତ ରହିଥିଲେ ।


News Comment




Photo in News

Advertisment
Lastest News
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026
  ଜିଲ୍ଲା  
ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026

You Might Also Like