-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||     

HOME   ଜୀବନଶୈଳୀ

ବିବାହର ପ୍ରଥମ ବାର୍ଷିକୀ ଅବସରରେ ଅସହାୟ ଗରିବ ଲୋକଙ୍କୁ ଖାଦ୍ୟ ଓ ଉପହାର ଦେଇ ଖୁସି କଲେ ଅଧ୍ୟାପକ ପ୍ରିତମ ଓ ତାଙ୍କ ଧର୍ମପତ୍ନୀ ଶିକ୍ଷୟତ୍ରୀ ଜୟଶ୍ରୀ

01-Jun-2021



 ବିନିକା (ହିମାଂଶୁ ଶେଖର ପୁଟେଲ) ଜନ୍ମ ଜନ୍ମାନ୍ତର ସାଥୀ ଭାବେ ବିବାହ ବନ୍ଧନରେ ବାନ୍ଧି ହୋଇଥିବା ଜୀବନର ଚଲାପଥ ଦେଖୁ ଦେଖୁ ଏକ ବର୍ଷ ଅତିକ୍ରମ କରି ସାରି ଥିବାରୁ ଉଭୟ ପତି ଓ ପତ୍ନୀ ବିବାହ ବାର୍ଷିକୀ ଉତ୍ସବ ପାଳନ ପରିପ୍ରେକ୍ଷୀରେ ଅସହାୟ ଗରିବ ଲୋକଙ୍କ ଭୋକିଲା ପେଟରେ ଦାନା ଭରିବା ପାଇଁ ମାଗଣାରେ ବିଭିନ୍ନ ପ୍ରକାର ଖାଦ୍ୟ ପଦାର୍ଥ ଖାଇବା ପାଇଁ ଦେବା ଓ ତା ସହିତ ଉପହାର ଦେବା ଘଟଣା ସମସ୍ତଙ୍କ ପାଇଁ ଏକ ଉଦାହରଣ ବାର୍ତା ସୃଷ୍ଟି କରିଛି l ଖବର ନେବାରୁ ଜଣାପଡିଛି ଯେ ବିନିକା ସିଦ୍ଧାର୍ଥ ଡିଗ୍ରୀ ମହାବିଦ୍ୟାଳୟ ବିଜ୍ଞାନ ବିଭାଗ କେମେଷ୍ଟ୍ରୀ ଅଧ୍ୟାପକ ପ୍ରିତମ କୁମାର ପଣ୍ଡା ଗତବର୍ଷ ମଇ ୩୧ତାରିଖରେ ବିବାହ ବନ୍ଧନରେ ବାନ୍ଧି ହୋଇଥିଲେ ଶିକ୍ଷୟତ୍ରୀ ଜୟଶ୍ରୀ ପ୍ରଧାନ ଙ୍କ ସହିତ l ସେହି ସମୟରେ ସାରା ବିଶ୍ୱକୁ କବଳିତ କରିଥିବା ଅଦୃଶ୍ୟଶକ୍ତି ମହାମାରୀ କରୋନା ଭାଇରସ ଯୋଗୁଁ ବାହାଘର ଆଡ଼ମ୍ବରପୂର୍ଣ୍ଣ ହୋଇ ନ ଥିଲେବି ଯଥା ରୀତିନୀତି ଅନୁଯାୟୀ ସମ୍ପନ୍ନ ହୋଇଥିଲା l ଲକଡ଼ାଉନ କଟକଣା ଯୋଗୁଁ ବନ୍ଧୁବାନ୍ଧବ,ସାଙ୍ଗସାଥୀ କେହି ବି ଆସି ନ ପାରି ବାହାଘର ମଜା ମଜଳିସ୍ ଫାଇଦା ଉଠାଇ ପାରି ନ ଥିଲେ l ଅତ୍ୟନ୍ତ ହସ ଖୁସିରେ ଦାମ୍ବ୍ୟତ ଜୀବନ ଗଡ଼ିବାର ଏକ ବର୍ଷ ବିତିଗଲା l ବାହାଘର ମଜା ମଜଲିସ ବିବାହର ପ୍ରଥମ ବାର୍ଷିକୀ ଅବସରରେ ପାଳନ ପାଇଁ ସଜବାଜ ଥିଲେ ଉଭୟ ପତି ଓ ପତ୍ନୀ l ହେଲେ ପୁନର୍ବାର ଲକଡାଉନ ଆଶାର ଅଭିଳାସ କୁ ରୋକିଦେଲା l ଶେଷରେ ଉଭୟ ପତି/ପତ୍ନୀ ଅର୍ଥାତ୍ ଅଧ୍ୟାପକ

ପ୍ରିତମ ଓ ତାଙ୍କ ଧର୍ମପତ୍ନୀ ଶିକ୍ଷୟତ୍ରୀ ଜୟଶ୍ରୀ ବିବାହ ପ୍ରଥମ ବାର୍ଷିକୀ ଅବସରରେ ଗରିବ ଅସହାୟ ଲୋକଙ୍କ ସେବାରେ କିଛି ମହତ କାର୍ଯ୍ୟ କଲେ ଜୀବନ ଧନ୍ୟ ହେବ l ସେଥିପାଇଁ ଉଭୟ ପତି/ ପତ୍ନୀ ନିଜସ୍ଵ ପାଣ୍ଠିରୁ କିଛି ଅର୍ଥ ଖର୍ଚ୍ଚ କରି ସୁବର୍ଣ୍ଣପୁର ଜିଲ୍ଲାର ସୁବର୍ଣ୍ଣମେରୁ ମନ୍ଦିର ନିକଟରେ ଥିବା କୁଷ୍ଠା ଆଶ୍ରମରେ ରହୁଥିବା ଅସହାୟ ଗରିବ ଲୋକଙ୍କୁ ଖାଦ୍ୟ ବଣ୍ଟନ କରି କିଛି ଉପହାର ପ୍ରଦାନ କରିଥିଲେ l ସାମଗ୍ରୀ ପାଇବା ନେଇ ଅନ୍ତେବାସୀଙ୍କ ଠାରେ ଖୁସି ଦେଖାଦେଇଥିବା ବେଳେ  ଅଧ୍ୟାପକ ପ୍ରିତମ ଓ ଶିକ୍ଷୟତ୍ରୀ ଜୟଶ୍ରୀ ଙ୍କ ଏଭଳି ମହନୀୟତା କାର୍ଯ୍ୟକୁ ସବୁ ମହଲରେ ପ୍ରଶଂସା କରାଯାଇଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026
  ଜିଲ୍ଲା  
ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026

You Might Also Like

                               
  ଜୀବନଶୈଳୀ  

ସାଇକେଲ ଏକ ପରିଚୟ