-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ସୁବର୍ଣ୍ଣପୁର : ଜିଲ୍ଲାର 5 ଟି ଟୀକାକରଣ କେନ୍ଦ୍ରରେ 45 ତଥା ତଦୁର୍ଦ୍ଧ ବୟସର ହିତାଧିକାରୀଙ୍କୁ ଟୀକାକରଣ

01-Jun-2021



ସୁବର୍ଣ୍ଣପୁର(ମନୋରଞ୍ଜନ ତ୍ରିପାଠୀ) :ସୁବର୍ଣ୍ଣପୁର ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ  ତରଫରୁ ଜିଲ୍ଲାରେ କେବଳ  ଦ୍ଵିତୀୟ ଡୋଜ ନେବାକୁ ଥିବା 45 ବର୍ଷ ଓ ତଦୁର୍ଧ୍ୱ ବୟସ୍କ  ଯେଉଁମାନଙ୍କ ପ୍ରଥମ ଡୋଜ ଟୀକା ନେବାର 84ଦିନ ସମ୍ପୂର୍ଣ୍ଣ ହୋଇ ସାରିଥିବ ସେହି ହିତାଧିକାରୀଙ୍କୁ 

ତା 02/06/21ରେ  ଜିଲ୍ଲାର ବିଭିନ୍ନ  ବ୍ଲକ ଅନ୍ତର୍ଗତ ବ୍ୟବସ୍ଥିତ 05 ଗୋଟି  ଟୀକାକେନ୍ଦ୍ରରେ ଟୀକାପ୍ରଦାନ କରାଯିବ  l ଏହି ପରିପ୍ରେକ୍ଷୀରେ ଆସନ୍ତା ଦୁଇ ତାରିଖରେ ବୀରମହାରାଜପୁର ବ୍ଲକର କେନଝରିଆପାଲି -ଉପକେନ୍ଦ୍ର,  ବିନିକା ବ୍ଲକ ର ବିନିକା- ସିଏଚସି, ଡୁଙ୍ଗୁରିପାଲି ବ୍ଲକ ଅନ୍ତର୍ଗତ 
ପଣ୍ଡକିଟାଲ -ପ୍ରାଥମିକ ବିଦ୍ୟାଳୟ ,  ସୋନପୁର ବ୍ଲକର ଲଛିପୁର-ପିଏଚସି, ଏବଂ ଉଲୁଣ୍ଡା ବ୍ଲକ ଅନ୍ତର୍ଗତ ଚଡ଼େଇଁପଙ୍କ-ଉପକେନ୍ଦ୍ର ଟୀକାକେନ୍ଦ୍ରରେ  ଟୀକାକରଣ ଚାଲୁରହିବ l  
ଉକ୍ତ ଦିନ ଗୁଡିକରେ ଟୀକା ର ତତ୍କାଳ ମହଜୁଦକୁ ଦୃଷ୍ଟିରେ ରଖି ସକାଳ 8 ଘଣ୍ଟା ରୁ 9 ଘଣ୍ଟା ମଧ୍ୟରେ 45 ବର୍ଷରୁ ଉର୍ଦ୍ଧ ଙ୍କୁ ପ୍ରଥମ ଡୋଜ ଟୀକାକରଣ ପାଇଁ  ଓ ଯୋଗ୍ୟ ହିତାଧିକାରୀଙ୍କୁ ଦ୍ଵିତୀୟ ଡୋଜ ଟୀକାକରଣ ନିମନ୍ତେ ଟୀକାକେନ୍ଦ୍ର ଠାରେ ବ୍ୟକ୍ତିଗତ ଟୋକନ ପ୍ରଦାନ କରାଯିବ, ଯେଉଁମାନେ ଟୋକନସଂଗ୍ରହ କରିଥିବେ ସେମାନେ  ନିର୍ଦ୍ଧାରିତ ସମୟରେ ଉଦ୍ଧିଷ୍ଟ ଟୀକାକରଣ କେନ୍ଦ୍ରକୁ ପହଂଚି ଟୀକା ଗ୍ରହଣ କରିବେ l ବିନା କୌଣସି ସୂଚନା ରେ ଟୀକାକେନ୍ଦ୍ର କୁ ଯାଇ ହଇରାଣ ନ ହେବା କିମ୍ବା କେନ୍ଦ୍ର ରେ ଅଯଥାରେ ଭିଡ଼ ନ କରିବାକୁ ସ୍ୱାସ୍ଥ୍ୟ ବିଭାଗ ତରଫରୁ ଅନୁରୋଧ କରାଯିବା ସହ ଯେତେବେଳେ ଯାହାର ପାଳି ଆସୁଛି ସେମାନେ କେବଳ କେନ୍ଦ୍ରକୁ ଆସିବାକୁ ପରାମର୍ଶ ଦିଆଯାଉଛି l ଏହି ଟୀକାକରଣ ସକାଳ 08 ରୁ ଅପରାହ୍ନ 12 ଘଂ ଓ ଅପରାହ୍ନ 03 ରୁ ସନ୍ଧ୍ୟା 06 ଘଣ୍ଟା ପର୍ଯ୍ୟନ୍ତ ଚାଲୁ ରହିବ l


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like