-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ରାଜ୍ୟ

ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କୁ ମିଳିଲା ଜାମିନ୍

01-Jun-2021



କଟକ,(ଦୀପକ କୁମାର ଷଡଙ୍ଗୀ):ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କୁ ସର୍ତ୍ତମୂଳକ ଜାମିନ୍ ପ୍ରଦାନ କରାଯାଇଛି । ତିନିଟି ମାମଲାରେ ତାଙ୍କୁ ହାଇକୋର୍ଟରୁ ଜାମିନ୍ ମିଳିଛି । ତିନୋଟି ମାମଲାରେ ଯଥାକ୍ରମେ ୬ ଲକ୍ଷ, ୫ ଲକ୍ଷ ଓ ୩ ଲକ୍ଷ ଟଙ୍କା ଜମା କରିବା ପରେ ଜାମିନ୍ ପାଇବେ ବୋଲି ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି ।
ଅର୍ଥ ନିମ୍ନ ଅଦାଲତରେ ଜମା କରାଯିବା ପରେ ମାମଲାରେ ଏତଲାକାରୀଙ୍କୁ ଟ୍ରାଏଲ ସମୟରେ ପ୍ରଦୀପ ପାଣିଗ୍ରାହୀଙ୍କ ବିରୋଧରେ ହୋଇଥିବା ମାମଲା ପ୍ରମାଣ କରିବାରେ ବିଫଳ ହୁଅନ୍ତି ତେବେ ରାୟର ସପ୍ତାହକ ମଧ୍ୟରେ ଟଙ୍କା ଫେରାଇ ଦିଆଯିବ ।
ଏଥିସହିତ ଗଣମାଧ୍ୟମରେ ମାମଲା ସଂକ୍ରାନ୍ତରେ କୌଣସି ମନ୍ତବ୍ୟ ଦେବେ ନାହିଁ ବୋଲି ସର୍ତ୍ତରେ ନିର୍ଦ୍ଧାରିତ ରହିଛି । ଦୁଇଲକ୍ଷ ଟଙ୍କା ଓ ଦୁଇ ଜାମିନଦାରଙ୍କ ସହିତ ସର୍ତ୍ତ ପୂରଣ କରିବାରେ ସକ୍ଷମ ହେଲେ ତାଙ୍କୁ ଜାମିନ୍ ପ୍ରଦାନ କରାଯିବ ବୋଲି କୁହାଯାଇଛି ।
ସୂଚନାଯୋଗ୍ୟ, ଟାଟା କମ୍ପାନୀରେ ଚାକିରୀ କରାଇଦେବା ନାଁରେ ଟଙ୍କା ଲୁଟ କରିଥିବା ଅଭିଯୋଗରେ ତାଙ୍କୁ କ୍ରାଇମବ୍ରାଞ୍ଚ ବିଭାଗ ଗିରଫ କରି ମାମଲାରେ ତଦନ୍ତ ଆରମ୍ଭ କରିଥିଲା ।


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like