-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

କୋଭିଡ-୧୯ ଆଳରେ ସାଧାରଣ ଗ୍ରାହକ ଙ୍କୁ ନିଜ ମନଇଚ୍ଛା ବ୍ୟାଙ୍କ ନିୟମ ଦର୍ଶାଇ ଶୋଷଣ ଅଭିଯୋଗ

02-Jun-2021



ଟିଟିଲାଗଡ,(ପ୍ରେରଣା ଖବର) :କୋଭିଡ-୧୯ ସରକାରୀ ନିୟମାନୁସାରେ ଜନସାଧାରଣଙ୍କୁ ସମସ୍ତ ପ୍ରକାର ସ୍ୱତନ୍ତ୍ର ବ୍ୟବସ୍ଥା ଗ୍ରହଣ କରିବା ପାଇଁ ସରକାରୀ ନିର୍ଦ୍ଦେଶ ଦିଆଯାଇଛି ।  ତେବେ ବ୍ୟାଙ୍କ କର୍ମଚାରୀଙ୍କ ମନୋମୁଖୀ ଓ ଖାମଖିଆଲ ମନୋଭାବ ସହ ଦାଇତ୍ୱହୀନତା ନେଇ ତୀଵ୍ର ଅସନ୍ତୋଷ ପ୍ରକାଶ ପାଇଛି । ପ୍ରକାଶ ଯେ, ଟିଟିଲାଗଡ ସହର ସ୍ଥିତ ତିନି ଗୋଟି ନିର୍ଦ୍ଦିଷ୍ଟ ବ୍ୟାଙ୍କ ଯଥା, ଷ୍ଟେଟବ୍ୟାଙ୍କ ମୁଖ୍ୟ ଶାଖା, ଇଣ୍ଡିଏନ ଓଭରସିଜ ବ୍ୟାଙ୍କ ଓ ୟୁକୋ ବ୍ୟାଙ୍କରେ ସ୍ବଳ୍ପ ସମୟ ମଧ୍ୟରେ ଗ୍ରାହକଙ୍କୁ ସମ୍ପୂର୍ଣ୍ଣ ସେବା ଯୋଗାଇ ଦିଆଯିବା ନିର୍ଦ୍ଦେଶ ଥାଇ ମଧ୍ୟ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ପାଇଁ ସରକାରୀ ନିର୍ଦ୍ଦେଶ ନ ଥାଇ ନାନା ଆଳରେ ସାଧାରଣ ଗ୍ରାହକଙ୍କୁ ନୁତନ ବ୍ୟାଙ୍କ ଆକାଉଣ୍ଟ ଖୋଲିବା,ଚେକ ବ୍ୟବସ୍ଥା, KYC ସହ ଟଙ୍କା ଆଦାନ,ପ୍ରଦାନ ନେଇ ଦୁର୍ଦ୍ଦଶାର ସମ୍ମୁଖୀନ ହେଉଛନ୍ତି । ଅଭିଯୋଗ ଅନୁଯାୟୀ ଟିଟିଲାଗଡ ମୁଖ୍ୟ ଷ୍ଟେଟବ୍ୟାଙ୍କ ଶାଖା ରେ  ବ୍ୟାଙ୍କ ଖାଲି ରହିବା ଓ ଭିଡ଼  ରହି ଥିବା ସମୟରେ ମୁଖ୍ୟ ଗେଟ ରେ ଥିବା ସିକୁରୀଟି ଗାର୍ଡ ଗ୍ରାହକଙ୍କୁ ଅପେକ୍ଷା କେରେଇ ଦୀର୍ଘ ସମୟ ପର୍ଯ୍ୟନ୍ତ ବିନା କୌଣସି କାରଣରେ ଠିଆ କରି ରଖlଇବା ସହ ସମୟ ନ ଥିବା କହି ବ୍ୟାଙ୍କ ବନ୍ଦ ହେବା ଦର୍ଶାଇ ଫେରାଇ ଦେବା ପରି  ଅଭିଯୋଗ ହୋଇଆସୁଛି । ସେହିପରି ମାର୍ଚ୍ଚ ମାସରେ ଅଡିଟ ଚାଲିବ କହି ଗ୍ରାହକଙ୍କୁ ଫେରାଇଦେବା ଓ ପରେ କୋଭିଡ-୧୯ ପାଇଁ ସମୟ କମ ଆଳ ଦେଖାଇବାରୁ ଅସନ୍ତୋଷ ବୃଦ୍ଧି ପାଉଛି । ସେହିପରି ଇଣ୍ଡିଏନ ଓଭରସିଜ ବ୍ୟାଙ୍କରେ ଅନୁରୂପ ଭାବେ ବାରମ୍ବାର ବ୍ୟାଙ୍କକୁ ଧାଇଁ ସୁଦ୍ଧା ଗ୍ରାହକଙ୍କୁ ଦୁର୍ବ୍ୟବହାର ଓ ଦାୟିତ୍ୱ ହୀନତା ନେଇ ଅସନ୍ତୋଷ ସୃଷ୍ଟି ହୋଇଛି । ପ୍ରକାଶ ଯୋଗ୍ୟ ଯେ,ଏହି ବ୍ୟାଙ୍କ ରେ ଗ୍ରାହକ ନିଜ ବ୍ୟାଙ୍କ ଆକାଉଣ୍ଟ ଖୋଲିବା ନିମନ୍ତେ ବାରମ୍ବାର ଧାଇଁ ସମସ୍ତ ଆବଶ୍ୟକ ମୁତାବକ କାଗଜପତ୍ର ଦାଖଲ କରିବା ସତ୍ୱେ ଜନ୍ମପ୍ରମାଣ ପତ୍ର ଦେବା ନିତାନ୍ତ ଆବଶ୍ୟକ ବୋଲି ପୂର୍ବରୁ ନ ଜଣାଇ ଶେଷ ପର୍ଯ୍ୟାୟରେ ସନ୍ଧ୍ୟା ବାଗ ନାମ୍ନୀ ଯୁବତୀଙ୍କୁ ଓ ତାଙ୍କ ସମ୍ପର୍କୀୟ ଙ୍କୁ ଦୁର୍ବ୍ୟବହାର ସହ ଗାଳିଗୁଲଜ କରାଯାଇଥିବା ଅଭିଯୋଗ ହୋଇଛି  । ସେହିପରି ବିଗତ ଦିନରେ କର୍ପୋରେସନ ବ୍ୟାଙ୍କ ର କିଛି କର୍ମଚାରୀ କରୋନାରେ  ଆକ୍ରାନ୍ତ  ହେବା ଯୋଗୁଁ ମା ସାଧିକ କାଳ ବନ୍ଦ ରହିଥିବା ବେଳେ ଏବେ ବ୍ୟାଙ୍କ ଖୋଲା ରହିବା ନିୟମର

ଖିଲାପ କରି ଭିତରେ ମାତ୍ର କିଛି ନିର୍ଦିଷ୍ଟ କର୍ମଚାରୀ ଆସି ରହି ଭିତରୁ ଗେଟ ବନ୍ଦ ରଖି ଚାଲିଯିବା ଯୋଗୁଁ ଗ୍ରାହକ ଅକଥନୀୟ ଦୁର୍ଦ୍ଦଶାର ଶିକାର ହେଉଥିବା ଅଭିଯୋଗ ହୋଇଆସୁଛି । ଅପରପକ୍ଷରେ ସ୍ଥାନୀୟ ୟୁକୋ ବ୍ୟାଙ୍କ ଶାଖାରେ ନୂତନ ଆକାଉଣ୍ଟ ଖୋଲିବାରେ ଅବହେଳା ସହ ଚେକ ଡ଼ିପୋଜିଟ ପରେ ମଧ୍ୟ ଟଙ୍କା ପାଇଁମାସ ମାସ ଧରି ଅପେକ୍ଷା କରି ନିରାଶ ହୋଇ ଆସିବା ଓ ଏହି ବ୍ୟାଙ୍କ ରେ କର୍ମଚାରୀ ଜାଣି,ଶୁଣି କିଛି ତ୍ରୁଟି ବାହାର କରି ଗ୍ରାହକଙ୍କୁ ସୂଚନା ନଦେଇ ଅବା ମୋବାଇଲ ମେସେଜ ନ କରି ବଲାଙ୍ଗୀର ଚେକ ଯିବ ସେଠୁ ଆସିବ କହି ଚେକ ବାଉନସ୍  ଦର୍ଶାଇ ଉଭୟ ପକ୍ଷରୁ ଅର୍ଥ ଆଦାୟ କରି ହଇରାଣ କରିବା ପରି ଗୁରୁତର ଅଭିଯୋଗ ହୋଇ ଆସୁଛି । ଏ ନେଇ କୋଭିଡ-୧୯ ସମୟରେ  ସାଧାରଣ ଗ୍ରାହକ କିପରି ଉପଯୁକ୍ତ ବ୍ୟାଙ୍କ ସେବା ପାଇ ପାରିବେ ସେ ଦିଗରେ ତୁରନ୍ତ ଉଚ୍ଚ ବିଭାଗୀୟ ଅଧିକାରୀ ଦୃଷ୍ଟି ଦେବା ସହ  ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ନିମନ୍ତେ ବିଭିନ୍ନ ମହଲରେ ଦାବୀ ପ୍ରକାଶ ପାଇଛି ।


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like