-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ସମଗ୍ର କନ୍ଧମାଳରେ କାଳ ବୈଶାଖିର କରାଳ ରୂପ : ନିଶ୍ଚିତ ମୃତ୍ୟୁ ମୁଖରୁ ବର୍ତ୍ତିଲେ ଏକ ପରି ବାରର ୪ ସଦସ୍ୟ

01-Jun-2021



ବାଲିଗୁଡା,(ପ୍ରେରଣା ଖବର ବ୍ୟୁରୋ): ସମଗ୍ର କନ୍ଧମାଳ ଜିଲାରେ କାଳ ବୈଶାଖିର କରାଳ ରୂପ  କରୋନାରୁ ବଳି ପଡିଛି। ଏହାର ପ୍ରଭାବ ସମଗ୍ର ଜିଲାର ପ୍ରାୟ ଅଞ୍ଚଳରେ ଦେଖାଯାଇଥିବା ବେଳେ ପ୍ରବଳ ପବନ ସହିତ ବର୍ଷା ଯୋଗୁଁ ସାଧାରଣ ଜନ ଜୀବନ ଏକ ପ୍ରକାର ବ୍ୟତିବ୍ୟସ୍ତ ହୋଇ ପଡିଥିଲା। ତେବେ ସହରାଞ୍ଚଳ ମାନଙ୍କ ଅପେକ୍ଷା ଗ୍ରାମାଞ୍ଚଳ ମାନଙ୍କରେ ଏହାର ପ୍ରଭାବ ଅଧିକ ମାତ୍ରାରେ ଦେଖାଯାଇଥିଲା। ବିଭିନ୍ନ ସ୍ଥାନରେ ଗଛପଡ଼ି ରାସ୍ତା ଅବରୋଧ ହୋଇଥିବା ବେଳେ ଘରଦ୍ୱାରା ମଧ୍ୟ ଭାଙ୍ଗିରୁଜି ଯାଇଛି। ତେବେ କନ୍ଧମାଳ ଜିଲାର କ.ନୂଆଗାଁ ବ୍ଳକର ବିଭିନ୍ନ ଅଞ୍ଚଳରେ କାଳ ବୈଶାଖିର ତାଣ୍ଡବ ସମସ୍ତଙ୍କୁ  ଚକିତ କରିଥିଲା। ଏହି ବ୍ଳକ ଅନ୍ତର୍ଗତ ମହାସିଙ୍ଗି ପଞ୍ଚାୟତ ରେ କେବଳ ୧୫୦ରୁ ଉର୍ଦ୍ଧ ଘର ଭାଙ୍ଗି ଯାଇଥିବାର ଖବର ମିଳିଛି। ସୂଚନା ପ୍ରକାରେ , କାଳବୈଶାଖି ପ୍ରଭାବରେ ପ୍ରବଳ ବର୍ଷା ସହିତ ଘଡ଼ଘଡ଼ି ଓ ପବନ ଯୋଗୁଁ ଡ଼ାମିସାହି , ତେଲିସାହି , ପାଟଖଣ୍ଡା ସାହି , କର୍ଣ୍ଣାଟପୁର ସାହି ଆଦିରେ ପ୍ରାୟ ୭୦ଟି ଘରର ଆଜବେଷ୍ଟସ  ଉଡ଼ିଯାଇଛି। ଗ୍ରାମବାସୀ ମାନଙ୍କ ମଧ୍ୟରେ ବିଳମ୍ବି ରାତ୍ରରେ କୋକୁଆ ଭୟ ସୃଷ୍ଟି କରିଥିଲା। ସେହିଭଳି କୁଡ଼ୁପାକିଆ , ସିର୍ତ୍ତିଗୁଡା  , ବଣଗୁଡ଼ା ଆଦି ପଞ୍ଚାୟତ ରେ ମଧ୍ୟ ଏହାର ପ୍ରଭାବରେ ପ୍ରାୟ ୯୦ଟି ଘର ଭାଙ୍ଗି ପଡ଼ିଥିବାର ଖବର ମିଳିଛି। ତେବେ ଏହାର ପ୍ରଭାବରେ କର୍ଣ୍ଣାଟପୁର ସାହିର ଧର୍ମେନ୍ଦ୍ର  ଦିଗାଲଙ୍କ ସ୍ତ୍ରୀ ଓ ତିନିଛୁଆ ଘରେ ଶୋଇଥିବା ବେଳେ ଏକ ଜାମୁକୋଳି ଗଛ ଘର ଉପରେ ପଡ଼ିଯାଇଥିଲେ ମଧ୍ୟ ପରିବାରର ୪ ଜଣ ସଦସ୍ୟ ଅଳ୍ପକେ ବର୍ତ୍ତି ଯାଇଛନ୍ତି। ଖବର ପାଇ କ. ନୂଆଗାଁ  ତହସିଲ୍‍ଦାର ମନୋଜ କୁମାର ଦେବଦତ୍ତ , ବାଲିଗୁଡ଼ା ବିଧାୟକ ଚକ୍ରମଣି କହଁର , ଆର୍‍.ଆଇ ଶୁଭଶ୍ରୀ ପ୍ରିୟଦର୍ଶନୀ ସାହୁ ,ସରପଞ୍ଚ  ନୀଳିମା ମଲିକ ଓ ଅନ୍ୟମାନେ କ୍ଷତିଗ୍ରସ୍ତ ଅଞ୍ଚଳକୁ ଗସ୍ତ କରି କ୍ଷୟକ୍ଷତିର ଆକଳନ କରିବା ସହିତ ପିଡ଼ିତ ପରିବାରକୁ ସାକ୍ଷାତ କରି ତୁରନ୍ତ ସରକାରୀ ସହାୟତା ପ୍ରଦାନ କରାଯିବ ବୋଲି ପ୍ରତିଶୃତି ଦେଇଛନ୍ତି। ତେବେ ଅନେକ ପରିବାର ବେଘର ହୋଇପଡିଥିବା ଯୋଗୁଁ ସେମାନେ ଆଖ ପାଖରେ ଥିବା ପଡୋଶୀ ଘର ମାନଙ୍କରେ ଆଶ୍ରୟ ନେଇଥିବା ଜଣାପଡିଛି l


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like