-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ଜିଲ୍ଲାରେ ବୁଲିଲା ସଚେତନତା ରଥ- କୋଭିଡ ସଚେତନତା ରଥର ଶୁଭାରମ୍ଭ କଲେ ସୁବର୍ଣ୍ଣପୁର ଜିଲ୍ଲାପାଳ

02-Jun-2021



*ସୁବର୍ଣ୍ଣପୁର,(ମନୋରଞ୍ଜନ ତ୍ରିପାଠୀ) :ସୁବର୍ଣ୍ଣପୁର ଜିଲ୍ଲା ପ୍ରଶାସନ ଓ ସ୍ବେଛାସେବୀ ଅନୁଷ୍ଠାନ ଏକସନଏଡ଼ ର ମିଳିତ ଆନୁକୂଲ୍ୟରେ ଜିଲ୍ଲାର ଗ୍ରାମ୍ୟଞ୍ଚଳ ରେ ସାମ୍ପ୍ରତିକ କରୋନା ସଂକ୍ରମଣ କୁ ପ୍ରତିହତ କରିବା ନିମନ୍ତେ  ସୁବର୍ଣ୍ଣପୁର ଜିଲ୍ଲାପାଳ ଶ୍ରୀମତୀ ମୋନିଷl ବାନାର୍ଜୀ କୋଭିଡ  ସଚେତନତା ରଥକୁ ସବୁଜ ପତାକା ପ୍ରଦର୍ଶନ ପୂର୍ବକ ଶୁଭାରମ୍ଭ କରିଛନ୍ତି l କୋଭିଡ କଟକଣା ମଧ୍ୟରେ  ଏହି କାର୍ଯ୍ୟକ୍ରମ ଆଜି ପୂର୍ବାହ୍ନ 10-30 ମି ସମୟରେ ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି l ଏହି ସଚେତନତା ରଥ ଜିଲ୍ଲାର ବୀରମହାରାଜପୁର,ସୋନପୁର, ତରଭା,ଉଲୁଣ୍ଡା ଓ ବିନିକା ବ୍ଲକ ର ବିଭିନ୍ନ ଗ୍ରାମ ପରିକ୍ରମା କରି ଜନସାଧାରଣଙ୍କୁ ସରକାରଙ୍କ କୋଭିଡ ମାର୍ଗଦର୍ଶିକାର ଅନୁପାଳନ ତଥା କୋଭିଡ ସମ୍ୱନ୍ଧୀୟ ସଚେତନତା କରିବ l ଏହି ଅଭିଯାନ ରଥ ବିଭିନ୍ନ ବ୍ଲକର ଗ୍ରାମ୍ୟଞ୍ଚଳ ପରିକ୍ରମା ସମୟରେ ସ୍ବେଛାସେବୀ ଅନୁଷ୍ଠାନ ରେଆର- ସୋନପୁର, ଗ୍ରାମ ଉତଥାନ-ଉଲୁଣ୍ଡା, ହେଲ୍ପ ଟୁ ଅଦର-ବିନିକା, ଏସଏସଆଇୱାଇଏ -ବୀରମହାରାଜପୁର, ଯୁବ ମହାସଂଘ -ଉଲୁଣ୍ଡା, ଜିଲ୍ଲା ଚାଇଲଡ ଲାଇନ ର  ସଭ୍ୟ -ସଭ୍ୟା ପ୍ରଭୁତି ସଚେତନତା କାର୍ଯ୍ୟକ୍ରମ ରେ ପ୍ରତ୍ୟକ୍ଷ  ସାମିଲ ରହି ପରିଚାଳନା କରିବେ l ଏହି ମହତ କାର୍ଯ୍ୟରେ ସ୍ବେଛାସେବୀ ଅନୁଷ୍ଠାନ ର କର୍ମକର୍ତ୍ତା ଙ୍କ ସ୍ୱତଃଯୋଗଦାନ ପାଇଁ ଜିଲ୍ଲାପାଳ ଶ୍ରୀମତୀ ବାନାର୍ଜୀ ସମସ୍ତଙ୍କୁ ଧନ୍ୟବାଦ ଜଣାଇବା ସହ ଏହା ଜିଲ୍ଲାରେ କରୋନା ସଂକ୍ରମଣ କୁ ରୋକିବାରେ ସହାୟ ହେବବୋଲି କହିଛନ୍ତି l ଆଜିର ଏହି ଶୁଭ ମୁହୁର୍ତରେ କାର୍ଯ୍ୟକ୍ରମ ପରିଚାଳକ  -ଏକସନଏଡ଼ ଶ୍ରୀ ଘାସିରାମ ପଣ୍ଡା, ସମ୍ପାଦକ- ରେଆର ଅନଙ୍ଗ ନେଗୀ,ସଭାପତି-ସିୟା, ଶ୍ରୀ ସୁଦାମ ଗାଏଗରୀଆ, ଗ୍ରାମ ଉତଥାନ, ହେଲ୍ପ ଟୁ ଅଦର, ୟୁବ ମହାସଂଘ ର କର୍ମକର୍ତ୍ତା ଲକ୍ଷ୍ମଣ ସା, ସୁଶାନ୍ତ ଭୋଇ, ଗତିକୃଷ୍ଣ ମିଶ୍ର, ଅମ୍ବୁଜ ବିହାରୀ ଶତପଥୀ, ସ୍ୱାଧୀନ କୁମାର ମେହେର, ମହେଶ ପୁରୋହିତ  ଉପସ୍ଥିତ ରହିଥିବା ବେଳେ ଅନ୍ୟ ମାନଙ୍କ ମଧ୍ୟରେ ଜିଲ୍ଲା ସଂଯୋଜକ ଏକସନଏଡ଼-ରାକେଶ ପ୍ରଧାନ, ଜିଲ୍ଲା ଜରୁରୀ ଅଧିକାରୀ ମୁକ୍ତେଶ୍ଵର ପାଣିଗ୍ରାହୀ, ଜିଲ୍ଳା ସ୍ୱଳ୍ପ ସଂଚୟ ଅଧିକାରୀ ହରିଚରଣ ମିଶ୍ର, ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଅଶ୍ବିନୀ କୁମାର ଭୋଇ  ପ୍ରମୁଖ ଉପସ୍ଥିତ ଥିଲେ l


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like