-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||     

HOME   ଜିଲ୍ଲା

ବଲାଙ୍ଗିର: ବନ ବିଭାଗର ଅବ୍ୟବସ୍ଥା ଓ ଦୁର୍ନୀତିକୁ ନେଇ ବରିଷ୍ଠ କଂଗ୍ରେସ ନେତାଙ୍କ ଦାବିପତ୍ର ପ୍ରଦାନ

02-Jun-2021



ବଲାଙ୍ଗିର,(ପ୍ରେରଣା ଖବର)- ବଲାଙ୍ଗିର ବନ ବିଭାଗରେ କାର୍ଯ୍ୟରତ ଶତାଧିକ ଅସ୍ଥାୟୀ କର୍ମଚାରୀମାନଙ୍କ ବର୍ଷ ବର୍ଷ ଧରି ଇପିଏଫ୍ ଏବଂ ଇଏସ୍‌ଆଇ ଦେୟ ସଂପୃକ୍ତ ବିଭାଗରେ ଦାଖଲ କରାନଯିବା ଏବଂ ବ୍ୟାପକ ଅନିୟମିତତାକୁ ନେଇ ବରିଷ୍ଠ କଂଗ୍ରେସ ନେତା ଅସୀମ ପଟ୍ଟନାୟକ ତୀବ୍ର ଅସନ୍ତୋଷ ପ୍ରକାଶ କରି ଏକ ତିନି ଦଫା ସମ୍ବଳିତ ଦାବିପତ୍ର ବଲାଙ୍ଗିର ଡିଏଫ୍‌ଓଙ୍କୁ ପ୍ରଦାନ କରିଛନ୍ତି । ସୂଚନାଯୋଗ୍ୟ ଯେ, ବଲାଙ୍ଗିର ବନ ବିଭାଗରେ ଚାଲିଥିବା ଘୋର ଅବ୍ୟବସ୍ଥା, ଅନିୟମିତତା ତଥା ଅସ୍ଥାୟୀ ବନ କର୍ମଚାରୀମାନଙ୍କ ବୃତ୍ତିଗତ ସୁରକ୍ଷାକୁ ନେଇ ବିଭିନ୍ନ ଗଣମାଧ୍ୟମରେ ଖବର ପ୍ରକାଶିତ ହେବା ପରେ ଶ୍ରୀ ପଟ୍ଟନାୟକ ଏହାକୁ ନେଇ ଗଭିର ଉଦ୍‌ବେଗ ପ୍ରକାଶ କରିଛନ୍ତି । 
    ଉପରୋକ୍ତ ଦାବିପତ୍ରରେ ଅସ୍ଥାୟୀ ବନକର୍ମଚାରୀମାନଙ୍କ ଇପିଏଫ୍ ତଥା ଇଏସ୍‌ଆଇ ଅର୍ଥକୁ ସପୃକ୍ତ ବିଭାଗ ଗୁଡିକରେ ତୁରନ୍ତ ଦାଖଲ କରିବା ପାଇଁ ଉଲ୍ଲେଖ କରିବା ସହିତ ଦିର୍ଘବର୍ଷ ଧରି କାର୍ଯ୍ୟରତ କର୍ମଚାରୀମାନଙ୍କୁ ଅସ୍ଥାୟୀ ନିଯୁକ୍ତି ପ୍ରମାଣପତ୍ର ପ୍ରଦାନ କରାଯିବା ଦାବି କରିଛନ୍ତି । ଏଥି ସହିତ ବର୍ଷ ବର୍ଷ ଧରି ଅନିୟମିତତା କରି କର୍ମଚାରୀମାନଙ୍କ କୋଟି କୋଟି ଟଙ୍କା ହଡପ କରିଥିବା ସଂପୃକ୍ତ ଠିକା ସଂସ୍ଥା ଏବଂ କିଛି ଅସାଧୁ ବିଭାଗୀୟ କର୍ମଚାରୀଙ୍କ ବିରୁଦ୍ଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ ନିମନ୍ତେ ଦୃଢ ଦାବି କରିଛନ୍ତି । ଏ ଦିଗରେ ବିଭାଗୀୟ ନିଷ୍କ୍ରିୟତା ବା ଉଦାସୀନତା ପ୍ରକାଶ କରାଗଲେ ଆଗାମୀ ଦିନରେ ସ୍ଥାନୀୟ ବନବିଭାଗ କାର୍ଯ୍ୟାଳୟକୁ ଘେରାଓ କରାଯିବା ସହିତ ଅଚଳ କରି ଦିଆଯିବ ବୋଲି ଶ୍ରୀ ପଟ୍ଟନାୟକ ଚରମ ପତ୍ର ଦେଇଛନ୍ତି । ଏହି କାର୍ଯ୍ୟକ୍ରମରେ ବରିଷ୍ଠ କଂଗ୍ରେସ ନେତା ଭୁବନାନନ୍ଦ ସୁନା ଏବଂ ଶ୍ରମିକ ନେତା ଉମେଶ ପ୍ରଧାନ ଉପସ୍ଥିତ ଥିଲେ । 


News Comment




Photo in News

Advertisment
Lastest News
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026

You Might Also Like