-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||     

HOME   ଜିଲ୍ଲା

ଟିକା ପାଇଁ ଗ୍ଲୋବାଲ ଟେଣ୍ଡରରେ ସରକାରଙ୍କ ଆନ୍ତରିକତା ନାହିଁ - ନରସିଂହ, ‘ବଲାଙ୍ଗିର ଡାକ୍ତରଖାନାମାନଙ୍କର ଖାଲି ଥିବା ସମସ୍ତ ପଦବି ପୁରଣ କରାଯାଉ’

02-Jun-2021



ବଲାଙ୍ଗିର, (ପ୍ରେରଣା ଖବର)- କରୋନା ଟିକା କିଣାକୁ ନେଇ ରାଜ୍ୟ ସରକାରଙ୍କ ଗ୍ଲୋବାଲ ଟେଣ୍ଡର ଏକ ପ୍ରହସନ ବୋଲି ପ୍ରମାଣିତ ହୋଇଯାଇଛି । ଏଥିରେ ଆନ୍ତରିକତା କମ ଲୋକ ଦେଖାଣିଆ ବେଶିି ଅଛି । ମୁଖ୍ୟମନ୍ତ୍ରୀ ନବିନ ପଟ୍ଟନାୟକ ମଧ୍ୟ ଧିରେ ଧିରେ  ପ୍ରଧାନମନ୍ତ୍ରୀ ମୋଦିଙ୍କ ଫମ୍ପା ଭାଷଣକୁ ଅନୁକରଣ କରିବାକୁ ଯାଉଛନ୍ତି । ପ୍ରଧାନମନ୍ତ୍ରୀ ମୋଦି ଯେପରି କରୋନା ଟିକା, କରୋନା ଓ ତାର ଚିକିତ୍ସାକୁ ନେଇ ମିଥ୍ୟା ଭାଷଣ ଦେଇ ପରେ ଲୋକ ହସା ହେଉଛନ୍ତି ଆମ ରାଜ୍ୟର ମୁଖ୍ୟମନ୍ତ୍ରୀ ସେଭଳି ନ ହୁଅନ୍ତୁ ବୋଲି ବଲାଙ୍ଗିର ବିଧାୟକ ତଥା ରାଜ୍ୟ ବିଧାନସଭାରେ କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର ଏକ ପ୍ରେସ ବିବୃତ୍ତି ମାଧ୍ୟମରେ ବିଷୋଦଗାର କରିଛନ୍ତି । ସେ ଆହୁରି ମଧ୍ୟ କହିଛନ୍ତି ରାଜ୍ୟ ସରକାର ଜାଣିଶୁଣି କରୋନା ଟିକା କିଣାକୁ ନେଇ ଗ୍ଲୋବାଲ ଟେଣ୍ଡର ନାଁରେ ଲୋକଙ୍କୁ ଭ୍ରମିତ କରୁଛନ୍ତି । ଯଦି ଏହା କେନ୍ଦ୍ର ବିନା ଅନୁମୋଦନ କିମ୍ବା ଅନୁମତିରେ ହୋଇପାରିବ ନାହିଁ ତେବେ ରାଜ୍ୟ ସରକାର ଗ୍ଲୋବାଲ ଟେଣ୍ଡର କରିବା କିଛି ମାନେ ନାହିଁ । ପ୍ରେସ ବିବୃତ୍ତି ମାଧ୍ୟମରେ ସେ ଏହା ମଧ୍ୟ ଜଣାଇଛନ୍ତି ଯେ ବଲାଙ୍ଗିର ଜିଲ୍ଲାର ୧୮ ରୁ ୪୫ ବୟସ ଭିତରେ ଥିବା ଯୁବକ ଯୁବତିମାନଙ୍କୁ ଟିକାର ବ୍ୟବସ୍ଥା କରିବା ପାଇଁ ସ୍ୱାସ୍ଥ୍ୟ ସଚିବଙ୍କ ସହିତ ଆଲୋଚନା କରିଛନ୍ତି । ସ୍ୱାସ୍ଥ୍ୟ ସଚିବ ବହୁ ଶିଘ୍ର ବଲାଙ୍ଗିରରେ ଏହି ବୟସ ବର୍ଗର ଲୋକଙ୍କ ପାଇଁ ଟିକା କାର୍ଯ୍ୟକ୍ରମ କରାଯିବ ବୋଲି ନିର୍ଭର ପ୍ରତିଶୃତି ଦେଇଛନ୍ତି । କରୋନା ଯୋଗୁଁ ସ୍ୱାସ୍ଥ୍ୟ ଭିତ୍ତିଭୂମିରେ ତଥା ଜିଲ୍ଲାରେ ସ୍ୱାସ୍ଥ୍ୟ ବିଭାଗୀୟ ମାନବ ସମ୍ବଳର ଘୋର ଅଭାବ ଥିଲେ ହେଁ ପ୍ରଥମ ଲହରରେ ଛଟେଇ ହୋଇଥିବା ସ୍ୱାସ୍ଥ୍ୟ କର୍ମୀମାନଙ୍କୁ ଜିଲ୍ଲାରେ ପୁନଃ ନିଯୁକ୍ତି ନ ଦେବା ଦୁଃଖର ବିଷୟ । ଜିବନ ସହ ଜିବିକା ବଞ୍ôଚବା ଦରକାର କିନ୍ତୁ ରାଜ୍ୟ ସରକାର ଦୁଇ ବର୍ଷ ହେଲା କରୋନା କଟକଣା ହେଉ କି କିଛି ଅନ୍ୟ ବାହାନାରେ ନିର୍ବାଚନ ମଣ୍ଡଳିରେ ଚାଲିଥିବା ବିକାଶମୂଳକ କାର୍ଯ୍ୟର ସମ୍ପୁର୍ଣ୍ଣ କରୁନାହାନ୍ତି । ଏପରିକି ଅନେକ ପ୍ରସ୍ତାବିତ ପ୍ରକଳ୍ପ ପାଇଁ ପଇସା ଆସୁନାହିଁ । ତେବେ ଏଠିକାର ଲୋକଙ୍କ ଜିବିକା ଚଳିବ କିପରି । ଅଞ୍ଚଳର ବିକାଶ ହେବ କେମିତି ବୋଲି ଶ୍ରୀ ମିଶ୍ର କ୍ଷୋଭର ସହ କହିଛନ୍ତି । ଏହି ମର୍ମରେ ସେ ବଲାଙ୍ଗିର ପ୍ରତି ରାଜ୍ୟ ସରକାର ବୈମାତୃକ ମନୋଭାବ ପୋଷଣ କରୁଛନ୍ତି ବୋଲି ସରକାରଙ୍କ ଉପରେ ଆରୋପ ଲଗାଇବା ସହ ବଲାଙ୍ଗିରରେ ନିର୍ମାଣଧିôନ ବିଭିନ୍ନ ପ୍ରକଳ୍ପ ଶୀଘ୍ର ସମାପନ, ପ୍ରସ୍ତାବିତ ପ୍ରକଳ୍ପ ପାଇଁ ଅନୁଦାନ ମଞ୍ଜୁରି, ସ୍ୱାସ୍ଥ୍ୟ ଭିତ୍ତିଭୂମି ପୁର୍ନଗଠନ ତଥା ଡାକ୍ତରଖାନାମାନଙ୍କରେ ଖାଲି ଥିବା ଡାକ୍ତର ପଦବି ପୁରଣ ଓ ସ୍ୱାସ୍ଥ୍ୟକର୍ମୀମାନଙ୍କ ପୁନଃ ନିଯୁକ୍ତି ଦାବି କରିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026

You Might Also Like