-+91-9937148622 |

prerana_bgr@rediffmail.com |

  Monday 9th March 2026 |

| | | |

R.N.I. Regd No. ODIODI/2010/46693

Breaking News

ଜେଏସଏମ କଲେଜରେ ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ    (09-Mar-2026)       ||      ଆନ୍ତର୍ଜାତୀୟ ମହିଳା ଦିବସରେ ଲେଣ୍ଡା ଗ୍ରାମର ସୁଲୋଚନା ମିଶ୍ର ସମ୍ବର୍ଦ୍ଧିତ   (08-Mar-2026)       ||      ଅବସରପ୍ରାପ୍ତ ଶିକ୍ଷକ ଯଜ୍ଞେଶ୍ବର ପାଣିଗ୍ରାହୀଙ୍କ ପରଲୋକ    (08-Mar-2026)       ||      ରାଜ୍ୟରେ ସାମ୍ବାଦିକ ସୁରକ୍ଷା ଆଇନ ଯଥାଶୀଘ୍ର କାର୍ଯ୍ୟକାରୀ କରାଯିବା ଉଚିତ    (08-Mar-2026)       ||      ଆନ୍ତର୍ଜାତିକ ମହିଳା ଦିବସ ପାଳିତ    (08-Mar-2026)       ||      ଉତ୍କଳ ମହିଳା ବିକାଶ ପରିଷଦ ପକ୍ଷରୁ ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ    (08-Mar-2026)       ||      ଅଖିଳ ଭାରତୀୟ ଗ୍ରାହକ ପଞ୍ଚାୟତ ବଲାଙ୍ଗିର ମହିଳା ସମିତି ର ଆନ୍ତର୍ଜାତିକ ମହିଳା ଦିବସ ପାଳନ    (08-Mar-2026)       ||      ଅଖିଳ ଭାରତୀୟ ଗ୍ରାହକ ପଞ୍ଚାୟତ ବଲାଙ୍ଗିର ମହିଳା ସମିତି ର ଆନ୍ତର୍ଜାତିକ ମହିଳା ଦିବସ ପାଳନ    (08-Mar-2026)       ||      ବିନିକା ଗୋକୁଳାଷ୍ଟମୀ ମହୋତ୍ସବ ସମ୍ପାଦକଙ୍କ ପରଲୋକ   (08-Mar-2026)       ||      ତହଁକ୍ ତିହାର୍ ଉଦଯାପିତ   (08-Mar-2026)       ||      ଲୋୟର ସୁକତେଲ ଡ୍ୟାମ ଅଂଚଳର ସାମଗ୍ରିକ ଉନ୍ନତି ପାଇଁ ୧୨ଟି ପ୍ରସ୍ତାବ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ପ୍ରଦାନ   (08-Mar-2026)       ||      ଅନ୍ତର୍ଜାତୀୟ ମହିଳା ଦିବସରେ ବିଏମ୍ ସିର ଗଣଦୌଡ♦️ “ମହିଳାମାନଙ୍କ ଶକ୍ତି ସୁରକ୍ଷା ବଳୟରେ ପରିଣତ ହେଉ”-ବାଚସ୍ପତି   (08-Mar-2026)       ||      ୱାର୍ଲଡ ଓଡ଼ିଶା ସୋସାଇଟି ଦ୍ୱାରା ଦିଲ୍ଲୀରେ ଶକ୍ତି ଉତ୍ସବ ଆୟୋଜିତ   (08-Mar-2026)       ||      ନୂଆପଡ଼ା ଜିଲ୍ଲା ପ୍ରଶାସନ ପକ୍ଷ ରୁ ଆନ୍ତର୍ଜାତିକ ମହିଳା ଦିବସ ପାଳିତ,   (08-Mar-2026)       ||      ଗୀତିନାଟ୍ୟ ‘ଅଭିମନ୍ୟୁ ବଧ’ ଭୁବନେଶ୍ୱର ସ୍ଥିତ ରବୀନ୍ଦ୍ରମଣ୍ଡପ ରେ ମଞ୍ଚସ୍ଥ   (08-Mar-2026)       ||      ୧୪-୧୫ ବର୍ଷୀୟ କିଶୋରୀମାନଙ୍କ ପାଇଁ ଦେଶବ୍ୟାପୀ ଏଚ୍‌ପିଭି ଟୀକାକରଣ କାର୍ଯ୍ୟକ୍ରମର ଶୁଭାରମ୍ଭ   (07-Mar-2026)       ||      ଓଡ଼ିଆ ଚଳଚ୍ଚିତ୍ର "ଲାଇନବାଲା"ର ପୋଷ୍ଟର ଉନ୍ମୋଚନ ଓ ଟିଜର ରିଲିଜ୍   (07-Mar-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ସମୀକ୍ଷା ବୈଠକ    (07-Mar-2026)       ||      ସଶକ୍ତ ମହିଳାଙ୍କ ସମର୍ପଣର ପର୍ବ ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ   (07-Mar-2026)       ||      ସର୍ବଭାରତୀୟ ସିଭିଲ ସର୍ଭିସ ପରୀକ୍ଷାରେ  ୧୦୦ ତମ ସ୍ଥାନ ହାସଲ କରିଥିବା ସାତ୍ତ୍ୱିକ ସତ୍ୟକାମଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ   (07-Mar-2026)       ||     

HOME   ରାଜ୍ୟ

କୋଭିଡ ଗାଇଡ଼ ଲାଇନ ମାନିକରି ଗୋଶାଣୀ ମେଳଣ ଅନୁଷ୍ଠିତ ହେବାନେଇ ଗୁରୁତ୍ୱପୂର୍ଣ୍ଣ ସମୀକ୍ଷା ବୈଠକ

23-Oct-2020



ଚଳିତ ବର୍ଷ ଶ୍ରୀ କ୍ଷେତ୍ର ପୁରୀ ରେ କୋଭିଡ ଗାଇଡ଼ ଲାଇନ ମାନିକରି ଗୋଶାଣୀ ମେଳଣ ଅନୁଷ୍ଠିତ ହେବାନେଇ ଆଜି ଏକ ଗୁରୁତ୍ୱପୂର୍ଣ୍ଣ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି । ସାତ ସାହି କମିଟି ସହିତ ଜିଲ୍ଲାପାଳ, ଏସପି ଓ ପ୍ରଶାସନିକ ଅଧିକାରୀ ମାନେ ବୈଠକ ରେ ସମୀକ୍ଷା କରିଥିବାବେଳେ ଶୃଙ୍ଖଳିତ ଭାବେ ବିନା ଭକ୍ତ ରେ ଆସନ୍ତା ମଙ୍ଗଳ ଵାର 27 ତାରିଖ ଦିନ ଗୋଶାଣୀ ମେଳଣ ଅନୁଷ୍ଠିତ ହେବା ନେଇ ଧର୍ଯ୍ୟ କରାଯାଇଛି। କୋଭିଡ ସମସ୍ୟା କୁ ଦୃଷ୍ଟି ରେ ରଖି ପରମ୍ପରା ଭୀତ୍ତିରେ ଦୁର୍ଗାଉତ୍ସବ ଓ ଗୋଶାଣୀ ମେଳଣ ସିଂହଦ୍ୱାର ରେ କରାଇବା ନେଇ ଧାର୍ଯ୍ୟ ହୋଇଥିବାବେଳେ 15 ପ୍ଲାଟୁନ ପୋଲିସ ଫୋର୍ସ ଏଥିରେ ନିଯୋଜିତ ହେବେ।ଵିଧି ମୁତାବକ ସମସ୍ତ ଗୋଶାଣୀ ମେଢ଼ ସିଂହଦ୍ୱାର ସମ୍ମୁଖ ରେ ଏକତ୍ରିତ ହେବା ପରେ ଶ୍ରୀମନ୍ଦିର ରେ ଏକାଦଶୀ ମହାଦୀପ ଉଠିବା ସହ ମେଢ଼ ଗୁଡିକୁ ମଙ୍ଗଳା ଘାଟ ରେ ବିନା ଯାକ ଯମକ ପଟୁଆରରେ ଶୃଙ୍ଖଳିତ ଭାବେ ନେଇକରି ବିସର୍ଜନ କରାଯିବ।ସେହି ଦିନ କୌଣସି ବି ଭକ୍ତ ଶ୍ରଦ୍ଧାଳୁ ଙ୍କୁ ବଡ ଦାଣ୍ଡ ର ଗୋଶାଣୀ ମେଳଣ ସ୍ଥାନକୁ ଛଡା ଜିବ ନାହିଁ। ପ୍ରଶାସନ ର ଏପରି ନିଷ୍ପତି କୋଭିଡ ମହାମାରୀ କୁ ନେଇ କରାଯାଇଥିବା ବେଳେ ପୁରୀ ବାସି ଓ ଜନ ସାଧାରଣ ମାନେ  ସହଯୋଗ କରିବା ନେଇ ଜିଲ୍ଲାପାଳ ନିବେଦନ କରିଛନ୍ତି


News Comment




Photo in News

Advertisment
Lastest News
  ରାଜ୍ୟ  
ଜେଏସଏମ କଲେଜରେ ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ   09-Mar-2026
  ଜିଲ୍ଲା  
ଆନ୍ତର୍ଜାତୀୟ ମହିଳା ଦିବସରେ ଲେଣ୍ଡା ଗ୍ରାମର ସୁଲୋଚନା ମିଶ୍ର ସମ୍ବର୍ଦ୍ଧିତ   08-Mar-2026
  ରାଜ୍ୟ  
ଅବସରପ୍ରାପ୍ତ ଶିକ୍ଷକ ଯଜ୍ଞେଶ୍ବର ପାଣିଗ୍ରାହୀଙ୍କ ପରଲୋକ   08-Mar-2026
  ଜିଲ୍ଲା  
ରାଜ୍ୟରେ ସାମ୍ବାଦିକ ସୁରକ୍ଷା ଆଇନ ଯଥାଶୀଘ୍ର କାର୍ଯ୍ୟକାରୀ କରାଯିବା ଉଚିତ   08-Mar-2026
  ଜିଲ୍ଲା  
ଆନ୍ତର୍ଜାତିକ ମହିଳା ଦିବସ ପାଳିତ   08-Mar-2026
  ଜିଲ୍ଲା  
ଉତ୍କଳ ମହିଳା ବିକାଶ ପରିଷଦ ପକ୍ଷରୁ ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ   08-Mar-2026
  ଜିଲ୍ଲା  
ଅଖିଳ ଭାରତୀୟ ଗ୍ରାହକ ପଞ୍ଚାୟତ ବଲାଙ୍ଗିର ମହିଳା ସମିତି ର ଆନ୍ତର୍ଜାତିକ ମହିଳା ଦିବସ ପାଳନ   08-Mar-2026
  ଜିଲ୍ଲା  
ଅଖିଳ ଭାରତୀୟ ଗ୍ରାହକ ପଞ୍ଚାୟତ ବଲାଙ୍ଗିର ମହିଳା ସମିତି ର ଆନ୍ତର୍ଜାତିକ ମହିଳା ଦିବସ ପାଳନ   08-Mar-2026
  ଜିଲ୍ଲା  
ବିନିକା ଗୋକୁଳାଷ୍ଟମୀ ମହୋତ୍ସବ ସମ୍ପାଦକଙ୍କ ପରଲୋକ   08-Mar-2026
  ଜିଲ୍ଲା  
ତହଁକ୍ ତିହାର୍ ଉଦଯାପିତ   08-Mar-2026
  ଜିଲ୍ଲା  
ଲୋୟର ସୁକତେଲ ଡ୍ୟାମ ଅଂଚଳର ସାମଗ୍ରିକ ଉନ୍ନତି ପାଇଁ ୧୨ଟି ପ୍ରସ୍ତାବ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ପ୍ରଦାନ   08-Mar-2026
  ଜିଲ୍ଲା  
ଅନ୍ତର୍ଜାତୀୟ ମହିଳା ଦିବସରେ ବିଏମ୍ ସିର ଗଣଦୌଡ♦️ “ମହିଳାମାନଙ୍କ ଶକ୍ତି ସୁରକ୍ଷା ବଳୟରେ ପରିଣତ ହେଉ”-ବାଚସ୍ପତି   08-Mar-2026

You Might Also Like