-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ରାଜ୍ୟ

କରୋନାରେ ପୂର୍ବତନ ମନ୍ତ୍ରୀ ବିଜୟଶ୍ରୀ ରାଉତରାୟଙ୍କର ପ୍ରଲୋକ

03-Jun-2021



ଭୁବନେଶ୍ୱର(ଶୁଭାଶିଷ ନାୟକ): ପୂର୍ବତନ ମନ୍ତ୍ରୀ ତଥା ବିଜେଡିର ବରିଷ୍ଠ ନେତା ବିଜୟଶ୍ରୀ ରାଉତରାୟଙ୍କର ଆଜି ପରଲୋକ ଘଟିଛି  । କରୋନାରେ ଆକ୍ରାନ୍ତ ହୋଇ ସେ ଭୁବନେଶ୍ୱରସ୍ଥିତ ସମ୍ ହସ୍ପିଟାଲରେ  ଚିକିତ୍ସାଧୀନ ରହିଥିଲେ  । ମୃତ୍ୟୁବେଳକୁ ତାଙ୍କୁ ୬୭ ବର୍ଷ ବୟସ ହୋଇଥିଲା  । ପରଲୋକ ନେଇ ତାଙ୍କ ସଂପର୍କୀୟ ସୂଚନା ପ୍ରଦାନ କରିଛନ୍ତି  । ତାଙ୍କ ବିୟୋଗରେ ରାଜନୀତି ମହଲରେ ଶୋକର ଛାୟା ଖେଳିଯାଇଛି  ।
ପୂର୍ବତନ ମୁଖ୍ୟମନ୍ତ୍ରୀ ନୀଳମଣି ରାଉତରାୟଙ୍କ ପୁଅ ହେଉଛନ୍ତି ବିଜୟଶ୍ରୀ ରାଉତରାୟ  । ଭଦ୍ରକ ଜିଲ୍ଲା  ବାସୁଦେବପୁର ନିର୍ବାଚନ ମଣ୍ଡଳିରୁ ୬ ଥର ବିଧାୟକ ଭାବେ  ଜିତିଥିଲେ ବିଜୟଶ୍ରୀ  । ସ୍ୱାସ୍ଥ୍ୟ, ଜଙ୍ଗଲ ଓ ପରିବେଶ ବିଭାଗ ସହିତ ନବୀନ ସରକାରରେ ଏକାଧିକ ବିଭାଗର ମନ୍ତ୍ରୀ ମଧ୍ୟ ଥିଲେ ଶ୍ରୀ ରାଉତରାୟ  । ଏବେ ତାଙ୍କ ପୁଅ ବାସୁଦେବପୁର ନିର୍ବାଚନ ମଣ୍ଡଳୀ ବିଜେଡି ବିଧାୟକ ଭାବେ ନିର୍ବାଚିତ ହୋଇଛନ୍ତି ।
ମନ୍ତ୍ରୀ ବିଜୟଶ୍ରୀ ରାଉତରାୟ ଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି ।ଏକ ଶୋକବାର୍ତାରେ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ସ୍ବର୍ଗତ ରାଉତରାୟ ଙ୍କୁ ଜଣେ ଲୋକପ୍ରିୟ ରାଜନେତା ତଥା ଅମାୟିକ ବ୍ୟକ୍ତିତ୍ବ ଭାବରେ ବର୍ଣନା କରିଛନ୍ତି।ଦଳ ମତ ନିର୍ବିଶେଷରେ ସେ ସମସ୍ତଙ୍କ ପ୍ରିୟଭାଜନ  ଥିଲେ ।ରାଜ୍ୟ ସରକାରଙ୍କ ଜଣେ ମନ୍ତ୍ରୀ ଭାବରେ ସେ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ବିଭାଗର ଦାୟିତ୍ୱ ଦଷତା ର ସହ ନିର୍ବାହ କରିଥିଲେ ।ତାଙ୍କର ବିୟୋଗରେ ଆମ ସମସ୍ତଙ୍କ ପାଇଁ ଏକ ବିରାଟ ଷତି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like