-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ରାଜ୍ୟ

ଆଜି ଓଡ଼ିଶାରୁ ୮୮୩୯ କରୋନା ପଜିଟିଭ୍, ଦୈନିକ ଟେଷ୍ଟ ୭୦ ହଜାର ଟପିଲା

03-Jun-2021



ଭୁବନେଶ୍ବର,(ଶୁଭାଶିଷ ନାୟକ) :ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ପୂର୍ବାପେକ୍ଷା କମୁଥିବାରୁ ଲକ୍ଷ୍ୟ କରାଯାଇଛି । ଗତ ୨୪ ଘଣ୍ଟାରେ ୮୮୩୯ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସୂଚନା ଓ ଲୋକସମ୍ପର୍କ ବିଭାଗ ଜଣାଇଛି ।
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟିନ ସେଣ୍ଟରରୁ ୪୯୪୮ ରହିଥିବାବେଳେ ୩୮୯୧ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି ବୋଲି ସୂଚନା ମିଳିଛି ।
  ଆଜି ଅନୁଗୁଳରୁ ୪୧୪, ବାଲେଶ୍ୱରରୁ ୩୯୫, ବରଗଡରୁ ୧୯୩, ଭଦ୍ରକରୁ ୪୧୯, ବଲାଙ୍ଗୀରରୁ ୮୯, ବୌଦ୍ଧରୁ ୧୭୯, କଟକରୁ ୭୬୯, ଦେବଗଡ଼ରୁ ୮୪, ଢେଙ୍କାନାଳରୁ ୫୧୦, ଗଜପତିରୁ ୫୨, ଗଞ୍ଜାମରୁ ୧୬୬, ଜଗତସିଂହପୁରରୁ ୩୧୭, ଯାଜପୁରରୁ ୪୯୩, ଝାରସୁଗୁଡ଼ାରୁ ୧୨୧, କଳାହାଣ୍ଡିରୁ ୧୪୫, କନ୍ଧମାଳରୁ ୫୮ରୁ ପଜିଟିଭ ଚିହ୍ନଟ ହୋଇଛନ୍ତି ।

ସେହିପରି  କେନ୍ଦ୍ରାପଡାରୁ ୩୦୨, କେନ୍ଦୁଝରରୁ ୧୮୮, ଖୋର୍ଦ୍ଧାରୁ ୧୨୩୫, କୋରାପୁଟରୁ ୯୯, ମାଲକାନଗିରିରୁ ୮୫, ମୟୂରଭଞ୍ଜରୁ ୫୮୩, ନବରଙ୍ଗପୁରରୁ ୧୨୯, ନୟାଗଡ଼ରୁ ୨୪୬, ନୂଆପଡାରୁ ୩୪, ପୁରୀରୁ ୪୩୮, ରାୟଗଡ଼ାରୁ ୨୧୬, ସମ୍ବଲପୁରରୁ ୧୯୪, ସୋନପୁରରୁ ୧୧୮, ସୁନ୍ଦରଗଡରୁ ୩୩୮ ଓ ରାଜ୍ୟ ପୁଲରୁ ୨୦୦ ଜଣ ସଂକ୍ରମିତ ରହିଛନ୍ତି ।
  ନୂଆ ସଂକ୍ରମିତଙ୍କୁ ମିଶାଇ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୭୯୦୯୭୦କୁ ବୃଦ୍ଧି ପାଇଛି । ସେପଟେ ୮୫୪୨୩ ଜଣ ସଂକ୍ରମିତ ଚିକିତ୍ସାଧୀନ ଅଛନ୍ତି ଓ ୭୦୨୬୨୧ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏଯାବତ ୧୧୯୭୨୨୨୬ଟି କରୋନା ନମୁନା ଯାଞ୍ଚ ହୋଇଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like