-+91-9937148622 |

prerana_bgr@rediffmail.com |

  Monday 2nd November 2026 |

| | | |

R.N.I. Regd No. ODIODI/2010/46693

Breaking News

ପ୍ରଧାନ ଶିକ୍ଷକଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା   (02-Nov-2026)       ||      *ପାପଡାହାଣ୍ଡି ବ୍ଲକ କ୍ଷତ୍ରିୟ ଧାକଡ ସମାଜ ବୈଠକ*   (02-Nov-2026)       ||      ବୁଦ୍ଧିଜୀବୀ ସମ୍ମିଳନୀ ଏବଂ ଆଲୋଚନା ଚକ୍ର ଲୋଇସିଂହା ଅଗ୍ରେସନ ଭବନ ଠାରେ ଅନୁଷ୍ଠିତ    (02-Nov-2026)       ||      ବଲାଙ୍ଗୀରକୁ ଏକନମ୍ବର କରିବାର ମିଳିତ ଉଦ୍ୟମ ହେଉ-ଜିଲ୍ଲା ଯୋଜନାବୋର୍ଡ ଅଧ୍ୟକ୍ଷ   (01-Nov-2026)       ||      *ସାମ୍ୱାଦିକ ତଥା ସମାଜସେବୀ ଙ୍କ ମାତୃ ବିୟୋଗ*- *ସୋନପୁର ରେ ଶୋକ*-   (01-Nov-2026)       ||      ଡା ବୁ ଗାଁ ମା ଗଜଲଷ୍ମୀ ଭାଷା ଣୀ ଉତ୍ସବ    (01-Nov-2026)       ||      ଜାତୀୟ ବିଦ୍ୟାଳୟ ରଗ୍‌ବୀ ପ୍ରତିଯୋଗିତାରେ ଟିଟିଲାଗଡର ଝିଅ ଖିଲି ପାତ୍ର - ୧୭ ବର୍ଷରୁ କମ୍ ବର୍ଗରେ ଦିଲ୍ଲୀରେ ଦେଖାଇଲେ ଦମଦାର୍ ପ୍ରଦର୍ଶନ   (01-Nov-2026)       ||      ଟିଟିଲାଗଡ ପୌରପରିଷଦ ଅଞ୍ଚଳରେ ବିନା ରେରା ଅନୁମତିରେ ହେଉଛି ଜମି ବିକ୍ରି - ଜମି କିଣୁଥିବା ଲୋକ ପଛରେ ହେଉଛନ୍ତି ହଇରାଣ    (01-Nov-2026)       ||      ୧୪ ତମ ପୀତାମ୍ବର ପଧାନ ମେମୋରିଆଲ ଫୁଟବଲ,ଚରଦା ଦଳ ଚାମ୍ପିଅନ   (01-Nov-2026)       ||      ୭୭ ତମ କଳାହାଣ୍ଡି ଜିଲ୍ଲା ଗଠନ ଦିବସ ମହାସମାରୋହରେ ପାଳିତ   (01-Nov-2026)       ||      “୧ ନଭେମ୍ବର ବଲାଙ୍ଗୀର ଦିନ୍‌” ପାଇଁ ସାଂସ୍କୃତିକ ଶୋଭାଯାତ୍ରା♦️ ଧୂମ୍‌ନାଚିଲେ ଜେନ-ଜୀ   (01-Nov-2026)       ||      ନର୍ଲା ବ୍ଲକ ସ୍ତରୀୟ ୭୭ ତମ କଳାହାଣ୍ଡି ଗଠନ ଦିବସ ପାଳିତ   (01-Nov-2026)       ||      ମୁନୁପାଲିରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ , ଟ୍ରାଇବ୍ରେକର ରେ ଲେଣ୍ଡା ଦଳ ଚାମ୍ପିଅନ    (01-Nov-2026)       ||      ୫୧ ତମ ବନ୍ଧୁମିଳନ ପାଇଁ ପ୍ରସ୍ତୁତି ବୈଠକ    (01-Nov-2026)       ||      ନିର୍ଝରିଣୀର ସଭାପତି ରାମଚନ୍ଦ୍ର ସାହୁ ସମ୍ବର୍ଦ୍ଧିତ   (01-Nov-2026)       ||      ବଲାଙ୍ଗୀର ଦିନ ଅବସରରେ ଲିବେରେସନ ଅନୁଷ୍ଠାନ ତରଫରୁ କୁଇଜ ପ୍ରତିଯୋଗିତା    (01-Nov-2026)       ||      କିସ କିଟ ପ୍ରତିଷ୍ଠାତା ଡ଼. ଅଚ୍ୟୁତ ସାମନ୍ତ ଙ୍କୁ "ବିଶ୍ୱ ଆଦିବାସୀ ଗୌରବ ସମ୍ମାନ    (01-Nov-2026)       ||      ଲର୍କୀ ଗ୍ରାମର ରାମୁଡ଼ ଛକ ପାଖରେ ହରିଜନ ପଡ଼ାରେ କଂକ୍ରିଟ୍ ରାସ୍ତା ନିର୍ମାଣ ଦାବି   (01-Nov-2026)       ||      ବରିଷ୍ଠ ନାଗରିକ ସାକ୍ଷାତକାର ଅଭିଯାନ    (01-Nov-2026)       ||      ପିଏମ୍‌ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଏକତା ଦିବସ ପାଳିତ    (01-Nov-2026)       ||     

HOME   ଜିଲ୍ଲା

ବିଧାନସଭା ପରିସରରେ ପୂର୍ବତନ ମନ୍ତ୍ରୀ ବିଜୟଶ୍ରୀ ରାଉତରାୟଙ୍କୁ ଗାର୍ଡ ଅଫ ଅନର*

03-Jun-2021



ଭୁବନେଶ୍ୱର(ଶୁଭାଶିଷ ନାୟକ) :  ବିଧାନସଭା ପରିସରରେ ପୂର୍ବତନ ମନ୍ତ୍ରୀ ତଥା ବିଜେଡ଼ିର ବରିଷ୍ଠ ନେତା ବିଜୟଶ୍ରୀ ରାଉତରାୟଙ୍କୁ ଗାର୍ଡ ଅଫ ଅନର ପ୍ରଦାନ ଦିଆଯଇଛି  । ବାତସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର, ସଂସଦୀୟ ବ୍ୟାପାର ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ, ସୂଚନା ଓ ଲୋକସମ୍ପର୍କ ମନ୍ତ୍ରୀ ରଘୁନନ୍ଦନ ଦାସଙ୍କ ସମେତ ବହୁ ନେତା ଓ କର୍ମୀ ତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି  । ଏହା ପରେ ଶେଷ ଦର୍ଶନ ପାଇଁ ତାଙ୍କ ମରଶରୀରକୁ ଜନ୍ମମାଟି ଭଦ୍ରକ ଜିଲ୍ଲା ବାସୁଦେବପୁର ଅଞ୍ଚଳକୁ  ନିଆଯାଇଛି । 
ସୂଚନାଯୋଗ୍ୟ, ଗତକାଲି ଭୁବନେଶ୍ୱରର ଏକ ଘରୋଇ ହସପିଟାଲରେ ତାଙ୍କର ପରଲୋକ ହୋଇଥିଲା  । ମେ’ ପ୍ରଥମ ସପ୍ତାହରେ ଶ୍ରୀ ରାଉତରାୟ କରୋନାରେ ଆକ୍ରାନ୍ତ ହୋଇ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହୋଇଥିଲେ । ଚିକିତ୍ସା ପରେ ସେ କରୋନାରୁ ମୁକ୍ତ ହୋଇଥିଲେ । ହେଲେ ପରବର୍ତ୍ତୀ ସମୟରେ ପୁଣି ତାଙ୍କ ସ୍ୱାସ୍ଥ୍ୟ ଖରାପ ହୋଇଯାଇଥିଲା ।  ଏକ ଡାକ୍ତରୀ ଦଳ ତତ୍ତ୍ୱାବଧାନରେ ତାଙ୍କର ଚିକିତ୍ସା ଜାରି ରହିଥିଲା । ଗତ ବୁଧବାର ସକାଳୁ ତାଙ୍କ ଦେହ ଅଧିକ ଖରାପ ହୋଇଯାଇଥିଲା । ଡାକ୍ତରମାନଙ୍କ ସମସ୍ତ ଚେଷ୍ଟା ସତ୍ତ୍ୱେ ତାଙ୍କ ରକ୍ତଚାପ ନିୟନ୍ତ୍ରଣକୁ ଆସିପାରି ନ ଥିଲା ।  ଅପରାହ୍ନରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଥିଲେ ବୋଲି ସାନ ପୁଅ ତଥା ବାସୁଦେବପୁର ବିଧାୟକ ବିଷ୍ଣୁବ୍ରତ ରାଉତରାୟ ଗଣମାଧ୍ୟମକୁ ସୂଚନା ଦେଇଥିଲେ ।  
ବିଜୟଶ୍ରୀ ବାସୁଦେବପୁର ନିର୍ବାଚନ ମଣ୍ଡଳୀରୁ ୬ ଥର ବିଧାୟକ ଭାବେ ଜିତିଆସୁଥିବା ବେଳେ ଗତ ବିଧାନସଭା ନିର୍ବାଚନରେ ତାଙ୍କ ବଦଳରେ ପୁଅ ବିଷ୍ଣୁବ୍ରତ ରାଉତରାୟ ନିର୍ବାଚନରେ ଠିଆ ହେବା ସହ ଜିତିଥିଲେ । ବିଜୟଶ୍ରୀଙ୍କ ବାପା ନୀଳମଣି ରାଉତରାୟ ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ଥିଲେ । ସେ ବିଜେଡି ସରକାରରେ ବହୁ ବାର ମନ୍ତ୍ରୀ ହୋଇଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପ୍ରଧାନ ଶିକ୍ଷକଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା   02-Nov-2026
  ଜିଲ୍ଲା  
*ପାପଡାହାଣ୍ଡି ବ୍ଲକ କ୍ଷତ୍ରିୟ ଧାକଡ ସମାଜ ବୈଠକ*   02-Nov-2026
  ଜିଲ୍ଲା  
ବୁଦ୍ଧିଜୀବୀ ସମ୍ମିଳନୀ ଏବଂ ଆଲୋଚନା ଚକ୍ର ଲୋଇସିଂହା ଅଗ୍ରେସନ ଭବନ ଠାରେ ଅନୁଷ୍ଠିତ   02-Nov-2026
  ଜିଲ୍ଲା  
ବଲାଙ୍ଗୀରକୁ ଏକନମ୍ବର କରିବାର ମିଳିତ ଉଦ୍ୟମ ହେଉ-ଜିଲ୍ଲା ଯୋଜନାବୋର୍ଡ ଅଧ୍ୟକ୍ଷ   01-Nov-2026
  ଜିଲ୍ଲା  
*ସାମ୍ୱାଦିକ ତଥା ସମାଜସେବୀ ଙ୍କ ମାତୃ ବିୟୋଗ*- *ସୋନପୁର ରେ ଶୋକ*-   01-Nov-2026
  ଜିଲ୍ଲା  
ଡା ବୁ ଗାଁ ମା ଗଜଲଷ୍ମୀ ଭାଷା ଣୀ ଉତ୍ସବ   01-Nov-2026
  ଜିଲ୍ଲା  
ଜାତୀୟ ବିଦ୍ୟାଳୟ ରଗ୍‌ବୀ ପ୍ରତିଯୋଗିତାରେ ଟିଟିଲାଗଡର ଝିଅ ଖିଲି ପାତ୍ର - ୧୭ ବର୍ଷରୁ କମ୍ ବର୍ଗରେ ଦିଲ୍ଲୀରେ ଦେଖାଇଲେ ଦମଦାର୍ ପ୍ରଦର୍ଶନ   01-Nov-2026
  ଜିଲ୍ଲା  
ଟିଟିଲାଗଡ ପୌରପରିଷଦ ଅଞ୍ଚଳରେ ବିନା ରେରା ଅନୁମତିରେ ହେଉଛି ଜମି ବିକ୍ରି - ଜମି କିଣୁଥିବା ଲୋକ ପଛରେ ହେଉଛନ୍ତି ହଇରାଣ   01-Nov-2026
  ଜିଲ୍ଲା  
୧୪ ତମ ପୀତାମ୍ବର ପଧାନ ମେମୋରିଆଲ ଫୁଟବଲ,ଚରଦା ଦଳ ଚାମ୍ପିଅନ   01-Nov-2026
  ଜିଲ୍ଲା  
୭୭ ତମ କଳାହାଣ୍ଡି ଜିଲ୍ଲା ଗଠନ ଦିବସ ମହାସମାରୋହରେ ପାଳିତ   01-Nov-2026
  ଜିଲ୍ଲା  
“୧ ନଭେମ୍ବର ବଲାଙ୍ଗୀର ଦିନ୍‌” ପାଇଁ ସାଂସ୍କୃତିକ ଶୋଭାଯାତ୍ରା♦️ ଧୂମ୍‌ନାଚିଲେ ଜେନ-ଜୀ   01-Nov-2026
  ଜିଲ୍ଲା  
ନର୍ଲା ବ୍ଲକ ସ୍ତରୀୟ ୭୭ ତମ କଳାହାଣ୍ଡି ଗଠନ ଦିବସ ପାଳିତ   01-Nov-2026

You Might Also Like