-+91-9937148622 |

prerana_bgr@rediffmail.com |

  Wednesday 24th June 2026 |

| | | |

R.N.I. Regd No. ODIODI/2010/46693

Breaking News

ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଅଭିଭାବକ ଛେଉଣ୍ଡ ମେଧାବୀ ଛାତ୍ରକୁ ଉଚ୍ଚଶିକ୍ଷା ପାଇଁ ପ୍ରଶାସନର ସହାୟତା   (24-Jun-2026)       ||      ବଲାଙ୍ଗିର ଜିଲ୍ଲା ଲେଖକ ପରିଷଦର ମହାସମାବେଶ     (24-Jun-2026)       ||      ବିଦ୍ୟୁତ ଆଘାତରେ ଲାଇନମ୍ୟାନେ ମୃତ   (24-Jun-2026)       ||      ପୁଇଁତଲା ପ୍ରଗତି ଏଫ୍‌ପିସିର ଡାଲି ଓ ଧାନ ବିହନ ପ୍ରକ୍ରିୟାକରଣ କେନ୍ଦ୍ର ଉଦ୍ଘାଟିତ    (23-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ   (23-Jun-2026)       ||      ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ ରେ ରତାଖଣ୍ଡି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   (23-Jun-2026)       ||      ନୂଆବଜାର ବେଆଇନ ଫୁଡ୍ ମାର୍କେଟ୍‌କୁ ତୁରନୁ ଉଛେଦ କରାଯାଉ । ଦୁର୍ଘଟଣା ପରେ ଦୁର୍ଘଟଣା ବଢ଼ିବାରେ ଲାଗିଛି ।   (23-Jun-2026)       ||      ନୂତନ ଆୟକର ଆଇନ-୨୦୨୫ ସଂପର୍କରେ ସଚେତନତା ସୃଷ୍ଟି  କରିବା ପାଇଁ ବୈଠକ   (23-Jun-2026)       ||      ବରପାଲିରେ ଚାଞ୍ଚଲ୍ୟକର ହତ୍ୟାକାଣ୍ଡର ପର୍ଦ୍ଦାଫାଶ: ଟଙ୍କା ପାଇଁ ମହିଳାଙ୍କୁ ହତ୍ୟା, ଅଭିଯୁକ୍ତ ଗିରଫ   (23-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଝାରମୁଣ୍ଡା ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ କାର୍ଯ୍ୟକ୍ରମ   (23-Jun-2026)       ||      ବଲାଙ୍ଗୀର ଟି ଡି ଏମ୍ ଙ୍କ ମନୋମୁଖୀ କାରବାର ବିରୁଦ୍ଧରେ ସ୍ୱର ଉତ୍ତୋଳନ କଲା ଘରୋଇ ବସ ମାଲିକ ସଂଘ♦️ ବିନା ରୁଟ ପରମିଟ୍ ରେ ଦେବଗଡ଼ ଯାଉଥିବା ବସ୍ କୁ ବିରୋଧ କରି ଅଟକାଇଲେ    (23-Jun-2026)       ||      ବିକାଶ ଧାରା, ଓଡିଶା ସାରା ବକଟି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Jun-2026)       ||      ଡାବୁଗାଁ ବ୍ଲକ ରେ ବିକାଶର ଧାରା ଓଡିଶା ସାରା କାର୍ଯ୍ୟକମ ମଧ୍ୟ ଚାଲୁ...... କିନ୍ତୁ ବ୍ଲକବାସୀଙ୍କୁ ସୂଚନା ଦେବା ଏଲଇଡି ମଧ୍ୟ ମରାମତି ହେଉ   (23-Jun-2026)       ||      ସ୍କୁଲ ପାଖରେ ମଦ ବିକ୍ରି କୁ ନେଇ ଅଭିଭାବକ ଓ ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ    (23-Jun-2026)       ||      ଚୌଦ୍ୱାର ରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (23-Jun-2026)       ||      ବିକାଶ ଧାରା ଓଡିଶା ସାରା ଉପଲକ୍ଷେ ସାଲେଭଟା ପଂଚାୟତ ପରିସରରେ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ   (23-Jun-2026)       ||      ଆସନ୍ତା ଜୁଲାଇ ୧୨ ରେ ସୁବର୍ଣ୍ଣପୁର ଠାରେ ଅନୁଷ୍ଠିତ ହେବ ଓଜେୟୁ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ   (23-Jun-2026)       ||      ବରପାଲିରେ ଜିଲ୍ଲାପାଳଙ୍କ ନିକଟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (23-Jun-2026)       ||      ବରପାଲିରେ ଜିଲ୍ଲାପାଳଙ୍କ ନିକଟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (23-Jun-2026)       ||      ନିଜ ଜନ୍ମ ମାଟିରେ ଡଃ ନିବେଦିତା ରଥଙ୍କୁ ଅଭୁତପୂର୍ବ ସଂବର୍ଦ୍ଧନା   (23-Jun-2026)       ||     

HOME   ରାଜ୍ୟ

ଭୁବନେଶ୍ୱରରେ ଆରମ୍ଭ ହେଲା ନିଶୁଳ୍କ ଅମ୍ଳଜାନ ଆଶ୍ରୟସ୍ଥଳୀ; ଜାଣନ୍ତୁ କଣ ମିଳିବ ସୁବିଧା

03-Jun-2021



ଭୁବନେଶ୍ୱର(ଶୁଭାଶିଷ  ନାୟକ): ଭୁବନେଶ୍ୱରରେ ନିଶୁଳ୍କ ଅମ୍ଳଜାନ ଆଶ୍ରୟସ୍ଥଳୀ ଲୋକାର୍ପିତ ହୋଇଛି । କୋଭିଡ଼ ମହାମାରୀରେ ଅମ୍ଳଜାନର ଆବଶ୍ୟକତାକୁ ନଜରରେ ରଖି ସ୍ମାଇଲ୍ ପ୍ଲିଜ୍, ସ୍ପର୍ଶ ହସ୍ପିଟାଲ୍ ଏବଂ ଦ ଓଡ଼ିଶା ସୋସାଇଟ୍ ଅଫ୍ ଦ ଆମେରିକା ହେଲ୍ଥ ଏଣ୍ଡ ୱଲ୍ନେସ୍ ଗ୍ରୁପ୍,  ‘ଅମୃତ ଧାରା’ ନାମରେ ଏକ ନିଶୁଳ୍କ ଅମ୍ଳଜାନ ଆଶ୍ରୟ ସ୍ଥଳି ଖୋଲାଯାଇଛି । ବିଏମସି ଅନୁମୋଦନରେ ଓଡ଼ିଶାରେ ଏଭଳି ଏକ ନିଶୁଳ୍କ ଅକ୍ସିଜେନ୍ ସେଲଟର୍ ପଟିଆ ବିଗବଜାରସ୍ଥିତ ତ୍ରିଷ୍ଣା ବାଙ୍କୁଏଟ ଠାରେ ଆରମ୍ଭ ହୋଇଯାଇଛି  ।
ଅକ୍ସିଜେନ ଆଶ୍ରୟସ୍ଥଳର ଉନ୍ମୋଚନ ଅବସରରେ ସୁଶାନ୍ତ କୁମାର ରାଉତ, ବିଧାୟକ ଭୁବନେଶ୍ୱର-ଉତ୍ତର, ଡ଼ା. ପ୍ରିୟବ୍ରତ ଧି,ର୍ ସ୍ପର୍ଶ ହସ୍ପିଟାଲ୍ ମୁଖ୍ୟ ପରିଚାଳକ, ସବ୍ୟସାଚୀ ମିଶ୍ର, ଅଭିନେତା ତଥା ସମାଜସେବୀ, ଡ଼ା. ଅବିନାଶ ସାମଲ, ଏମ୍ପ୍ରିଓ ଗ୍ରୁପର ମୁଖ୍ୟ, ଡ଼ା ଅମ୍ରିତ ପାଟ୍ଟଯୋଶୀ, ପ୍ରଫେସର୍ ହାଇଟେକ ମେଡିକାଲ, ପ୍ରଭିନ୍ ଅଗ୍ରୱାଲ୍, ସମାଜସେବୀ ଏବଂ ଜୋନାଲ୍ ଡେପୁଟି କମିଶନର ପୁରନ୍ଦର୍ ନନ୍ଦ ପ୍ରମୁଖ ଉପସ୍ଥିତ ଥିଲେ  ।
ଅକ୍ସିଜେନ୍ ଅବଶ୍ୟକତା ଥିବା କୋଭିଡ଼ ରୋଗୀଙ୍କୁ ଏକ ଅନୁମୋଦିତ କୋଭିଡ୍ ହସ୍ପିଟାଲରେ ଶଯ୍ୟା ମିଳିବା ପର୍ଯ୍ୟନ୍ତ ଏହି ଆଶ୍ରୟସ୍ଥଳରେ ଅମ୍ଳଜାନ ଯୋଗାଇଦେଇ ତାଙ୍କୁ ହାଇପୋକ୍ସିୟାରୁ (ବ୍ଲଡ୍ ଅମ୍ଳଜାନ ସ୍ତରରେ ଡ୍ରପ୍) ରୁ ବଞ୍ଚାଯାଇ ପାରିବ  । ଏହା କୋଭିଡ୍ ଜନିତ ଚିକିତ୍ସା କେନ୍ଦ୍ର ନ ହେଲେ ମଧ୍ୟ ଡ଼ାକ୍ତର ଏବଂ ନର୍ସଙ୍କ ଉପସ୍ଥିତି ଓ ପରାମର୍ଶରେ ଏକରୁ ଦୁଇ ଘଣ୍ଟା ଯାଏଁ ରୋଗୀଙ୍କୁ ଅମ୍ଳଜାନ ଦିଆଯାଇ ପାରିବ । 
ଏହି ଆଶ୍ରୟ ସ୍ଥଳରେ ଅମ୍ଳଜାନ ସହ ଖାଦ୍ୟ, ଆବଶ୍ୟକ ସ୍ଥଳେ ସାଇକୋଲୋଜିକାଲ୍ ପରାମର୍ଶ ଏବଂ ହସ୍ପିଟାଲ୍ ସ୍ଥାନନ୍ତର ପାଇଁ ଜୀବନ ଜ୍ୟୋତି ଆମ୍ବୁଲାନ୍ସ ସେବା ଯୋଗାଇ ଦିଆଯିବ  । ଆଗାମୀଦିନରେ ପୋଷ୍ଟ କୋଭିଡ୍ ସେଣ୍ଟର ଭାବରେ ଏହା ପ୍ରଶଂସନୀୟ ହେବ ବୋଲି ଆଶା ପ୍ରକାଶ କରାଯାଉଛି  । ଏହି ସେଣ୍ଟର୍ ସହ ଯୋଗାଯୋଗ କରିବାପାଇଁ ଦୁଇଟି ନମ୍ୱର୍ ୭୮୯୪୪୩୩୮୨୯ ଓ ୮୦୯୩୮୨୨୩୨୨ ଜାରି ହୋଇଛି  । ଏହି କେନ୍ଦ୍ର ମାଧ୍ୟମରେ ଅନେକ ଲୋକ ଉପକୃତ ହେବେ ବୋଲି ପ୍ରକାଶ କରି ଅଭିନେତା ସବ୍ୟସାଚୀ  ଧନ୍ୟବାଦ୍ ଜଣାଇଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଅଭିଭାବକ ଛେଉଣ୍ଡ ମେଧାବୀ ଛାତ୍ରକୁ ଉଚ୍ଚଶିକ୍ଷା ପାଇଁ ପ୍ରଶାସନର ସହାୟତା   24-Jun-2026
  ରାଜ୍ୟ  
ବଲାଙ୍ଗିର ଜିଲ୍ଲା ଲେଖକ ପରିଷଦର ମହାସମାବେଶ    24-Jun-2026
  ଜିଲ୍ଲା  
ବିଦ୍ୟୁତ ଆଘାତରେ ଲାଇନମ୍ୟାନେ ମୃତ   24-Jun-2026
  ଜିଲ୍ଲା  
ପୁଇଁତଲା ପ୍ରଗତି ଏଫ୍‌ପିସିର ଡାଲି ଓ ଧାନ ବିହନ ପ୍ରକ୍ରିୟାକରଣ କେନ୍ଦ୍ର ଉଦ୍ଘାଟିତ   23-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ   23-Jun-2026
  ଜିଲ୍ଲା  
ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ ରେ ରତାଖଣ୍ଡି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   23-Jun-2026
  ଜିଲ୍ଲା  
ନୂଆବଜାର ବେଆଇନ ଫୁଡ୍ ମାର୍କେଟ୍‌କୁ ତୁରନୁ ଉଛେଦ କରାଯାଉ । ଦୁର୍ଘଟଣା ପରେ ଦୁର୍ଘଟଣା ବଢ଼ିବାରେ ଲାଗିଛି ।   23-Jun-2026
  ଜିଲ୍ଲା  
ନୂତନ ଆୟକର ଆଇନ-୨୦୨୫ ସଂପର୍କରେ ସଚେତନତା ସୃଷ୍ଟି  କରିବା ପାଇଁ ବୈଠକ   23-Jun-2026
  ଜିଲ୍ଲା  
ବରପାଲିରେ ଚାଞ୍ଚଲ୍ୟକର ହତ୍ୟାକାଣ୍ଡର ପର୍ଦ୍ଦାଫାଶ: ଟଙ୍କା ପାଇଁ ମହିଳାଙ୍କୁ ହତ୍ୟା, ଅଭିଯୁକ୍ତ ଗିରଫ   23-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଝାରମୁଣ୍ଡା ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ କାର୍ଯ୍ୟକ୍ରମ   23-Jun-2026
  ଜିଲ୍ଲା  
ବଲାଙ୍ଗୀର ଟି ଡି ଏମ୍ ଙ୍କ ମନୋମୁଖୀ କାରବାର ବିରୁଦ୍ଧରେ ସ୍ୱର ଉତ୍ତୋଳନ କଲା ଘରୋଇ ବସ ମାଲିକ ସଂଘ♦️ ବିନା ରୁଟ ପରମିଟ୍ ରେ ଦେବଗଡ଼ ଯାଉଥିବା ବସ୍ କୁ ବିରୋଧ କରି ଅଟକାଇଲେ   23-Jun-2026
  ଜିଲ୍ଲା  
ବିକାଶ ଧାରା, ଓଡିଶା ସାରା ବକଟି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Jun-2026

You Might Also Like