-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||     

HOME   ଜିଲ୍ଲା

ସିବିଏସଇ ଦ୍ୱାଦଶ ବୋର୍ଡ଼ ପରୀକ୍ଷା ବାତିଲକୁ କନ୍ଧମାଳ ଛାତ୍ର କଂଗ୍ରେସର ସମର୍ଥନ

03-Jun-2021



କନ୍ଧମାଳ,(ପ୍ରେରଣା ଖବର ବ୍ୟୁରୋ):ଚଳିତ ବର୍ଷ ପାଇଁ ଦ୍ୱାଦଶ ଶ୍ରେଣୀ ବୋର୍ଡ଼ ପରୀକ୍ଷାକୁ ସିବିଏସଇ ବାତିଲ କରିବାକୁ ନିଷ୍ପତ୍ତି ନେଇଛି l ଏହି ନିଷ୍ପତ୍ତିକୁ କନ୍ଧମାଳ ଜିଲ୍ଲା ଛାତ୍ର କଂଗ୍ରେସ ସ୍ୱାଗତ ଜଣାଇଛି l ଏକ ପ୍ରେସ ବାର୍ତ୍ତାରେ କନ୍ଧମାଳ ଜିଲ୍ଲା ଛାତ୍ର କଂଗ୍ରେସ ସଭାପତି ଅଂଶୁମାନ ପ୍ରିୟଦର୍ଶନ କହିଛନ୍ତି, ଯେ, ଦ୍ୱାଦଶ ବୋର୍ଡ଼ ପରୀକ୍ଷା ବାତିଲ କରିବା ସମୟର ଆହ୍ୱାନ ଥିଲା l ସାମାନ୍ୟ ବିଳମ୍ବରେ ହେଲେ ମଧ୍ୟ ବୋର୍ଡ଼ ଠିକ ନିଷ୍ପତ୍ତି ନେଇଛି l ପୂର୍ବରୁ ଏହି ପରୀକ୍ଷା ବାତିଲ କରିବା ପାଇଁ ବିଭିନ୍ନ ସମୟରେ କଂଗ୍ରେସର ଜାତୀୟସ୍ତରର  ନେତା ପ୍ରିୟଙ୍କା ଗାନ୍ଧୀ, ରାହୁଲ ଗାନ୍ଧୀ ଟ୍ୱିଟ ଯୋଗେ ସରକାରଙ୍କୁ ଅନୁରୋଧ କରିଥିଲେ l ଏହା ସହିତ ଛାତ୍ର କଂଗ୍ରେସର ରାଷ୍ଟ୍ରୀୟ ଅଧକ୍ଷ ନିରଜ କୁନ୍ଦନ ଙ୍କ ଅଧ୍ୟକ୍ଷତାରେ ବିଗତ ଦିନରେ ଶିକ୍ଷାମନ୍ତ୍ରୀ ରମେଶ ପୋଖରୀୟାଲ ନିଶଙ୍କ ବାସଭବନ ସମୁଖରେ ଧାରଣା ମଧ୍ୟ ଦିଆଯାଇଥିଲା l ଲକ୍ଷ ଲକ୍ଷ ଛାତ୍ର ଛାତ୍ରୀଙ୍କ ସୁରକ୍ଷା ପାଇଁ ସ୍ଵରାଉତ୍ତଳୋନ କରିଥିବାରୁ ସଭାପତି ଅଂଶୁମାନ ପ୍ରିୟଦର୍ଶନ, ରାହୁଲ ଗାନ୍ଧୀ, ପ୍ରିୟଙ୍କା ଗାନ୍ଧୀ, ନିରଜ କୁନ୍ଦନ, ୟାଶିର ନବାବ ସମେତ ସମସ୍ତ ଛାତ୍ର କଂଗ୍ରେସ କାର୍ଯ୍ୟକର୍ତ୍ତାଙ୍କୁ ଧନ୍ୟବାଦ ଜଣାଇଛନ୍ତି l


News Comment




Photo in News

Advertisment
Lastest News
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026

You Might Also Like