-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||     

HOME   ଜିଲ୍ଲା

ଗୁଡ୍ ନ୍ୟୁଜ୍ ହେଲ୍‌ଥ କେୟାର ସାର୍ଭିସେସ୍ ଆନୁକୂଲ୍ୟରେ କୋଭିଡ ସଚେତନତା କାର୍ଯ୍ୟକ୍ରମ

03-Jun-2021



ବଲାଙ୍ଗିର, (ପ୍ରେରଣା ଖବର)-କୋଭିଡ ସଂକ୍ରମଣକୁ ପ୍ରତିହତ କରିବା ପାଇଁ ଗୁଡ୍ ନ୍ୟୁଜ୍ ହେଲ୍‌ଥ କେୟାର ସାର୍ଭିସେସ୍ ଆନୁକୂଲ୍ୟରେ ଏକ କୋଭିଡ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । କୋଭିଡ କଟକଣାକୁ ପାଳନପୂର୍ବକ ବଲାଙ୍ଗିର ସହର ସନ୍ନିକଟ ଚଟିଆପାଲିର ମହିଳା ମାନଙ୍କୁ ନେଇ ଏହି କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା । ପ୍ରଥମେ ମହିଳା

ମାନଙ୍କର ଥର୍ମାଲ ସ୍କେନିଂ କରିବା ସହିତ ସେମାନଙ୍କୁ ମାସ୍କ୍‌, ସେନିଟାଇଜର, ଟୁଥପେଷ୍ଟ୍ ଓ ବ୍ରସ୍ ଇତ୍ୟାଦି ଥିବା ସେନିଟାଇସଜର୍ କିଟ୍‌ସ ପ୍ରଦାନ କରାଯାଇଥିଲା । ଅନୁଷ୍ଠାନର ନିର୍ଦ୍ଦେଶକ ବିଲହନ୍  ସାଗର ଏହି କାର୍ଯ୍ୟକ୍ରମର ଶୁଭାରମ୍ଭ କରିବା ସହ ପ୍ରାରମ୍ଭିକ ସୂଚନା ପ୍ରଦାନ କରିଥିଲେ । ଏପରି କାର୍ଯ୍ୟକ୍ରମ ମାଧ୍ୟମରେ ଗୁଡ୍ ନ୍ୟୁଜ୍ ହେଲ୍‌ଥ କେୟାର ସାର୍ଭିସେସ୍ ବଲାଙ୍ଗିର ଜିଲ୍ଲାର ପ୍ରାୟ ୧୫ହଜାର ମହିଳାଙ୍କୁ ସଚେତନ କରିପାରିଛି ।  ଏହିପରି କାର୍ଯ୍ୟକ୍ରମ ମାଧ୍ୟମରେ ଜିଲ୍ଲାରେ ସଂକ୍ରମଣର ହାରକୁ ହ୍ରାସ କରାଯାଇପାରିବ ବୋଲି ନିର୍ଦ୍ଦେଶକ ଶ୍ରୀ ସାଗର ପ୍ରକାଶ କରିଛନ୍ତି । କରୋନାକୁ ମାତ୍ ଦେବା ପାଇଁ  ସାମାଜିକ ଦୂରତା ଅବଲମ୍ବନ କରିବା, ଠିକ ଭାବରେ ମାସ୍କ୍ ପିନ୍ଧିବା, ଅତ୍ୟନ୍ତ ଜରୁରୀ ନହେଲେ ଘରୁ ନ ବାହାରିବା, ନିୟମିତ ହାତ ଧୋଇବା, ଭିଡ ଭିତରକୁ ନଯିବା, ଭେକ୍ସିନ ନେବା ପାଇଁ ଭୟଭୀତ ନହେବା ଆଦି ବିଷୟ 

ଉପରେ ଉପସ୍ଥିତ ମହିଳା ମାନଙ୍କୁ ଅନୁଷ୍ଠାନର ବିଭୂଦତ୍ତ ନନ୍ଦ ବୁଝାଇଥିଲେ । ଏହି ସଚେତନତା କାର୍ଯ୍ୟକ୍ରମରେ ଅନ୍ୟ ମାନଙ୍କ ମଧ୍ୟରେ ଅନୁଗ୍ରହ ନନ୍ଦ, ସଂଜୀବ ନନ୍ଦ, ନିରଜ ନାଗ, ଶ୍ରୀମତୀ ବନାନୀ ଶ୍ରୀଚୌହାନ, ନିମୁଏଲ ବାରିକି, ଡାନିଏଲ ନାଗ ଓ ଶଲୋମନ ଦୀପ ପ୍ରମୁଖ ଅଂଶଗ୍ରହଣ କରିଥିଲେ । 


News Comment




Photo in News

Advertisment
Lastest News
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026

You Might Also Like