-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||     

HOME   ଜିଲ୍ଲା

ଯୁବ ପିଢିଙ୍କ ପାଇଁ ଟିକା ଦାବୀ କଲା ଯୁବ ଏକ୍ସନ କମିଟି

03-Jun-2021



ବଲାଙ୍ଗିର,(ପ୍ରେରଣା ଖବର)-ବଲାଙ୍ଗିର ୟୁଥ ଏକ୍ସନ କମିଟି ତରଫରୁ ବଲାଙ୍ଗିର ଜିଲ୍ଲାପାଳଙ୍କୁ ବଲାଙ୍ଗିରର ୧୮ ବର୍ଷରୁ ଉର୍ଦ୍ଧ୍ୱ ଯୁବକ ଯୁବତୀମାନଙ୍କୁ ବଲାଙ୍ଗିରରେ ଟିକା ଦେବା ପାଇଁ ଜିଲ୍ଲାପାଳଙ୍କ ଅନୁପସ୍ଥିତିରେ ଶ୍ରୀଯୁକ୍ତ ଅନନ୍ତ ନାରାୟଣ ସିଂ ଲାଗୁରି, ଅତିରିକ୍ତ ଜିଲ୍ଲାପାଳ ବଲାଙ୍ଗିର ଙ୍କୁ ଏକ ଦାବିପତ୍ର ପ୍ରଦାନ କରାଗଲା ।     
    ସାରା ବିଶ୍ୱରେ କରୋନାର ପ୍ରକୋପ ଥିବା ବେଳେ କରୋନା ଦ୍ୱିତୀୟ ଲହର ଅଧିକାଂଶ ଯୁବକ ଯୁବତୀମାନଙ୍କୁ କବଳିତ କରୁଛି । ଏହି ପରିପ୍ରେକ୍ଷିରେ ସରକାର ୧୮ ବର୍ଷର ଯୁବକ, ଯୁବତୀମାନଙ୍କୁ ମେ ୧, ୨୦୨୧ ରୁ ଟିକା ଦେବା ପାଇଁ ଘୋଷଣା କରିଥିଲେ କିନ୍ତୁ ଦଃଖର ବିଷୟ ଏ ପର୍ଯ୍ୟନ୍ତ ବଲାଙ୍ଗିର ଜିଲ୍ଲାରେ ଯୁବକମାନଙ୍କୁ ଦିକାଦାନରେ ବଞ୍ôଚତ କରାଯାଇଛି । ଏହି ପରିପ୍ରେକ୍ଷିରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀଯୁକ୍ତ ଲାଗୁରିଙ୍କ କାହିକି ଏ ପର୍ଯ୍ୟନ୍ତ ଯୁବକ ଯୁବତୀମାନଙ୍କୁ ଦିଆଯାଉ ନାହିଁ ବୋଲି ପ୍ରଶ୍ନ କରିବାରୁ କେନ୍ଦ୍ର ଓ ରାଜ୍ୟରୁ ଟିକା ଆସିନାହିଁ କହିଥିଲେ । ଅନ୍ୟ ଜିଲ୍ଲାମାନଙ୍କୁ ଟିକା ଦିଆଯାଉଥିବା ପ୍ରଶ୍ନ ପଚାରିବାରୁ କଥାକୁ ଏଡେଇ ଯାଇ ଆପଣମାନଙ୍କ ଦାବି କୁ ଆମେ ସରକାରଙ୍କ ନିକଟକୁ ପଠେଇଦେବୁ କହିଥିଲେ କିନ୍ତୁ ତାଙ୍କ ଠାରୁ କୌଣସି ନିର୍ଭର ପ୍ରତିଶୃତି ଦେଇ ନ ଥିଲେ । ଏହି ଭଳି ସମ୍ବେଦନଶିଳ ଘଟଣାକୁ ସହଜ (ହେବ) ମନେକରୁଥିବା ଜିଲ୍ଲା ପ୍ରଶାସନର ବୈମାତୃକ ମନୋଭାବ ପୋଷଣ କରୁଥିବା ସହଜର ଅନୁମାନ କରି ହେଉଛି । ଆଗାମୀ ଦିନରେ ଯଥା ଶିଘ୍ର ଟିକା ଦେବା ଆରମ୍ଭ ନ କଲେ ରାଜରାସ୍ତାକୁ ଓହ୍ଲାଇବାକୁ ବାଧ୍ୟ ହେବୁ । ଆଜିର ଏହି ସାକ୍ଷାତ କାର୍ଯ୍ୟକ୍ରମରେ ସଭାପତି ବିନୋଦ କାଲସାଏ, ସଂଯୋଜକ ରିଲୁ ରଥ, ଟୁନୁ ସେନ, ପ୍ରଶାନ୍ତ ମହାକୁର, ଆଦି ବଗର୍ତ୍ତି ପ୍ରମୁଖ ଉପସ୍ଥିତ ଥିଲେ । 


News Comment




Photo in News

Advertisment
Lastest News
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026

You Might Also Like