-+91-9937148622 |
prerana_bgr@rediffmail.com |
Monday 9th March 2026 |
R.N.I. Regd No. ODIODI/2010/46693
Breaking News
23-Oct-2020
ବରଗଡ଼, (ମୁକୁନ୍ଦ ଦାସ ) ନିକଟରେ ସମ୍ବଲପୁର ବିଶ୍ଵବିଦ୍ୟାଳୟର ସ୍ନାତକୋତ୍ତର (ପିଜି) କମ୍ପ୍ୟୁଟର ସାଇନ୍ସର (ପ୍ରଥମ ସେମିଷ୍ଟାର) ପରୀକ୍ଷା ଫଳ ପ୍ରକାଶ ପାଇଛି । ଏଥିରେ ବରଗଡ଼ ଇମ୍ପେରିଏଲ କଲେଜର ଛାତ୍ର ସୁବଳ ମେହେର ବିଶ୍ଵବିଦ୍ୟାଳୟ ସ୍ତରରେ ଦ୍ଵିତୀୟ ସ୍ଥାନ ଅଧିକାର କରିଛନ୍ତି । ଏହି ମହାବିଦ୍ୟାଳୟର ଶତପ୍ରତିଶତ ପରୀକ୍ଷାର୍ଥୀ କୃତକାର୍ଯ୍ୟ ହୋଇଛନ୍ତି । ଏହି ସଫଳତା ପାଇଁ ଅଧ୍ୟାପକ ଅଧ୍ୟାପିକା ଏବଂ କର୍ମଚlରୀ ବୃନ୍ଦ ଛାତ୍ର ଛାତ୍ରୀ ମାନଙ୍କୁ ଅଭିନନ୍ଦନ ଜଣାଇଛନ୍ତି।