-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||     

HOME   ଜିଲ୍ଲା

କଣ୍ଟାବାଞ୍ଜି : ୧୮ ବର୍ଷ ବୟସର ଉର୍ଦ୍ଧ ଲୋକଙ୍କୁ କରୋନା ଟିକା କେବେ ?  

03-Jun-2021



କଣ୍ଟାବାଞ୍ଜି, (ଆନନ୍ଦ କୁମାର ମୋଟେ):ଦିନକୁ ଦିନ କରୋନା ସଂକ୍ରମଣ ସଂଖା ବଢୁଥିବା ଦେଖାଯାଉଛି । ସରକାର କରୋନା ସଂକ୍ରମଣ ସଂଖ୍ୟାରେ ବ୍ରେକ୍ ଲଗାଇବାକୁ ଲକ୍‌ଡାଉନ କରିଛନ୍ତି । ଲକ୍‌ଡାଉନ କରିବା ସହ ଲୋକଙ୍କୁ ସଚେତନ କରାଯାଉଛି । ତେବେ ୪୫ ବର୍ଷରୁ ଉର୍ଦ୍ଧ ବୟସ୍କ ଲୋକଙ୍କୁ କରୋନା ଟିକା କରାଯାଉଥିବା ବେଳେ ୧୮ ବର୍ଷରୁ ୪୫ ବର୍ଷ ଭିତରେ ଥିବା ଯୁବକ ଯୁବତିଙ୍କୁ ଟିକା କେବେ ବୋଲି ଏବେ କଣ୍ଟାବାଞ୍ଜି ସହରବାସିଙ୍କ ମନରେ ଅସନ୍ତୋଷ ଥିବା ଦେଖାଯାଉଛି । ପଡୋସି ଜିଲ୍ଲା କଲାହାଣ୍ଡି, ବରଗଡ ସହ ଅନ୍ୟ ଜିଲ୍ଲାରେ ୧୮ ବର୍ଷର ଉର୍ଦ୍ଧ ବୟସ୍କ ଲୋକଙ୍କୁ ଟିକା ଦେବା ଆରମ୍ଭ ହୋଇ ସାରିଲାଣି । ହେଲେ ବଲାଙ୍ଗିର ଜିଲ୍ଲାରେ ଆଜିଯାଏ ଟିକାକରଣ ଆରମ୍ଭ ହୋଇନାହିଁ । ଟିକାକରଣ ନହେବାର  କିଛି ଲୋକ କେନ୍ଦ୍ର ଦାୟୀ ବୋଲି ଅଭିଯୋଗ କରୁଥିବା ବେଳେ କିଛି ଲୋକ ରାଜ୍ୟ ସରକାରଙ୍କୁ ଦାୟୀ କରୁଛନ୍ତି । ଅନ୍ୟ ଜିଲ୍ଲାରେ ଟିକା କରଣ ଆରମ୍ଭ ହୋଇଥିବା ବେଳେ ବଲାଙ୍ଗିର ଜିଲ୍ଲାରେ କାହିକିଁ ଦିଆଯାଉ ନାହିଁ ବୋଲି ଲୋକେ ଅଭିଯୋଗ କରୁଛନ୍ତି । ବଲାଙ୍ଗିର ଜିଲ୍ଲାକୁ ରାଜ୍ୟ ସରକାର ଉପେକ୍ଷା ସବୁ ସମୟରେ କରୁଥିବା ଅଭିଯୋଗ ହେଉଛି । ବଲାଙ୍ଗିର ଜିଲ୍ଲା ବିଜେଡି ସାଧାରଣ ସଂପାଦକ ଫିରୋଜ ଖାଁ କେନ୍ଦ୍ର ସରକାର ଟିକା ଯୋଗାଇ ଦେବାକୁ ଦାବି କରିଛନ୍ତି । ବିଜେଡି ନେତା ଅଜୟ ଦାସ ବଲାଙ୍ଗିର ଜିଲ୍ଲାରେ ୧୮ ବୟସ ରୁ ୪୫ ବର୍ଷ ଭିତରେ ଥିବା ଯୁବକ ଯୁବତି ମାନଙ୍କୁ ଟିକା କରଣ କରିବା ପାଇଁ ରାଜ୍ୟ ସରକାର ସବୁ ବ୍ୟବସ୍ଥା କରୁଛନ୍ତି ହେଲେ କେନ୍ଦ୍ର ସରକାର ଟିକା ଯୋଗାଇ ଦେଉନାହାନ୍ତି । ପ୍ରଥମ ପର୍ଯ୍ୟାୟରେ ଯେଉ ଟିକା ଆସିଥିଲା ତାହା ଅଧିକ ସଂକ୍ରମିତ ଜିଲ୍ଲାରେ ଦିଆଗଲା । କେନ୍ଦ୍ର ସରକାର  ଅଧିକ ଟିକା ଦେଲେ ଲୋକେ ଉପକୃତ ହୋଇ ପାରିବେ ବୋଲି କହିଛନ୍ତି । ଅମ୍ବେଦକର ଯୁବକ ସଂଗଠନ ସଭାପତି ରୋହନ ମହତ ପ୍ରତିକ୍ରିୟା ଦେଇଛନ୍ତି ଯେ, ବଲାଙ୍ଗିର ଦାଦନ ପ୍ରବଣ ଜିଲ୍ଲା । ବର୍ତମାନ ସମୟରେ ରାଜ୍ୟ

ବାହାରେ ଥିବା ଶ୍ରମିକ ଘର ଫେରୁଛନ୍ତି । ଦାଦନ ଶ୍ରମିକ ନିଜ ଘରକୁ ଫେରୁଥିବା ଯୋଗୁ କରୋନା ସଂକ୍ରମଣ ବଢିବା ସମ୍ଭାବନା ଅଧିକ ରହିଛି । ସରକାର ତୁରନ୍ତ ଟିକା ଦେବାର ବ୍ୟବସ୍ଥା କରନ୍ତୁ । ଅନ୍ୟ ପକ୍ଷରେ କେନ୍ଦ୍ର ହେଉଁ କି ରାଜ୍ୟ ସରକାର  ବଲାଙ୍ଗିର ଜିଲ୍ଲାକୁ ତୁରନ୍ତ ୧୮ ବର୍ଷରୁ ୪୫ ବର୍ଷ ଭିତରେ ଥିବା ଯୁବକ ଯୁବତି ମାନଙ୍କୁ ଟିକା ଦିଆଯାଉ ବୋଲି ସାଧାରଣରେ ଦାବି ହେଉଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026

You Might Also Like