-+91-9937148622 |

prerana_bgr@rediffmail.com |

  Thursday 25th June 2026 |

| | | |

R.N.I. Regd No. ODIODI/2010/46693

Breaking News

ଶିଶୁ ଶ୍ରମିକ ସମ୍ବନ୍ଧୀୟ ଟାସ୍କ ଫୋର୍ସ ଦ୍ଵାରା ବିଭିନ୍ନ ସଂସ୍ଥା ଉପରେ ଚଢାଉ,୧୫ ଜଣ କିଶୋର ଓ ଜଣେ ଶିଶୁ ଶ୍ରମିକ ଉଦ୍ଧାର    (25-Jun-2026)       ||      ସୁଜନପୁର ରେ ମନ୍ଦିର ଓ ବିଗ୍ରହ ପ୍ରତିଷ୍ଠା ଉତ୍ସବ   (25-Jun-2026)       ||      ବଲାଙ୍ଗୀର ପାୟୋନିଅର ୧୯ ବର୍ଷରୁ କମ୍ ଲିଗ୍ ଓ ନକଆଉଟ କ୍ରିକେଟ ଉଦଯାପିତ   (25-Jun-2026)       ||      କଣ୍ଟାବାଞ୍ଜିରେ ବିଜେଡି ର ପ୍ରଶିକ୍ଷଣ ଶିବିର    (25-Jun-2026)       ||      ରତାଖଣ୍ଡି ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ    (25-Jun-2026)       ||      ବିନିକା ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା : ଦୁଇଟି ବନ୍ଧୁକ ସହିତ ଜୀବନ୍ତ ଗୁଳି ଓ ଧଳା କାର ଜବତ : ୪ ଗିରଫ   (24-Jun-2026)       ||      ଝାରମୁଣ୍ଡା ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   (24-Jun-2026)       ||      ରକ୍ତଦାତା ଦିବସ -୨୦୨୬ ରେ ସମ୍ମାନିତ ହେଲେ ରେଡ଼କ୍ରସ ସ୍ବେଛାସେବୀ - ସତ୍ୟନାରାୟଣ    (24-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଆଜି ସରଗାଡ଼ ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ    (24-Jun-2026)       ||      ପାଟଣାଗଡ଼ରେ ଓ ୟୁ ଜେ ର କାର୍ଯ୍ୟକାରିଣୀ ବୈଠକ   (24-Jun-2026)       ||      ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା ୪ଗିରଫ,ଏବେ ବି ଫେରାର ଅଛନ୍ତି ୩ରୁ ୪ଦୁର୍ବୁତ୍ତ(ସାମ୍ବାଦିକ ସମ୍ମିଳନୀରେ ଏସପିଙ୍କ ସୂଚନା   (24-Jun-2026)       ||      ଆସନ୍ତାକାଲି ସୁଜାତା କାର୍ତ୍ତିକେୟନ ବିଜେଡିରେ ମିଶିବା ନେଇ ଚର୍ଚ୍ଚା   (24-Jun-2026)       ||      ଜିଲ୍ଲା ସ୍ତରୀୟ ଜନ ସମ୍ପର୍କ ଓ ନାଗରିକ ସହାଭାଗିତା କାର୍ଯ୍ୟକ୍ରମରେ ବିକାଶମୂଳକ ପ୍ରକଳ୍ପ ଉପରେ ବିସ୍ତୃତ ଆଲୋଚନା   (24-Jun-2026)       ||      ଯାଜପୁରରେ ଜିଲ୍ଲାସ୍ତରୀୟ ପ୍ରାକୃତିକ ଓ ଜୈବିକ କୃଷି କର୍ମଶାଳା ଅନୁଷ୍ଠିତ   (24-Jun-2026)       ||      ବରପାଲିରେ ଜଗଦମ୍ବା ସରସ୍ୱତୀ ମମାଙ୍କ ଶ୍ରୁତି ଦିବସ ଓ ଆନ୍ତର୍ଜାତୀୟ ମାଦକଦ୍ରବ୍ୟ ବିରୋଧୀ ଦିବସ ପାଳିତ   (24-Jun-2026)       ||      ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   (24-Jun-2026)       ||      ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   (24-Jun-2026)       ||      କଣ୍ଟାମାଳ ଶ୍ରୀଲକ୍ଷ୍ମୀ ମୋବାଇଲ ଦୋକାନ କାନ୍ଥ ଭାଙ୍ଗି କଳାକନା ବୁଲାଇଦେଲେ ଦୁର୍ବୃତ୍ତ ♦️ସିସିଟିଭି ଆଧାରରେ ପୋଲିସର ତନାଘନା ଜାରି    (24-Jun-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ "ଶିଖର" କାର୍ଯ୍ୟକ୍ରମ ର ଶୁଭାରମ୍ଭ   (24-Jun-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ "ଶିଖର" କାର୍ଯ୍ୟକ୍ରମ ର ଶୁଭାରମ୍ଭ   (24-Jun-2026)       ||     

HOME   ଜିଲ୍ଲା

ମେଗା ପାନୀୟ ଜଳ ପ୍ରକଳ୍ପ ର ମଞ୍ଜୁର ପ୍ରଦାନ ଯୋଗୁଁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ପ୍ରଦାନ କଲେ ବିଧାୟିକା

04-Jun-2021



ବ୍ରହ୍ମପୁର (ଉମା ମହାରଣା) :ରାଜ୍ୟ ସରକାରଙ୍କ ପଞ୍ଚାୟତି ରାଜ ଓ ପାନୀୟ ଜଳ ପ୍ରକଳ୍ପ ବିଭାଗ ପକ୍ଷରୁ ସାଳିଆ ଡ୍ୟାମ ରୁ କବିସୁର୍ଯ୍ୟନଗର ନିର୍ବାଚନ ମଣ୍ଡଳୀରେ ପାନୀୟ ଜଳ ପ୍ରକଳ୍ପ ର ସଞ୍ଜୋଗି କରଣ ପାଇଁ  ମେଗା ଜଳ ଯୋଗାଣ ପ୍ରକଲ୍ପକୁ ମଞ୍ଜୁର ମିଳିଥୁବାରୁ ଆଜି ବିଧାୟିକା ଲତିକା ପ୍ରଧାନ ଓ ଅଞ୍ଚଳବାସି ମାନ୍ୟବର ମୁଖ୍ୟମନ୍ତ୍ରୀ ଙ୍କୁ ଧନ୍ୟବାଦ ପ୍ରଦାନ କରିଛନ୍ତି । ଅଙ୍ଗାରଗାଁ ପଞ୍ଚାୟତର ଡାହିକି ଛକ ଠାରେ  କୋଭିଡ କଟକଣା କୁ ଦୃଷ୍ଟିରେ ରଖି ଏକ ପଥ ପ୍ରାନ୍ତ ସଭା ଅନୁଷ୍ଠିତ ହୋଇଥିଲା । ଏଥିରେ ବିଧାୟିକା କହିଥିଲେ ଯେ ଏହି ପ୍ରକଲ୍ପ ପାଇଁ ୩୮୧.୦୮ କୋଟି ଟଙ୍କା ମଞ୍ଜୁରୀ ହୋଇଛି ।ଏହା ଫଳରେ ସାଳିଆ ଡ୍ୟାମ ରୁ ମେଗା ପ୍ରକଳ୍ପ ଦ୍ୱାରା  ବେଗୁନିଆପଡ଼ା ବ୍ଲକ, କବିସୁର୍ଯ୍ୟନଗର ବ୍ଲକ   ବ୍ଲକର ପ୍ରାୟ ୨୫୦ ଗ୍ରାମକୁ ବିସୁଧ ପାନୀୟ ଜଳ ଯୋଗାଣ ହୋଇ ପାରିବ । ଏଥି ସହିତ ଡ୍ୟାମର ଉନ୍ନତିକରଣ ହୋଇ ପାରିବ । ଏଥି ପାଇଁ ଅଞ୍ଚଳବାସି  ବିଧାୟିକାଙ୍କୁ ମଧ୍ୟ ଧନ୍ୟଵାଦ ଜଣାଇଛନ୍ତି । ଏହି ସଭାରେ ବ୍ଲକ ବିଜେଡି ସଭାପତି ବିଜୟ କୁମାର ଦୋରା,କବିସୁର୍ଯ୍ୟନଗର ବ୍ଲକ ଅଧ୍ୟକ୍ଷ ସନ୍ତୋଷ କୁମାର ପଣ୍ଡା,ଜିଲ୍ଲା ପରିଷଦ ଉପାଧ୍ୟକ୍ଷା ସ୍ନେହଲତା ପଣ୍ଡା,  ପୂର୍ବତନ ଜିଲ୍ଲା ପରିଷଦ ସଦସ୍ୟ ତ୍ରିନାଥ ଭୂୟାଁ, କାସିନାଥ ବେହେରା ଙ୍କ ସମେତ ଅନେକ ସରପଞ୍ଚ ଓ ବିଜେଡି କର୍ମୀ ଯୋଗ ଦେଇଥିଲେ


News Comment




Photo in News

Advertisment
Lastest News
  ଜିଲ୍ଲା  
ଶିଶୁ ଶ୍ରମିକ ସମ୍ବନ୍ଧୀୟ ଟାସ୍କ ଫୋର୍ସ ଦ୍ଵାରା ବିଭିନ୍ନ ସଂସ୍ଥା ଉପରେ ଚଢାଉ,୧୫ ଜଣ କିଶୋର ଓ ଜଣେ ଶିଶୁ ଶ୍ରମିକ ଉଦ୍ଧାର   25-Jun-2026
  ଜିଲ୍ଲା  
ସୁଜନପୁର ରେ ମନ୍ଦିର ଓ ବିଗ୍ରହ ପ୍ରତିଷ୍ଠା ଉତ୍ସବ   25-Jun-2026
  ରାଜ୍ୟ  
ବଲାଙ୍ଗୀର ପାୟୋନିଅର ୧୯ ବର୍ଷରୁ କମ୍ ଲିଗ୍ ଓ ନକଆଉଟ କ୍ରିକେଟ ଉଦଯାପିତ   25-Jun-2026
  ଜିଲ୍ଲା  
କଣ୍ଟାବାଞ୍ଜିରେ ବିଜେଡି ର ପ୍ରଶିକ୍ଷଣ ଶିବିର   25-Jun-2026
  ଜିଲ୍ଲା  
ରତାଖଣ୍ଡି ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   25-Jun-2026
  ଜିଲ୍ଲା  
ବିନିକା ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା : ଦୁଇଟି ବନ୍ଧୁକ ସହିତ ଜୀବନ୍ତ ଗୁଳି ଓ ଧଳା କାର ଜବତ : ୪ ଗିରଫ   24-Jun-2026
  ଜିଲ୍ଲା  
ଝାରମୁଣ୍ଡା ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   24-Jun-2026
  ଜିଲ୍ଲା  
ରକ୍ତଦାତା ଦିବସ -୨୦୨୬ ରେ ସମ୍ମାନିତ ହେଲେ ରେଡ଼କ୍ରସ ସ୍ବେଛାସେବୀ - ସତ୍ୟନାରାୟଣ   24-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଆଜି ସରଗାଡ଼ ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   24-Jun-2026
  ରାଜ୍ୟ  
ପାଟଣାଗଡ଼ରେ ଓ ୟୁ ଜେ ର କାର୍ଯ୍ୟକାରିଣୀ ବୈଠକ   24-Jun-2026
  ଜିଲ୍ଲା  
ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା ୪ଗିରଫ,ଏବେ ବି ଫେରାର ଅଛନ୍ତି ୩ରୁ ୪ଦୁର୍ବୁତ୍ତ(ସାମ୍ବାଦିକ ସମ୍ମିଳନୀରେ ଏସପିଙ୍କ ସୂଚନା   24-Jun-2026
  ଜିଲ୍ଲା  
ଆସନ୍ତାକାଲି ସୁଜାତା କାର୍ତ୍ତିକେୟନ ବିଜେଡିରେ ମିଶିବା ନେଇ ଚର୍ଚ୍ଚା   24-Jun-2026

You Might Also Like