-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||     

HOME   ଜିଲ୍ଲା

ସୁପ୍ରିମକୋର୍ଟ ନିର୍ଦ୍ଦେଶ ଆଧାରରେ ଇପିଏଫ୍ ପେନସନ ପ୍ରଦାନ ଦାବୀ

04-Jun-2021



ବଲାଙ୍ଗିର,(ପ୍ରେରଣା ଖବର)- ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ଆଧାରରେ ପେନ୍‌ସନ ଦିଆଯିବାକୁ ଆଲ୍ ଓଡିଶା ଇପିଏଫ୍ ପେନସନର୍ସ ଆସୋସିଏସନ ବଲାଙ୍ଗିର ଜିଲ୍ଲା ଶାଖା ତରଫରୁ ଦାବୀ ହୋଇଆସୁଅଛି । ଅର୍ଦ୍ଧ ସରକାରୀ ଓ ବେସରକାରୀ ସଂସ୍ଥାରେ କାର୍ଯ୍ୟ କରି ଅବସର ନେଉଥିବା କର୍ମଚାରୀଙ୍କ ପାଇଁ ସାମାଜିକ, ଆର୍ଥିକ ସୁରକ୍ଷା ଲାଗି କେନ୍ଦ୍ର ସରକାର ଇପିଏଫ୍ -୯୫ ପେନସନ ଯୋଜନା -୧୯୯୫ ନଭେମ୍ବର ୧୬ ତାରିଖରେ ଲାଗୁ କଲେ । କେନ୍ଦ୍ର ସରକାର ୨୦୧୪ ମସିହାରେ ପେନସନଭୋଗୀଙ୍କ କ୍ଷେତ୍ରରେ ପାତର ଅନ୍ତର କରି ବିନା ମହଙ୍ଗା ଭତ୍ତାରେ ମାସିକ ସର୍ବନିମ୍ନ ୧ ହଜାର ଟଙ୍କା ପ୍ରଚଳନ କଲେ ଏବଂ ତାହା ମଧ୍ୟ ସମସ୍ତଙ୍କ କ୍ଷେତ୍ରରେ ଲାଗୁ ହୋଇନାହିଁ । ଦେଶରେ ପ୍ରାୟ ୬୭ଲକ୍ଷ ଇପିଏଫ୍ ପେନସନ ଭୋଗୀ ଅଛନ୍ତି । ତନ୍ମଧ୍ୟରୁ ଓଡିଶାରେ ୧ଲକ୍ଷ ୬୨ହଜାର ଫେନସନ ଭୋଗୀ କରୋନା ମହାମାରୀ ସମୟରେ ସ୍ୱଳ୍ପ ପେନସନ ଓ ଚିିକିତ୍ସା ସୁବିଧା ନ ପାଇ ଅତି ଯନ୍ତ୍ରଣାରେ ଜୀବନ ବିତାଉ ଅଛନ୍ତି । ୨୦୧୩ ମସିହାରେ ଖୋସିୟାରୀ କମିଟିର ସୁପାରିଶ ଅନୁସାରେ ସର୍ବନିମ୍ନ ମାସିକ ୯ ହଜାର ଟଙ୍କା ପେନସନ ଦିଆଯାଉ ବୋଲି ସଂଘ ପ୍ରଧାନମନ୍ତ୍ରୀଙ୍କୁ ଚିଠିରେ ଅନୁରୋଧ କରିଅଛି । ସୂଚନାଯୋଗ୍ୟ ଯେ ଓଡିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ସମେତ ଓଡିଶାର ୧୭ଜଣ ସାଂସଦ କେନ୍ଦ୍ର ଶ୍ରମମନ୍ତ୍ରୀ ସନ୍ତୋଷ କୁମାର ଗଙ୍ଗୱାରଙ୍କୁ ପତ୍ର ମାଧ୍ୟମରେ ଜଣାଇଥିଲେ ମଧ୍ୟ କୌଣସି ସୁଫଳ ଅଦ୍ୟାବଧି ମିଳିନାହିଁ । ଅନ୍ୟପକ୍ଷରେ ୨୦୧୬ ମସିହା ଅକ୍ଟୋବର ୪ ତାରିଖରେ ଆର.ସି. ଗୁପ୍ତା ବନାମ କେନ୍ଦ୍ର ସରକାର ଙ୍କ କେସକୁ ବିଚାରକୁ ନେଇ ସୁପ୍ରିମକୋର୍ଟ ପେନସନଭୋଗୀମାନଙ୍କୁ ସେମାନଙ୍କ ଶେଷ ଦରମା ଆଧାରରେ ବର୍ଦ୍ଧିତ ପେନସନ ଦେବା ପାଇଁ ଆଦେଶ ଦେଇଥିଲେ । ଉକ୍ତ ସୁପ୍ରିମକୋର୍ଟ ଦେଇଥିବା ଆଦେଶକୁ ଅନେକ ରାଜ୍ୟର ରିଜିଓନାଲ  ପ୍ରଭିଡେଣ୍ଡ ଫଣ୍ଡ କମିଶନରମାନେ କାର୍ଯ୍ୟକାରୀ କରିଥିବା ସ୍ଥଳେ ଓଡିଶା ରାଜ୍ୟର ରିଜିଓନାଲ ପ୍ରଭିଡେଣ୍ଟଫଣ୍ଡ କମିଶନର ଉକ୍ତ ଆଦେଶକୁ କାର୍ଯ୍ୟକାରୀ କରୁନାହାନ୍ତି । ଯାହା ଫଳରେ କେନ୍ଦ୍ରର ଅତିରିକ୍ତ ଭବିଷ୍ୟନିଧି କମିଶନର, ପେନସନ ବିଭାଗ, ନୂଆଦିଲ୍ଲୀ ତାଙ୍କ ଚିଠି ନଂ.୨୮୯୬ ତା.୦୮.୦୬.୨୦୧୮ ରେ ଦେଶରେ ଥିବା ସମସ୍ତ ରିଜିଓନାଲ ପ୍ରଭିଡେଣ୍ଟ ଫଣ୍ଡ କମିଶନରମାନଙ୍କୁ ଶିଘ୍ର ସୁପ୍ରିମକୋର୍ଟ ଅର୍ଡର କୁ କାର୍ଯ୍ୟକାରୀ କରିବା ପାଇଁ ନିର୍ଦ୍ଦେଶ ଦେଇଅଛନ୍ତି । ନଚେତ ତାଙ୍କ ବିରୁଦ୍ଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ କରିବା ପାଇଁ ତାଗିଦ୍ କରିଅଛନ୍ତି । ଉକ୍ତ ଆଦେଶନାମାକୁ ମଧ୍ୟ ନ ମାନିବା ବଡ ଦୁର୍ଭାଗ୍ୟର ବିଷୟ । କରୋନା ସମୟରେ ସହାୟତା ରାଶି ବୃଦ୍ଧି କରି ମାସିକ ୯ ହଜାର ଟଙ୍କା ଦିଆଯିବା, ମଙ୍ଗାଭତ୍ତା ପ୍ରଦାନ କରିବା ଏବଂ ଆୟୁଷ୍ମାନ ଭାରତ ଯୋଜନାରେ ସାମିଲ କରାଯିବାକୁ ଇପିଏଫ୍ ସଂଘ ବଲାଙ୍ଗିର ଜିଲ୍ଲା ଆବାହକ ବିଶ୍ୱ ପ୍ରକାଶ ମିଶ୍ର, ଅମୁଲ୍ୟ ମିଶ୍ର, ସନ୍ତୋଷ ତ୍ରିପାଠୀ ପ୍ରମୁଖ ଏକ ପ୍ରେସ ବିବୃତ୍ତିରେ ଦାବି ଜଣାଇଛନ୍ତି ।


News Comment




Photo in News

Advertisment
Lastest News
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026

You Might Also Like