-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||     

HOME   ରାଜ୍ୟ

ଅନ୍ତର୍ଜାତୀୟ ପ୍ରଖ୍ୟାତ ଅଭିନେତା ତଥା ପଶ୍ଚିମ ଓଡ଼ିଶାର କିମ୍ବଦନ୍ତୀ ପୁରୁଷ ଅଟଳ ବିହାରୀ ପଣ୍ଡାଙ୍କ ପରଲୋକ

05-Jun-2021



ବିନିକା (ହିମାଂଶୁ ଶେଖର ପୁଟେଲ) :ପଶ୍ଚିମ ଓଡ଼ିଶାର ଭାଷା,ସାହିତ୍ୟ ଓ ସଂସ୍କୃତିର ମହାନାୟକ ତଥା ଅନ୍ତର୍ଜାତୀୟ ପ୍ରଖ୍ୟାତ ଅଭିନେତା ଓ ପଶ୍ଚିମ ଓଡ଼ିଶାର କିମ୍ବଦନ୍ତୀ ପୁରୁଷ ଶ୍ରୀଯୁକ୍ତ ଅଟଳ ବିହାରୀ ପଣ୍ଡା(୯୨) ସମସ୍ତଙ୍କୁ ଛାଡ଼ି ଚାଲି ଯାଇ ଛନ୍ତି ଆଜି ଭୋର ୩.୪୫ମିନିଟ୍ ରେ ବୁର୍ଲା ଭୀମ ସାର ରେ ଚିକିତ୍ସା ଧିନ ଅବସ୍ଥାରେ ତାଙ୍କ ଜୀବନ ଦୀପ ଲିଭି ଯାଇଛି l ତାଙ୍କ ଦେହାନ୍ତ ଯୋଗୁଁ ସାରା ପଶ୍ଚିମ ଓଡ଼ିଶାରେ ଭାଷା,ସାହିତ୍ୟ,ସଂସ୍କୃତି ତଥା ଅଭିନୟ ଜଗତରେ ବିଶେଷ କ୍ଷତି ପହଞ୍ଚାଇଛି l ଶଲାବୁଢ଼ା,ଆଦିମ ବିଚାର,ଶଲାବୁଢ଼ା ର ବଦଳା,ଆଦି ଚଳଚ୍ଚିତ୍ର ନିଖୁଣ ଅଭିନୟ କରିଥିବା କବି,ସାହିତ୍ୟକୁ,ନାଟ୍ୟକାର, ସଂସ୍କୃତି ସାଧକ ଅଟଳ।ବିହାରୀ ପଣ୍ଡା ଆମ ସମସ୍ତଙ୍କ ଗ୍ରହଣ ରୁ ଛାଡ଼ି ଯାଇଥିବାରୁ ସାରା ପଶ୍ଚିମ ଓଡ଼ିଶାରେ ଶୋକ ର ଛାୟା ଖେଳି ଯାଇଛି l ଏଥିପାଇଁ ପଶ୍ଚିମ ଓଡ଼ିଶାର କବି,ଲେଖକ,ସାହିତ୍ୟକୁ,ତଥା ନାଟ୍ୟକାର ଓ ଅଭିନେତା ସମୂହ ତାଙ୍କ ବିୟୋଗରେ ଗଭୀର ଶୋକ ପ୍ରକାଶ କରିଥିବା ବେଳେ ତାଙ୍କ ଅମର ଆତ୍ମାର ସାଦ ଗତି ପାଇଁ ଭଗବାନଙ୍କ ଠାରେ ପ୍ରାର୍ଥନା କରିଛନ୍ତି l ସୁବର୍ଣ୍ଣପୁର ଜିଲ୍ଲା ବିନିକା ଗଡ଼ ଭିତର ପଡା ନିବାସୀ ଶ୍ରୀ ଅଟଳ ବିହାରୀ ପଣ୍ଡା ପଶ୍ଚିମ ଓଡ଼ିଶା ପାଇଁ ଏକ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିଲେ ଲାଏ ବିଶିଷ୍ଟ ଚଳଚ୍ଚିତ୍ର ଅଭିନେତା ଭାବେ ଅନ୍ତର୍ଜାତୀୟ ସ୍ତରରେ ବେଶ୍ ସୁନାମ ଅର୍ଜନ କରିଥିଲେ l ବିଭିନ୍ନ ସ୍ଥାନରୁ ତାଙ୍କର ଅଭିନେତା ଦକ୍ଷତା କୁ ନେଇ ସମ୍ମାନିତ ହୋଇଥିଲେ l ତାଙ୍କ ଯୁବକ ସୁଲଭ ଅଭିନୟ ଏକ ସ୍ବତନ୍ତ୍ର ପରିଚୟ ଜାତୀୟ ସ୍ତରରେ ବିଦ୍ୟ

ମାନ l ଗଭୀର ଆଟିମ ୟତା ନିଷ୍କପଟ ଲ ଭାବ ଓ ସମସ୍ତଙ୍କୁ ସାଉଁଟି ନେବାର ପରମ ଗୁଣର ଅଧିକାରୀ ଥିଲେ ବିଶିଷ୍ଟ ନାଟ୍ୟକାର ସ୍ବର୍ଗତ ଅଟଳ ବିହାରୀ ପଣ୍ଡା l ତାଙ୍କୁ ହରାଇ ଆଜି ଝୁରୁଛି ବିନିକା ର ବିଭିନ୍ନ କଳା ଅନୁଷ୍ଠାନ,ସୁବର୍ଣ୍ଣପୁର ଜିଲ୍ଲାର କଳା ପ୍ରେମୀ,ପଶ୍ଚିମ ଓଡ଼ିଶା ତଥା ଜାତୀୟ ସ୍ତର କଳା ଜଗତ ସ୍ତବ୍ଧ ହୋଇ ଯାଇଛି l ଅଟଲଙ୍କ ବିୟୋଗରେ ଅଞ୍ଚଳର ଜନସାଧାରଣରେ ଶୋକ ର ଲହରୀ ଖେଳି ଯାଇଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026

You Might Also Like